ଏକ ଦେଶ ଏକ ନିର୍ବାଚନ

ଏକ ଦେଶ ଏକ ନିର୍ବାଚନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ନୂଆଦିଲ୍ଲୀରେ ଏକାସାଙ୍ଗରେ ନିର୍ବାଚନ ଆୟୋଜନ ପାଇଁ ନୂଆଦିଲ୍ଲୀରେ ତିନୋଟି ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟି ରାଜନୈତିକ ଦଳର…

ଧନ ହରାଇଥିବା ବିଲିୟନେୟାରଙ୍କ ମଧ୍ୟରେ ମସ୍କ

ବିଶ୍ବର କୋଟିପତିମାନଙ୍କ ତାଲିକାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ୧ ନମ୍ବର କୋଟିପତି ମୁକୁଟ ହରାଇ ପାରନ୍ତି ଏଲନ ମସ୍କ। ଜେଫ୍‌ ବେଜୋସ୍‌ ପୁଣି ଥରେ ବିଶ୍ବର ସବୁଠୁ ଧନୀ ବ୍ୟକ୍ତି ସାଜିବାକୁ ଆଉ ମାତ୍ର ୫ ବିଲିୟନ ଡଲାର ଦୂରରେ ଅଛନ୍ତି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ ଏଲନ…

ବିଗିଡ଼ିଲାଣି ମିଆଁମାର ଭାରତ ସମ୍ପର୍କ !

ମିଆଁମାରର ରଖାଇନ୍ ରାଜ୍ୟକୁ ଯାତ୍ରା ନ କରିବାକୁ ଭାରତ ତା’ର ନାଗରିକମାନଙ୍କୁ କହିଛି। ଏ ନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି। ନିରାପତ୍ତା ସ୍ଥିତି ବିଗିଡ଼ିବା, ଯୋଗାଯୋଗ ସେବା ବାଧାପ୍ରାପ୍ତ ହେବା, ଲ୍ୟାଣ୍ଡଲାଇନ୍ ଏବଂ ମୌଳିକ ଭିତ୍ତିଭୂମିର ଘୋର ଅଭାବ ଯୋଗୁଁ…

ହାଇକୋର୍ଟର ମୁଖ୍ୟ ବିଚାରପତି ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ:ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ନୂଆ ବିଚାରପତି । ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତିଙ୍କ ଶପଥ ଗ୍ରହଣ । ଜଷ୍ଟିସ ଶରଣ ସିଂଙ୍କୁ ଶପଥ କରାଇଲେ ରାଜ୍ୟପାଳ  । ପୂର୍ବରୁ ପାଟନା ହାଇକୋର୍ଟର ବିଚାରପତି ଥିଲେ  ।  ଜଷ୍ଟିସ ଶରଣ ସିଂ ପାଟନା ହାଇକୋର୍ଟରେ ବିଚାରପତି ଭାବେ ଦାୟିତ୍ବ ତୁଲାଉଥିଲେ।…

ଆଜିର ରାଶିଫଳ

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରିବ । ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଯାତ୍ରାରେ ଶୁଭଫଳ ମିଳିବ । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ । ଯାହାକୁ ନେଇ ମନ ଭାରାକ୍ରାନ୍ତ ହେବ । ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ…

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେବେ | ହାଇକୋର୍ଟ ପ୍ରୋଟୋକଲ ପକ୍ଷରୁ ଶପଥ ଗ୍ରହଣ ସମୟ ଦିନ ୧୦ଟା ଧାର୍ଯ୍ୟ କରାଯାଇଛି | ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ…

ମାଘରେ ବାଘ ପରି ଖରା

ଧୀରେ ଧୀରେ ଗରମ ହେବା ଆରମ୍ଭ ହେଲାଣି । ଦିନ ଦ୍ବିପ୍ରହରେ ବେଳକୁ ପାରଦ ସାମାନ୍ୟ ଠାରୁ ରହୁଛି ଅଧିକା । ସେହିପରି ରାତିରେ ବି ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଛି ତାପମାତ୍ରା ।ପାଣିପାଗ ବିଭାଗ ଅନୁଯାୟୀ, ଫେବୃଆରୀ ୫ ଓ ୬ ତାରିଖ ସକାଳେ ପଞ୍ଜାବ, ହରିୟାଣା ଓ ଦିଲ୍ଲୀର ବିଭିନ୍ନ…

ବରୁଣ କୁମାରଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ

ଭାରତୀୟ ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ସଂଗୀନ ଅଭିଯୋଗ । ବେଙ୍ଗାଲୁରୁର ଜଣେ ଯୁବତୀ ବରୁଣଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣି ଥାନାର ଦ୍ୱାରସ୍ଥ ହୋଇଛନ୍ତି । ପୁଲିସର ସୁଚନା ଅନୁସାରେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଗତ ୫ବର୍ଷ ହେବ ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ…

ପରୀକ୍ଷାରେ ଅନିୟମତା କରୁଥିବା ଦୋଷୀଙ୍କୁ ୧୦ବର୍ଷ ଜେଲଦଣ୍ଡ ଓ ୧କୋଟି ଟଙ୍କା ଫାଇନ

ସରକାରୀ ନିଯୁକ୍ତି ମୂଳକ ପରୀକ୍ଷାରେ ଅନିୟମିତତାକୁ ରୋକିବା ପାଇଁ ଲୋକସଭାରେ ଉପସ୍ଥାପିତ ହେଲା ବିଲ୍ । ସରକାର ଆଗତ କରିଥିବା ବିଲ ନା ରହିଛି ‘ଦ ପବ୍ଲିକ ଏକ୍ସାମିନେସନ ପ୍ରିଭେନସନ ଅଫ ଅନଫେୟାର’ । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ଆଗତ କରିଛନ୍ତି । ଏହି…

ପୋଲିସର ବିନା ଅନୁମତିରେ ବାଉନ୍ସର ରଖିପାରିବେନି ବାର୍ ମାଲିକ

ବାହୁବଳୀ ବାଉନ୍ସରଙ୍କୁ ସାବାଡ଼ କରିବା ପାଇଁ ନୂଆ ଏସଓପି । ନୋଟିଫିକେସନରେ ସ୍ପଷ୍ଟ ଭାବେ ଉଲ୍ଳେଖ ଅଛି କମିଶନରେଟ ପୋଲିସର ବିନା ଅନୁମତିରେ ବାଉନ୍ସର ରଖିପାରିବେନି ମାଲିକ । PSARA ଆକ୍ଟ ଅଧୀନରେ ଥିବା ସିକ୍ୟୁରିଟି ଏଜେନ୍ସି ଗାର୍ଡ ନିୟୋଜିତ କରିପାରିବେ। ବାର୍ ମାଲିକ ସମ୍ପୃକ୍ତ ଗାର୍ଡଙ୍କ…