ଆଜି ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ
ଆଜି ଭାରତମାତାର ଦୁଇ ଦୁଇ ଜଣ ବୀର ସୁପୁତ୍ରଙ୍କର ଜନ୍ମତିଥି। ଜଣେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ଆଉ ଜଣେ ବୀର ସୁରେନ୍ଦ୍ର ସାଏ। ସ୍ଵାଧିନତା ସଂଗ୍ରାମରେ ଉଭୟଙ୍କର ଅବଦାନ ଅତୁଳନୀୟ। ବ୍ରିଟିଶ ଶାସନ ବିରୋଧରେ ଲଢ଼େଇ କରି ନିଜ ଜୀବନକୁ ଉତ୍ସର୍ଗ କରିଦେଇଥିଲେ ଏହି ଦୁଇ ମହାପୁରୁଷ। କଟକ ସହରରେ…