୧୨ ଘଣ୍ଟା ଭିତରେ ବର୍ଷା ସମ୍ଭାବନା
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଂଚଳରେ ବର୍ଷା ସମ୍ଭାବନା। ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେଓଗଡ଼ରେ ବର୍ଷାର ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି…