ଯଶ ଓ ଖ୍ୟାତି ଆଣିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କଲେ ସରକାର
ଓଡ଼ିଶା ପାଇଁ ଯଶ ଓ ଖ୍ୟାତି ଆଣିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାର ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଓଡ଼ିଶା ପାଇଁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଯଶ ଓ ଖ୍ୟାତି ଆଣିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ଏକ…