ସମ୍ବଲପୁରରେ ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜାକବ ଗୁରୁତର
ସମ୍ବଲପୁର: ସମ୍ବଲପୁରରେ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଜାକବ ଗୁରୁତର ଆହତ ହୋଇଛି। ତାକୁ ବୁର୍ଲା ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। ଜାକବ ମଦ ଦୋକାନ ଚୋରି ଅଭିଯୋଗରେ ସମ୍ପୃକ୍ତ ଥିଲା। ତା’ ଛଡ଼ା ଅନ୍ୟ ୧୧ ଅଭିଯୁକ୍ତଙ୍କୁ ପୁଲିସ୍ ଗିରଫ କରିଛି। ଶୁକ୍ରବାର ବିଳମ୍ବିତ ରାତିରେ…