ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ

ଅଷ୍ଟ୍ରେଲିଆ ବିପକ୍ଷରେ ପୁଣି ପରାଜୟବରଣ କରିଛି ଟିମ୍ ଇଣ୍ଡିଆ । ଏହି ପରାଜୟ ଫଳରେ ଅଷ୍ଟ୍ରେଲିଆ ୨-୧ରେ ସିରିଜ୍ ବିଜୟୀ ହୋଇଛି । ପୂର୍ବରୁ ଦୁଇ ଟିମ୍ ଗୋଟିଏ ଲେଖାଏଁ ମ୍ୟାଜ ଜିତିଥିବା ବେଳେ ସିରିଜ ୧-୧ରେ ବରାବର ରହିଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୧୪୭ ରନ୍ ସଂଗ୍ରହ କରିଥିବା ବେଳେ…

ରାଶିଫଳ

ମେଷ: କୋର୍ଟ-କଚେରୀର ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ । ସମସ୍ତ ଦିଗରେ ସଫଳତା ହାସଲ କରିବେ । ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ । ବୃଷ: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ…

୨୬ ଜଣଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ:  ମହମ୍ମଦ ଶାମିଙ୍କ ସମେତ ୨୬ ଜଣ ଭାରତୀୟ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାରରେ ସାମ୍ମାନିତ କରିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ କ୍ରୀଡା ପୁରସ୍କାର ପାଇଁ ମନୋନୀତ ହୋଇଥିବା ଖେଳାଳିମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ବ୍ଲାଇଣ୍ଡ…

ନବରଙ୍ଗପୁର ରାଇଘର ଗସ୍ତରେ ଭି କେ ପାଣ୍ଡିଆନ୍‌

ଉମରକୋଟ: 5T ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ଙ୍କ ନବରଙ୍ଗପୁର ଜିଲ୍ଲାର ରାଇଘର ଗସ୍ତ । ସଭାରେ ପ୍ରାୟ ୪୫ ମିନିଟ ଧରି ଉପସ୍ଥିତ ରହିବା ପରେ ସେ ଲକ୍ଷ୍ମୀପୁରକୁ ଗସ୍ତ କରିବେ ବୋଲି ସୂଚନା ମିଳିଛି । ଗତ ଦୁଇ ଦିନ ଧରି ଜିଲ୍ଲାସ୍ତରୀୟ ଅଧିକାରୀ ତଥା ଜିଲ୍ଲା…

ପଡିବ ହାତଗଣ୍ଠି ରଶ୍ମିକା ଓ ବିଜୟ

ଅଳ୍ପ ଦିନ କ୍ୟାରିଅରରେ ରଶ୍ମିକା ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ବଡ଼ ସ୍ଥାନ ହାସଲ କରିଛନ୍ତି। ଯେଉଁଥିପାଇଁ ତାଙ୍କୁ ସମସ୍ତେ କ୍ରସ୍ ଗାର୍ଲ ବୋଲି କୁହନ୍ତି। ନିକଟରେ ରଶ୍ମିକା ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ୭ ବର୍ଷ କ୍ୟାରିଅର ପୂରଣ କରିଛନ୍ତି। ତେବେ ଏହି କ୍ୟାରିଅର ଭିତରେ ସେ ଅନେକ ଆକ୍ଟରଙ୍କ ସହ…

ଫେକ୍ ସ୍ମାଇଲ

କେତେଥର ଲୋକମାନଙ୍କୁ ମିଛ ମିଛରେ ହସିବାକୁ ପଡିଥାଏ । ଏକ ନୂତନ ଅନୁସନ୍ଧାନରୁ ଜଣାପଡିଛି ଯେ ଯଦି ଆପଣ ଏକ ନକଲି ହସନ୍ତି, ଯାହା ଆପଣଙ୍କୁ ଚିନ୍ତା ଏବଂ ଚାପରୁ ମୁକ୍ତି ଦେଇପାରେ। ଚାପ ଏବଂ ଅସ୍ଥିରତାରୁ ମୁକ୍ତି ପାଇବା ପାଇଁ ହସିବା ହେଉଛି ସର୍ବୋତ୍ତମ ବ୍ୟାୟାମ। ଯଦିଓ ବହୁ ପୂର୍ବରୁ ଭାରତୀୟ…

ଆରମ୍ଭ ହେଲା ଆବେଦନ ପ୍ରକ୍ରିୟା

ୟୁନାଇଟେଡ ଇଣ୍ଡିଆ ଇନ୍ସ୍ୟୁରାନ୍ସ କମ୍ପାନୀ ଲିମିଟେଡ ପକ୍ଷରୁ ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଆଡମିନିଷ୍ଟ୍ରେଟିଭ୍ ଅଫିସର ସ୍କେଲ-୧ (ଜେନେରାଲିଷ୍ଟ) ପଦରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀମାନେ ନିମ୍ନ ପ୍ରଦତ୍ତ ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ…

ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର

ମାଲକାନଗିରି: ସ୍ବାଭିମାନ ଅଞ୍ଚଳରେ ଉଇଁଲା ନୂଆ ସୂର୍ଯ୍ୟ । ରୂପାନ୍ତରଣ ଅଧ୍ୟାୟରେ ମାଲକାନଗିରି । ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । 5T ଅଧ୍ୟକ୍ଷ କାର୍ତ୍ତିକ…

କଲବଲ କରୁଛି ଘନ କୁହୁଡ଼ି 

ରାଜ୍ୟରେ ଶୀତ ଲହରୀ ସହ କଲବଲ କରୁଛି ଘନ କୁହୁଡ଼ି । ଦୃଶ୍ୟମାନ ଦୂରତା ୫୦ ମିଟରୁ କମ ରହୁଥିବାରୁ ବଢୁଛି ଦୁର୍ଘଟଣା ଘଟିବାର ଭୟ । ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ୧୪ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବା ନେଇ ୟଲୋ ଆର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୧୦ ତାରିଖ…

ଆଇଫୋନ୍‌ର କମାଲ୍‌

୧୬ ହଜାର ଫୁଟ ଉପରୁ ଫୋନ ପଡ଼ିବି ବି ସୁରକ୍ଷିତ । ଖାଲି ସୁରକ୍ଷିତ ନୁହେଁ ପୂର୍ବ ଭଳି ଚାଲୁଛି ଫୋନ୍ । ଆଲାସ୍କା ଏୟାର୍ ଲାଇନ୍ସର ବୋଇଂ 737-9 ମାକ୍ସ ବିମାନର ଏମାର୍ଜେନ୍ସି କବାଟ ଉଡ଼ିଯିବା ଘଟଣାରେ ଆସିଛି ଏଭଳି ତତ୍ୟ । ବିମାନର ଏମାର୍ଜେନ୍ସି କବାଟ ଉଡ଼ିଯିବା ପରେ ବିମାନରେ ଥିବା କିଛି…