ଛେଚିବ ବର୍ଷା

ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଉଭୟ ଦିନ ଓ ରାତି ତାପମାତ୍ରା ବଢ଼ିବାରେ ଲାଗିଛି। ଗତକାଲି ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା।ଗତକାଲି ରାତିରେ ୧୭ଟି ସହରର ସର୍ବନିମ୍ନ ତାପମାତ୍ରା ୨୦…

ବିଧାନସଭାରେ ଆଜି ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍

ଭୁବନେଶ୍ବର: ବିଧାନସଭାରେ ଆଜି ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍ । ଆଜି ଗୃହରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍ । ପ୍ରଥମେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶିଳ୍ପ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଶକ୍ତି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ସରକାରୀ ଉଦ୍ଯୋଗର…

ଉତ୍ତରାଖଣ୍ଡ ହଲଦ୍ବାନୀ ଦଙ୍ଗାରେ ୬ ମୃତ, ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ମାରିବାକୁ ନିର୍ଦ୍ଦେଶ

ହଲଦ୍ବାନୀ: ଉତ୍ତରାଖଣ୍ଡର ହଲଦ୍ୱାନୀର ବନଭୁଲପୁରା ଥାନା ଅଞ୍ଚଳରେ ବିଗିଡ଼ିବାରେ ଲାଗିଛି ଆଇନ ଶୃଙ୍ଖଳା ସ୍ଥିତି । ଦଙ୍ଗା ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ୫୦ରୁ ଅଧିକ ପୋଲିସ କର୍ମୀ ଗୁରୁତର ହୋଇଛନ୍ତି । ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି…

ଫେସବୁକ ଲାଇଭ୍ ବେଳେ ହେଲା ଗୁଳିମାଡ଼,ପ୍ରାଣ ହରାଇଲେ ୟୁବିଟି ନେତା

ମୁମ୍ବାଇ : ଫେସବୁକ ଲାଇଭ୍ ବେଳେ ହେଲା ଗୁଳିମାଡ଼। ପ୍ରାଣ ହରାଇଲେ ଶିବସେନା ୟୁବିଟି ନେତା ଅଭିଷେକ ଘୋସାଲକର। ମୁମ୍ବାଇ ବୋରିଭାଲି ୱେଷ୍ଟର ଆଇସି କଲୋନୀରେ ଏହି ଗୁଳିମାଡ଼ ହୋଇଛି। ଶିବସେନା ଉଦ୍ଧବ ଠାକରେ ଗୋଷ୍ଠୀର ଯୁବନେତା ଅଭିଷେକ ଜଣେ ପୂର୍ବତନ କର୍ପୋରେଟର। ସେ ଜଣେ ବ୍ୟବସାୟୀ ମୋରିସ୍…

‘ମିଛର ଗ୍ୟାରେଣ୍ଟି’କୁ କେହି ବିଶ୍ୱାସ କରିବେ ନାହିଁ,ଧର୍ମେନ୍ଦ୍ର ପ୍ରଧାନ

କଂଗ୍ରେସ ଯୁବରାଜ ରାହୁଲ ଗାନ୍ଧୀ ଏବେ ନିଜର ରାଜନୈତିକ ଅସ୍ତିତ୍ୱ ବଞ୍ଚାଇବା ପାଇଁ ଚରମ ଜାତିବାଦୀ ରାଜନୀତିର ସାହାରା ନେଇଛନ୍ତି। କଂଗ୍ରେସର ‘ମିଛର ଗ୍ୟାରେଣ୍ଟି’କୁ କେହି ବିଶ୍ୱାସ କରିବେ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରାହୁଲଙ୍କ ଭାଷଣ ଉପରେ ପ୍ରତିକ୍ରିୟା…

ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରାକୁ ବିଜେଡି ଧୂଳିସାତ କରିଛି,ଭାଜପା ଯୁବମୋର୍ଚ୍ଚା

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଜେଡିକୁ ଟାର୍ଗେଟ କରାଯାଇଛି ।  ଜଗନ୍ନାଥପ୍ରେମୀଙ୍କ ଆସ୍ଥା, ବିଶ୍ୱାସକୁ ଆଘାତ ଦେଇଛି ବିଜେଡି । ପରିକ୍ରମା ପ୍ରକଳ୍ପ ସମୟରେ ବିଜେଡି ପକ୍ଷରୁ ଯେଉଁଭଳି ଚାଉଳ ସଂଗ୍ରହ କରାଗଲା, ପରବର୍ତୀ ସମୟରେ ସେହି ବାରମିଶା ଚାଉଳ କାହିଁକି ସଂଗୃହୀତ କରାଯାଉଛି ସେନେଇ…

ଆଜିର ରାଶିଫଳ

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରିବ । ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଯାତ୍ରାରେ ଶୁଭଫଳ ମିଳିବ । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ । ଯାହାକୁ ନେଇ ମନ ଭାରାକ୍ରାନ୍ତ ହେବ । ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ…

ଆକାଶ ମେଘୁଆ ରହିବା ସହ ହାଲୁକା କୁହୁଡି

ଗୁରୁବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଆକାଶ ମେଘୁଆ ରହିବା ସହ ହାଲୁକା କୁହୁଡି ଦେଖାଯାଇଛି। ମେଘୁଆ ପାଗ ପ୍ରଭାବରେ ତାପମାତ୍ରାରେ ହ୍ରାସ ହୋଇଛି। ପଶ୍ଚିମାଝଡ ପ୍ରଭାବରେ ଶୁକ୍ରବାର ଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ,…

‘ପ୍ରପୋଜ ଦିବସ’କାହିଁକି ପାଳନ କରାଯାଏ?

ପ୍ରତିବର୍ଷ ୮ ଫେବୃଆରୀରେ Propose Day ପାଳନ କରାଯାଏ। ତେବେ କଣ ଆପଣ ଜାଣନ୍ତି କି ଏହି ଦିନର ମହତ୍ତ୍ୱ କଣ? ପ୍ରୋପଜ ଦିବସ ଦମ୍ପତ୍ତିଙ୍କ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର, କାରଣ ଏହି ଦିନ ସେମାନେ ଖୋଲା ଖୋଲି ଭାବରେ ପରସ୍ପର ପ୍ରତି ଥିବା ପ୍ରେମକୁ ପ୍ରକାଶ କରନ୍ତି। ଭାଲେଣ୍ଟାଇନ୍ ସପ୍ତାହର…

୨୦୨୪-୨୫ କାମଚଳା ବଜେଟ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ  ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟରେ ମୋଟ ୨ ଲକ୍ଷ ୫୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ରହିଛି । ରାଜ୍ୟ ସରକାର କୃଷକ ଓ କୃଷକଙ୍କ କଲ୍ୟାଣ ଉପରେ…