ଗୁଲଜାର ଓ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର
ସଂସ୍କୃତ ବିଦ୍ୱାନ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ଓ ପ୍ରସିଦ୍ଧ ଉର୍ଦ୍ଦୁ କବି ତଥା ଗୀତିକାର ଗୁଲଜାର ପ୍ରଦାନ କରାଯିବ ୫୮ତମ ଜ୍ଞାନପୀଠ ପୁରସ୍କାର। ଶନିବାର ଜ୍ଞାନପୀଠ ଚୟନ କମିଟି ପକ୍ଷରୁ କରାଯାଇଛି ଏହି ଘୋଷଣା।
ଜ୍ଞାନପୀଠ ଚୟନ କମିଟି ଜାରି କରିଥିବା ବୟାନରେ କୁହାଯାଇଛି, ୨୦୨୩ ବର୍ଷ ପାଇଁ…