ହେଭିଓ୍ବେଟ୍‌ ନେତାମାନେ ସାଂସଦ ପ୍ରାର୍ଥୀ ହେବାକୁ ପ୍ରସ୍ତାବ

କଂଗ୍ରେସ ରାଜନୈତିକ ବ୍ୟାପାର କମିଟି ବୈଠକରେ ମଧ୍ୟ ୨୦୨୪ରେ ଓଡ଼ିଶାର ବରିଷ୍ଠ କଂଗ୍ରେସ ନେତାମାନେ ସାଂସଦ ପ୍ରାର୍ଥୀ ହେବା ନେଇ ଆଲୋଚନା ହୋଇଛି । ସୁରେଶ ରାଉତ କହିଛନ୍ତି, ବରିଷ୍ଠ ନେତାମାନେ ନିର୍ବାଚନ ନ ଲଢ଼ିବା ଉଚିତ। ଯାହାକୁ ନେଇ କଂଗ୍ରେସ ଶିବିର ଉଷ୍ମ ହୋଇଛି । ସାଂଗଠନିକ…

ମୋଦୀଙ୍କ ସମର୍ଥନରେ ବାହାରିଲେ ଅମିତାଭ

ମୁମ୍ବାଇ: ମୋଦୀଙ୍କ ସମର୍ଥନରେ ବାହାରିଲେ ଅମିତାଭ । ଲକ୍ଷଦୀପକୁ ନେଇ ଭାରତ-ମାଳଦ୍ବୀପ ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମର୍ଥନରେ ଅମିତାଭ ବଚ୍ଚନ ମଧ୍ୟ ସାମିଲ ହୋଇଛନ୍ତି। କ୍ରିକେଟର ବୀରେନ୍ଦ୍ର ସେହବାଗଙ୍କ ଏକ ଟୁଇଟ୍‌ରେ ସେ ଲେଖିଛନ୍ତି, ‘ଉଡୁପିର ସୁନ୍ଦର ବେଳାଭୂମି…

ଆଜିର ରାଶିଫଳ

ମେଷ: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ପୂରି ରହିବ। ନୂଆ କାମ ଆରମ୍ଭ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଜୀବନସାଥୀର ଭାବନାକୁ ବୁଝିବା ପାଇଁ ସବୁ ପ୍ରକାର ପ୍ରୟାସ କରିବେ। ‌ ବୃଷ: ସଠିକ୍ ଯୋଜନା କ୍ୟାରିଅରରେ ପରିବର୍ତ୍ତନ ଆଣିବ। ଆପଣଙ୍କ ବ୍ୟବହାର ଆପଣଙ୍କୁ ଲୋକପ୍ରିୟ କରିଦେବ।…

ମୋଦିଙ୍କୁ ନେଇ ବିବାଦୀୟ ଟିପ୍ପଣୀ ପରେ ମାଳଦ୍ୱୀପ ନେତାଙ୍କ ଉପରେ ବର୍ଷିଲେ ଭାରତୀୟ

ନୂଆଦିଲ୍ଲୀ: ଲାକ୍ଷାଦ୍ୱୀପ ଗସ୍ତ କରି ଫଟୋ ସେୟାର କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ସେହି ଟ୍ବିଟ୍‌ ପରେ ମାଳଦୀପର ଜଣେ ପରେ ଜଣେ ମନ୍ତ୍ରୀ ବିବାଦୀୟ ବୟାନ ଦେଇଥିଲେ। ମାଳଦୀପ ମନ୍ତ୍ରୀମାନଙ୍କ ବୟାନକୁ ଭାରତୀୟ ନେତା , ବଲିଉଡ ତାରକା ଏବଂ ପୂର୍ବତନ କ୍ରିକେଟ…

ଫାଟୁଛି କି ଓଠ ? 

ଚର୍ମର ଶୁଷ୍କତା ସହିତ, ଫଟା ଓଠ ମଧ୍ୟ ଶୀତ ଦିନର ଏକ ସାଧାରଣ ସମସ୍ୟା । ଏପରି ପରିସ୍ଥିତିରେ, ଆପଣ ଦାମୀ ବ୍ୟୁଟି ପ୍ରଡକ୍ଟସ ବ୍ୟବହାର କରୁଥିବେ ଯାହା ଅନେକ ରାସାୟନିକ ପଦାର୍ଥରେ ଭରପୁର ଥାଏ । ଏହାର ଅତ୍ୟଧିକ ବ୍ୟବହାର ଆପଣଙ୍କ ଓଠକୁ ଧୀରେ ଧୀରେ କଳା କରିବା ଆରମ୍ଭ କରେ ।ଏଭଳି ପରିସ୍ଥିତିରେ,…

ବିବାହ କରିବେ ରକୁଲ-ଜ୍ୟାକି

ରକୁଲ୍‌ ପ୍ରୀତ୍ ସିଂହଙ୍କ ବିବାହର ସାହାନାଇ ଆସନ୍ତା ଫେବ୍ରୁଆରିରେ ବାଜିବାକୁ ଯାଉଛି। ନିଜ ପୁରୁଷ ବନ୍ଧୁ ଅଭିନେତା ଓ ପ୍ରଯୋଜକ ଜ୍ୟାକି ଭାଗ୍‌ନାନିଙ୍କୁ ସେ ଆସନ୍ତା ଫେବ୍ରୁଆରି ୨୨ରେ ବିବାହ କରିବାକୁ ଯାଉଛନ୍ତି। ଗତ ୨ ତାରିଖ ଦିନ ରାତିରେ ଉଭୟ ନୂଆବର୍ଷ ପାଳନ କରିବା ପରେ  ମୁମ୍ବାଇ…

ଟି-୨୦ ଦଳକୁ ଫେରିବେନି ରାହୁଲ-ଶ୍ରେୟସ

ରୋହିତ ଶର୍ମା ଏବଂ ବିରାଟ କୋହଲି ବର୍ଷକ ପରେ ଟି-୨୦ ଦଳକୁ କମବ୍ୟାକ କରୁଥିବା ବେଳେ ଆହତ ସମସ୍ୟା ଯୋଗୁଁ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସୂର୍ଯ୍ୟକୁମାର ଯାଦବ ଦଳରୁ ବାଦ୍ ପଡ଼ିଛନ୍ତି । କିନ୍ତୁ ଦଳର ଷ୍ଟାର ବ୍ୟାଟର କେ.ଏଲ ରାହୁଲ, ଶ୍ରେୟସ ଆୟରଙ୍କ ସହ ୟୁଜବେନ୍ଦ୍ର ଚହଲ ଏବଂ ରବିଚନ୍ଦ୍ରନ…

୫ ଏମ୍‌ପିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର

୫ ଏମ୍‌ପିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର ନୂଆଦିଲ୍ଲୀ: ଚଳିତ ବର୍ଷର ସଂସଦରତ୍ନ ପୁରସ୍କାର ପାଇଁ ଲୋକ ସଭାର ୫ ଏମ୍‌ପିଙ୍କୁ ଚୟନ କରାଯାଇଛି। ଭାଜପା ଏମ୍‌ପି ସୁକାନ୍ତ ମଜୁମଦାର, ସୁଧୀର ଗୁପ୍ତା, ଶିବସେନାର ଶ୍ରୀକାନ୍ତ ଏକନାଥ ଶିନ୍ଦେ, ଏନ୍‌ସିପିର ଅମୋଲ ରାମସିଂ କୋଲ୍‌ହେ ଏବଂ କଂଗ୍ରେସ…

GST ନିୟମରେ ବଡ଼ ପରିବର୍ତ୍ତନ

ଚଳିତ ବର୍ଷ ମାର୍ଚ୍ଚ ୧ ତାରିଖରୁ କେନ୍ଦ୍ର ସରକାର GST ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି । ବର୍ତ୍ତମାନ ୫ କୋଟି ଟଙ୍କାରୁ ଉଦ୍ଧ୍ୱର୍ ବ୍ୟବସାୟ କରୁଥିବା ବ୍ୟବସରୟୀମାନେ ଇ-ଚାଲାଣ(e-Invoice) ବିନା ଇ-ୱେ ବିଲ୍(e way Bill) ଜେନେରେଟ କରିପାରିବେ ନାହିଁ । ଦ୍ରବ୍ୟ ଏବଂ ସେବା…

ଘନ କୁହୁଡ଼ି ଆସ୍ତରଣ

ରାଜ୍ୟରେ ସକାଳୁ ସକାଳୁ ଘନ କୁହୁଡ଼ି ଆସ୍ତରଣ । ଆଜି ୧୫ ଜିଲ୍ଲାକୁ ଘନ କୁହୁଡ଼ି ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ।…