ୟୁଟ୍ୟୁବ୍ ରୋଜଗାର

ୟୁଟ୍ୟୁବରେ ଭିଡିଓ ଦେଖୁଛନ୍ତି ଏବଂ ପରେ ଏହାକୁ ଅପଲୋଡ୍ କରୁଛନ୍ତି। ପ୍ରତି ୬୦ ସେକେଣ୍ଡରେ, ୫୦୦ ଘଣ୍ଟା କଣ୍ଟେଣ୍ଟ ଏହି ପ୍ଲାଟଫର୍ମରେ ଅପଲୋଡ୍ ହୁଏ। ତେବେ ଆସନ୍ତୁ ଜାଣିବା ଆପଣ କିପରି AI ବ୍ୟବହାର କରି ୟୁଟ୍ୟୁବରେ ଭଲ ଟଙ୍କା ରୋଜଗାର କରିପାରିବେ ।AI ର ସାହାଯ୍ୟରେ, ନିଜର ୟୁଟ୍ୟୁବ୍…

ଜୋର ଧରିଲା ପଦ୍ମପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି

ପଦ୍ମପୁରରେ ବନ୍ଦଡାକରା ଦିଆଯାଇଛି । ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ଏନେଇ ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ବନ୍ଦର…

ଗୌରବମୟ ୧୫୦ ବର୍ଷରେ ପାଦ ଥାପିଲା ଭାରତୀୟ ପାଣିପାଗ ବିଭାଗ

ଗୌରବମୟ ୧୫୦ ବର୍ଷରେ ପାଦ ଥାପିଲା ଭାରତୀୟ ପାଣିପାଗ ବିଭାଗ । 'ହର୍ ହର୍ ମୌସମ୍, ହର୍ ଘର୍ ମୌସମ୍' ଲକ୍ଷ୍ୟ ହାସଲ ଦିଗରେ ଦେଲା ବଡ଼ ଉପହାର । ଏଣିକି ମୋବାଇଲ୍ ଆପ୍ ଜରିଆରେ ଘରେ ଘରେ ପହଞ୍ଚିବ ପ୍ରତିଟି ପାଣିପାଗ ଖବର । ଯବାନଙ୍କଠୁ କିଷାନ୍ ଯାଏଁ..ପାଣିପାଗ ସୂଚନା ଜରିଆରେ ପ୍ରତିଟି ଜୀବନକୁ…

ଅଯୋଧ୍ୟାରେ ଆଜିଠୁ ବିଭିନ୍ନ ଧାର୍ମିକ ରୀତିନୀତି ଆରମ୍ଭ ହେବ

୨୨ରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ଏହାର ୫ ଦିନ ପୂର୍ବରୁ ଆଜିଠାରୁ ବିଭିନ୍ନ ଧାର୍ମିକ ରୀତିନୀତି ଆରମ୍ଭ ହେଉଛି ।ସେପଟେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ବାଜିବ ଓଡ଼ିଶାର ମର୍ଦ୍ଦଳ । ଏ ନେଇ ସୂଚନା ଦେଇଛନ୍ତି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର…

ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା

ବଲାଙ୍ଗୀର: ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା  । ମାନସିକଧାରୀ ମାନେ ଆଣିଥିବା ପୋଢ଼, ବେତା, ମେଣ୍ଢା, କୁକୁଡ଼ା, ବତକ ଶହ ଶହ ସଂଖ୍ୟରେ ବଳି ଦିଆଯାଉଛି ।  ପଶୁପକ୍ଷୀଙ୍କ ରକ୍ତରେ ଖଇରଗୁଡ଼ାର ବଡ଼ଖଳା ଓ କୁମୁରିଆର ସାନଖଳା ରକ୍ତରଞ୍ଜିତ ହୋଇଛି ।  ପୋଲିସ ପ୍ରଶାସନ ପକ୍ଷରୁ ଯାତ୍ରାସ୍ଥଳରେ କଡା…

ଆଜିର ରାଶିଫଳ

ମେଷ: କର୍ମକ୍ଷେତ୍ରରେ ଉନ୍ନତି ହେବ ଓ ନୂଆ ବ୍ୟବସାୟ ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ। ଛାତ୍ରଛାତ୍ରୀ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ ଓ ସୁସ୍ୱାଦୁ ଭୋଜନ କରିବେ । ବୃଷ : ପରିବାରରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ । ଫଳରେ…

ଓସାକାଙ୍କ ପ୍ରତ୍ୟାବର୍ତ୍ତନ ଫିକା

ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ସୋମବାର ସପ୍ତମ ମାନ୍ୟତାପ୍ରାପ୍ତ ଚେକ୍‌ଗଣରାଜ୍ୟର ଭୋନ୍ଦ୍ରୌସୋଭାଙ୍କୁ ୬-୧, ୬-୨ ସିଧାସଳଖ ସେଟ୍‌ରେ ୟୁକ୍ରେନ୍‌ରେ କ୍ବାଲିଫାୟାର ଡାୟାନା ୟାଷ୍ଟ୍ରିମସ୍କା ପରାସ୍ତ କରି ବିଦାୟ ରାସ୍ତା…

ପୁଟିନଙ୍କ ସହ କଥା ହେଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରି ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗର ଅନେକ ପ୍ରସଙ୍ଗର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ସେମାନେ ଭାରତ-ରୁଷ୍ ସ୍ୱତନ୍ତ୍ର ଏବଂ ରଣନୈତିକ ଭାଗୀଦାରିକୁ ଅଧିକ ସୁଦୃଢ଼ କରିବା…

ଆରମ୍ଭ ହେଲା ମହାଯଜ୍ଞ

ଶ୍ରୀକ୍ଷେତ୍ର ହୋଇଛି ଉତ୍ସବମୁଖର ଓ ଶ୍ରୀଜଗନ୍ନାଥ ମନସ୍କ ହୋଇଛନ୍ତି ଭକ୍ତ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଏହି ଭବ୍ୟ ଆୟୋଜନକୁ ଚର୍ମଚକ୍ଷୁରେ ଦେଖିବା ପାଇଁ ଆରମ୍ଭ ହୋଇଛି ଭକ୍ତଙ୍କ ଭିଡ଼। ଲୋକାର୍ପଣ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ ସହ ପରିକ୍ରମା ପ୍ରକଳ୍ପକୁ ପ୍ରଦକ୍ଷିଣ କରି ଅନୁଭବ…

ଶସ୍ତାରେ ମିଳୁଛି ସ୍ମାର୍ଟଫୋନ୍‌

ନୂଆ 5G ସ୍ମାର୍ଟଫୋନ୍‌ ଲଞ୍ଚ୍‌ ହୋଇଛି । କୌଣସି ଦାମିକିଆ କ୍ୟାମେରା ଫୋନ୍‌କୁ ଧୂଳି ଚଟାଇବାର ଏଥିରେ ସମସ୍ତ ଫିଚର ରହିଛି ନିକଟରେ ଅଗ୍ରଣୀ ମୋବାଇଲ କମ୍ପାନୀ Oppo ଏକ ନୂଆ 5G ସ୍ମାର୍ଟଫୋନ୍‌ ଲଞ୍ଚ୍‌ କରିଛି । ଏହାର ଦାମ କମ୍‌ ରହିଥିବା ବେଳେ କୌଣସି ଦାମିକିଆ କ୍ୟାମେରା ଫୋନ୍‌କୁ ଧୂଳି…