ଓଡ଼ିଶାରେ ହେବ ପ୍ରତିରକ୍ଷା ଯନ୍ତ୍ରାଂଶ ପ୍ରକଳ୍ପ
ଓଡ଼ିଶାରେ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ ନିର୍ମାଣ ହେବ ଏଥିପାଇଁ ରାଜ୍ୟ ସରକାରଙ୍କ ସହ କଲ୍ୟାଣୀ ଷ୍ଟିଲ୍ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷର କରିଛି। ଶୁକ୍ରବାର ଲୋକସେବା ଭବନ କନ୍ଭେନଶନ ହଲ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଏମ୍ଓୟୁ ସ୍ବାକ୍ଷରିତ ହୋଇଛି ।…