ଓଡ଼ିଶାର ମୁଦ୍ରାସ୍ଫୀତି ହାର ହ୍ରାସ

ଓଡ଼ିଶାର ଖୁଚୁରା ମୁଦ୍ରାସ୍ଫୀତି ୭.୫୫ ପ୍ରତିଶତକୁ ହ୍ରାସ ପାଇଛି। ଗୋଟିଏ ମାସ ପୂର୍ବରୁ ୨୦୨୩ ଡିସେମ୍ବରରେ ତାହା ୮.୭୩ ପ୍ରତିଶତ ଥିଲା। କେନ୍ଦ୍ର ସରକ‌ାର ଜାରି କରିଥିବା ତଥ୍ୟକୁ ଅନୁଶୀଳନ କରିବା ପରେ ଜଣାପଡ଼ିଛି ଯେ ରାଜ୍ୟରେ ଗ୍ରାମାଞ୍ଚଳ ତୁଳନାରେ ସହରାଞ୍ଚଳ ଲୋକମାନଙ୍କ ଉପରେ ଦରଦାମ୍‌ର…

ସୁରେଶ ରାଇନାଙ୍କୁ ବଡ଼ ଦାୟିତ୍ୱ !

ଭାରତୀୟ ଭେଟେରାନ ପ୍ରିମିୟର ଲିଗର ପ୍ରଥମ ସିଜନରେ ସେ ୟୁପି ବାଟାଲିୟନର ଅଧିନାୟକ ଭାବେ ସୁରେଶ ରାଇନା ନଜର ଆସିବେ। ଭାରତର ସର୍ବଶ୍ରେଷ୍ଠ ଟି -୨୦ ଖେଳାଳି ଭାବେ ବିବେଚିତ ହୋଇଥିବା ରାଇନା ଉତ୍ତରପ୍ରଦେଶ ପାଇଁ ନିଜର ବ୍ୟାଟିଂ ଦକ୍ଷତା ଏବଂ ଅଧିନାୟକତ୍ୱ ପ୍ରଦର୍ଶନ କରି IVPL ର ଏକ ଅଂଶ…

ପରଲୋକରେ ବରିଷ୍ଠ ଅଭିନେତା ଚକ୍ରଧର

ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ। ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବା ଜଣାପଡିଛି। ଚିକିତ୍ସା ପାଇଁ ସେ ଭୁବନେଶ୍ୱର ଏମ୍ସର ICU ରେ ଭର୍ତ୍ତି ହୋଇଥିଲେ କିନ୍ତୁ ସେଠାରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ତେବେ ଚକ୍ରଧରଙ୍କ ପରି ଜଣେ ବରିଷ୍ଠ କଳାକାରଙ୍କୁ…

ଆସୁଛି ବର୍ଷା

ପାଗରେ ପରିବର୍ତ୍ତନ ଘଟିଛି । ଏବେ ଧୀରେଧୀରେ ଥଣ୍ଡା କମିବାରେ ଲାଗିଛି । କଟକରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେବଗଡ଼ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଏଠାରେ ୨୭.୨ ମିମି ବର୍ଷା ରେକର୍ଡ କରାଯାଇଛି । ଗତକାଲି ପଡ଼ୋଶୀରେ ରାଜ୍ୟରେ ପାଣିପାଗ…

ଆଜି ରେଡିଓ ଦିବସ

ଆଜି ରେଡିଓ ଦିବସ  । ଶବ୍ଦ, ସ୍ବର, ସଙ୍ଗୀତ, ସୃଜନଶୀଳତା ପାଇଁ କୋଟି କୋଟି ଲୋକଙ୍କ ପସନ୍ଦ ହୋଇଛି ରେଡିଓ ।  ଶ୍ରୋତାଙ୍କ ହୃଦୟରେ ବର୍ଷ ବର୍ଷ ଧରି ରହିଛି ରେଡିଓ ।  ରେଡିଓ ଶବ୍ଦ ଉଚ୍ଚାରଣ ହେବା ମାତ୍ରକେ ଜଣେ ଶ୍ରୋତା ପହଞ୍ଚେ  ଭିନ୍ନ ଦୁନିଆରେ, ଯେଉଁଠି ଥାଏ ତାଜା ଖବରଠାରୁ ଆରମ୍ଭ କରି…

ଦିଲ୍ଲୀରେ ଏକ ମାସ ପାଇଁ ୧୪୪ ଧାରା ଲାଗୁ

ନୂଆଦିଲ୍ଲୀ: କୃଷକଙ୍କ ‘ଦିଲ୍ଲୀ ଚଲୋ’ ଶୋଭାଯାତ୍ରା ଯୋଗୁଁ   ଦିଲ୍ଲୀରେ ଏକ ମାସ ପାଇଁ ୧୪୪ ଧାରା ଲାଗୁ  ।  ଦିଲ୍ଲୀ ପୁଲିସ ଏକ ମାସ ପାଇଁ ଜାତୀୟ ରାଜଧାନୀରେ କ୍ରିମିନାଲ ପ୍ରୋସିଜର କୋଡ୍ (ସିଆରପିସି)ର ଧାରା ୧୪୪ ଲାଗୁ କରିଛି। ୧୪୪ ଧାରା ଲାଗୁ ହେବା ଫଳରେ ରାଜଧାନୀରେ ସଭା, ଶୋଭାଯାତ୍ରା…

ରାଜ୍ୟସଭା ନିର୍ବାଚନ ପାଇଁ ୨ ଜଣ ପ୍ରାର୍ଥୀ ନାଁ ଘୋଷଣା କଲା ବିଜେଡି

ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିିଜୁ ଜନତା ଦଳ । ଦଳର ଅଭିଜ୍ଞ ନେତା ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପାଇଁ ପ୍ରାର୍ଥୀ କରିଛି ଦଳ ।ଓଡିଶାରୁ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଏବଂ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ…

ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୧୩ ତାରିଖ ୨୦୨୪ ମସିହା(ମଙ୍ଗଳବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ଚତୁର୍ଥୀ ଦିବା ଘ୦୨/୦୭ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ ନକ୍ଷତ୍ର- ଉତ୍ତରଭାଦ୍ର ଦିବା ଘ୦୧/୩୨ ପର୍ଯ୍ୟନ୍ତ ତଦନ୍ତେ ରେବତୀ…

ନୀତିଶ ଜିତିଲେ ଆସ୍ଥା ଭୋଟ୍

ପାଟନା: ଆସ୍ଥା ଭୋଟରେ ନୀତିଶ କୁମାର ବିଜୟୀ ହୋଇଛନ୍ତି । ଆସ୍ଥା ଭୋଟରେ ୧୨୨ ଠାରୁ ଅଧିକ ୭ ଭୋଟ ପାଇଛନ୍ତି ନୀତୀଶ। ଗୃହରେ ନୀତୀଶଙ୍କୁ ମିଳିଥିଲା ୧୨୯ ଭୋଟ। ସରକାରଙ୍କ ନୀତିକୁ ବିରୋଧ କରି ବିରୋଧୀ ଦଳର ସମସ୍ତ ସଦସ୍ୟ କରିଥିଲେ କକ୍ଷତ୍ୟାଗ। ଆସ୍ଥା ଭୋଟ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ…

କେନ୍ଦୁପତ୍ର ତୋଳାଳିଙ୍କ ଲାଗି ଐତିହାସିକ ଘୋଷଣା

କେନ୍ଦୁପତ୍ର ତୋଳାଳି ଓ କେନ୍ଦୁପତ୍ରକୁ ଜୀବନ ଜୀବିକା ଭାବେ ଗ୍ରହଣ କରିଥିବା ଲୋକଙ୍କ କଲ୍ୟାଣ ହେଉଛି ମୁଖ୍ୟମନ୍ତ୍ରୀଙ୍କ ପ୍ରାଥମିକତା। ସମ୍ବଲପୁର ଚାରମାଳରେ କେନ୍ଦୁପତ୍ର ତୋଳାଳି ବନ୍ଧାଳି ଓ କର୍ମଚାରୀଙ୍କ ଲାଗି ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିବା ପରେ ସରକାରଙ୍କ ଆଭିମୁଖ୍ୟକୁ ଏହିଭଳି ସ୍ପଷ୍ଟ…