ନୂଆ ଓଡ଼ିଶା ବିଶ୍ବ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ ଆରମ୍ଭ
ବର୍ତ୍ତମାନ ସମୟରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି । ତେଣୁ ଏହା ସହିତ ତାଳ ଦେଇ ଆମକୁ ଆମର ସାମାଜିକ ଓ ଅର୍ଥନୈତିକ ଧାରାକୁ ସମୃଦ୍ଧ କରିବାକୁ ହେବ । ଭବିଷ୍ୟତ ଲାଗି ଆମ ଯୁବପିଢ଼ିକୁ ପ୍ରସ୍ତୁତ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।…