ଅଯୋଧ୍ୟା ରାମମନ୍ଦିରରେ ଭଗବାନ ରାମଙ୍କ ପ୍ରାଣପ୍ରତିଷ୍ଠା
ଅଯୋଧ୍ୟା: ଅଯୋଧ୍ୟା ରାମମନ୍ଦିରରେ ଭଗବାନ ରାମଙ୍କ ପ୍ରାଣପ୍ରତିଷ୍ଠା । ସାରା ବିଶ୍ୱ ଉତ୍ସାହର ସହ ଅପେକ୍ଷା କରିଛି। ସାରା ବିଶ୍ୱର ହିନ୍ଦୁ ସମ୍ପ୍ରଦାୟ ମଧ୍ୟରେ ଉତ୍ସାହ ଓ ଭକ୍ତିର ଲହରି ଖେଳିଯାଇଛି।
ଆଜି ଅଯୋଧ୍ୟାରେ ନୂଆ ରାମମନ୍ଦିରର ପ୍ରତିଷ୍ଠା କରାଯିବ। ଏହି ସମାରୋହରେ…