ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ

ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।୪୦ ଏକର ପରିମିତ ଅଞ୍ଚଳରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭ୍ୟ ରୂପାନ୍ତରଣ ହୋଇଛି । ଏହି କାର୍ଯ୍ୟ ପାଇଁ ୩ ହଜାରରୁ ଅଧିକ ଶ୍ରମିକ ଓ କର୍ମଚାରୀ ଦିନରାତି…

କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ

ନୂଆଦିଲ୍ଲୀ: ରାଜ୍ୟ ବିକାଶର ଗାଥା ଶୁଣାଇଥିଲେ ୧୩ଟି ପ୍ରଜ୍ଞାପନ ମେଢ। ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ସ୍ଥାନ ପାଇଥିଲା। ଏଥିରେ ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରସାର ସହିତ ଗ୍ରାମୀଣ ବିକାଶକୁ ଫୋକସ୍ କରାଯାଇଛି। କୃଷି ବିଭାଗର ପ୍ରଜ୍ଞାପନ…

୭ ୱିକେଟ୍ ହରାଇ ୪୨୧ ରନ୍ ସଂଗ୍ରହ କରିଛି

ହାଇଦ୍ରାବାଦରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ୪୨୧ ରନ୍ ସଂଗ୍ରହ କରିଛି ଭାରତ। ଦ୍ୱିତୀୟ ଦିନରେ ଷ୍ଟମ୍ପ ଅପସାରଣ ସୁଦ୍ଧା ଦଳ ୭ ୱିକେଟ୍ ହରାଇ ୪୨୧ ରନ୍ ସଂଗ୍ରହ କରିଛି।ଚାରି ଓ ପାଞ୍ଚ ନମ୍ବରରେ ଆସିଥିବା କେ.ଏଲ୍ ରାହୁଲ ଓ ଶ୍ରେୟସ ଆୟରଙ୍କ ମଧ୍ୟରେ ୬୪…

ଟାଇପିଷ୍ଟ, କନିଷ୍ଠ କିରାଣୀ, DEO ପଦ ପାଇଁ ଆଡମିଟ୍ କାର୍ଡ ଜାରିହେଲା

ଟାଇପିଷ୍ଟ, କନିଷ୍ଠ କିରାଣୀ, DEO ପଦ ପାଇଁ ଆଡମିଟ୍ କାର୍ଡ ଜାରିହେଲା  । ଗତ ନଭେମ୍ବର ମାସ ୧୦ ତାରିଖରେ ରାଜ୍ୟ କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଷ୍ଟେନୋଗ୍ରାଫର, ଜୁନିୟର ଗ୍ରେଡ ଷ୍ଟେନୋଗ୍ରାଫର, ଜୁନିୟର ଗ୍ରେଡ୍ ଟାଇପିଷ୍ଟ, ଜୁନିୟର ଟାଇପିଷ୍ଟ, ଜୁନିୟର କ୍ଲର୍କ ଆଣ୍ଡ ଟାଇପିଷ୍ଟ,…

ଆଜିର ରାଶିଫଳ

ମେଷ: ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ । ବୃଷ: ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା…

ମାଆ ‘ସମଲେଇ ପ୍ରକଳ୍ପ’ ଲୋକାର୍ପଣ

ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମାଆ ‘ସମଲେଇ ପ୍ରକଳ୍ପ’ର ଲୋକାର୍ପଣ ହେବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ…

ସବୁଠାରୁ ଆଗରେ ଫ୍ଲିପକାର୍ଟ

ନୂଆଦିଲ୍ଲୀ: ଆର୍ଥିକ ବର୍ଷ ୨୦୨୨-୨୩ ରେ ୪୮ ପ୍ରତିଶତ ଭାଗିଦାରୀ ସହିତ ଫ୍ଲିପକାର୍ଟ ବଜାର ଅଗ୍ରଣୀ ଥିଲା। ଫ୍ଲିପକାର୍ଟ ପାଇଁ ମୋବାଇଲ୍ ଏବଂ ପୋଷାକ ହେଉଛି ସବୁଠାରୁ ବଡ ପ୍ଲାଟଫର୍ମ। ରିପୋର୍ଟରେ କୁହାଯାଇଛି ଯେ, ଅନଲାଇନ୍ ସ୍ମାର୍ଟଫୋନ୍ ଏବଂ ଅନ୍ଲାଇନ୍ ଫ୍ୟାଶନ୍ ବଜାରରେ ଫ୍ଲିପକାର୍ଟର ଅଂଶ…

ବିହାର ରାଜନୀତିରେ ହଟଚମଟ, ନୀତିଶ-ବିଜେପି ଡିଲ୍

ପାଟନା: ବିହାର ରାଜନୀତିରେ  ଭାଙ୍ଗିପାରେ ଆରଜେଡି-ଜେଡିୟୁ ମେଣ୍ଟ ।  ଜେଡିୟୁ-ବିଜେପି ଏକାଠି ହେଲେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି । ବିଜେପିରୁ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ହେବା ନେଇ ଆଲୋଚନା ହେଉଛି। ଏହି ସମୟରେ ଆଉ ଏକ ବଡ ଖବର ହେଉଛି ଯେ,  ଜେଡିୟୁ ତାର ସବୁ…

ସାହସିକତା ଓ ବିଶିଷ୍ଟ ସେବା ପାଇଁ ସମ୍ମାନିତ ହେଲେ ପୋଲିସ ଅଧିକାରୀ

ଭୁବନେଶ୍ବର: ଉଲ୍ଲେଖନୀୟ ସେବା, ସାହାସିକତା ଓ ବିଶିଷ୍ଟ ସେବା ପାଇଁ ପୋଲିସ ପଦକ ପ୍ରଦାନ କରାଯାଇଛି । ଉଲ୍ଲେଖନୀୟ ସେବା ପାଇଁ ଉତ୍ତରାଞ୍ଚଳ ଆଇଜି ଦୀପକ କୁମାର, ଜୟପୁର ଭିଜିଲାନ୍ସ ଏସପି ବେଣୁଧର ନାୟକ, ସ୍ପେଶାଲବ୍ରାଞ୍ଚ ଅତିରିକ୍ତ ଏସପି ଅନନ୍ତ ଚରଣ ପତି, ଗଞ୍ଜାମ ଜିଲ୍ଲା ଅତିରିକ୍ତ ଏସପି…

ହସ୍ପିଟାଲରେ ସୈଫ ଅଲ୍ଲୀ ଖାନ

ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି । ଏହି ଅଭିନେତାଙ୍କୁ ଆଜି ସକାଳେ ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୈନିକ ଭାସ୍କରର ରିପୋର୍ଟ ଅନୁଯାୟୀ ତାଙ୍କର ଆଣ୍ଠୁ ଏବଂ କାନ୍ଧରେ ଫ୍ୟାକ୍ଚର ହୋଇଛି । ତାଙ୍କ ଆଣ୍ଠୁରେ…