ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା; ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲା ଡେଲାଙ୍ଗ ଚାଇଁପୁର ଗାଁର ଶ୍ରୀତମ ସାହୁ(୨୩)। ଅପରପକ୍ଷେ ଅନ୍ୟ ୨ ଗୁରୁତର ବର୍ତ୍ତମାନ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।  ଡିସେମ୍ବର ୨୯…

ଟି-୨୦ରେ କମାଲ କରିବ ଭାରତୀୟ ବୋଲର

ଭାରତର ଲକ୍ଷ୍ୟ ଟି-୨୦ ବିଶ୍ବକପ ଉପରେ । ଭାରତର ବୋଲିଂ ପୂର୍ବ ଅପେକ୍ଷା ଏବେ ଶକ୍ତିଶାଳି ହୋଇଥିବାବେଳେ ନିକଟରେ ଯାଇଥିବା ଦିନିକଆ ବିଶ୍ବକପରେ ମଧ୍ୟ ଏହାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି । ତେବେ ୨୦୨୪ରେ ଟି-୨୦ ବିଶ୍ବକପ ଅନୁଷ୍ଠିତ ହେବାକୁ ଥିବାବେଳେ ୪ ବୋଲରଙ୍କ ଉପରେ ନଜର ରହିବ ।…

ଜଳିଗଲା ବିମାନ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଜାପାନର ହାନେଡା ବିମାନ ବନ୍ଦର ରନଓ୍ବେରେ ଜଳିଗଲା ବିମାନ । ଅବତରଣ କରିବା ବେଳେ ୨ଟି ବିମାନ ଜଳିଯାଇଛି । ବିମାନଟି ରନଓ୍ବେର ଚାଲୁଥିବା ବେଳେ ନିଆ ଲାଗିଯାଇଥିଲା । ଅତି ଭୟଙ୍କର ଭାବେ ନିଆ ଲାଗିଥିବା ବେଳେ ବିମାନଟି ସମ୍ପୂର୍ଣ୍ଣ ଧ୍ବଂସ ହୋଇଯାଇଛି । ବିମାନରୁ ୩୭୯ ଜଣ ଯାତ୍ରୀଙ୍କୁ ସୁରକ୍ଷିତ…

ଅସ୍ତବ୍ୟସ୍ତ କରୁଛି ଘନ କୁହୁଡ଼ି

ଦୁଇ ଦିନ ପର୍ଯ୍ୟନ୍ତ ଅସ୍ତବ୍ୟସ୍ତ କରିବ ଘନରୁ ଅତି ଘନ କୁହୁଡି । ଗାଡି ଆଗକୁ ଦେଖିବା ବି ହେବ କଷ୍ଟକର । ମଙ୍ଗଳବାର ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଏଭଳି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର,…

ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ୧୬୦ ସ୍କୁଲକୁ ମିଳିଲା ଜମିପଟା

ଭୁବନେଶ୍ବର: ସ୍କୁଲକୁ ମିଳିଲା ଜମି ପଟ୍ଟା । ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ୧୬୦ ସ୍କୁଲକୁ ଜମିପଟା ବଣ୍ଟନ କରାଯାଇଛି ।  ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ୍ ହାଇସ୍କୁଲରେ ଜମିପଟ୍ଟା ବଣ୍ଟନ କରାଯାଇଛି । ସେଥିରେ ୫୦ଟି ୫T ରୂପାନ୍ତରିତ ହାଇସ୍କୁଲ ରହିଥିବା ବେଳେ…

ରଥଯାତ୍ରା ପାଇଁ ରଥକାଠ ଗଛକଟା ଅନୁକୂଳ ପୂଜାର୍ଚ୍ଚନା

ନୟାଗଡ଼: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ରୀତିନୀତି ପାଇଁ ପୂଜାର୍ଚ୍ଚନା ହୋଇଛି । ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବଡ଼ରାଉଳ ପୀଠରେ ପାରମ୍ପରିକ ରୀତି ନୀତି ଅନୁସାରେ ପୂଜାର୍ଚ୍ଚନା  କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ୪ ଜଣିଆ ସ୍ବତନ୍ତ୍ର ପ୍ରତିନିଧି ଦଳ ଆଜ୍ଞାମାଳ,…

ଆମ ଦେଶ ଏବଂ ଏହାର ସଭ୍ୟତା ସର୍ବଦା ଜ୍ଞାନ ଉପରେ କେନ୍ଦ୍ରୀଭୂତ ହୋଇଛି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର ତିରୁଚିରାପଲ୍ଲୀଠାରେ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହରେ ଉଦ୍ବୋଧନ ଦେଇଥିଲେ । ସେ ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ…

ଲାକ୍ଷାଦ୍ୱୀପର ବିକାଶ ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ”: ମୋଦି

ଲାକ୍ଷାଦ୍ୱୀପର ବିକାଶ ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ" ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ।  ଲାକ୍ଷାଦ୍ୱୀପରେ ଥିବା ପ୍ରଚୁର ସମ୍ଭାବନା ବିଷୟରେ ଉଲ୍ଲେଖ କରିଥିଲେ ପ୍ରଧାନମନ୍ତ୍ରୀ ଏବଂ  ସ୍ୱାଧୀନତା ପରେ ଲାକ୍ଷାଦ୍ୱୀପ ସମ୍ମୁଖୀନ ହୋଇଥିବା ଦୀର୍ଘ ଅବହେଳା ବିଷୟରେ…

ସମ୍ବଲପୁର ଜିଲ୍ଲାର ଖିଣ୍ଡା ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ସମେତ ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲା ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସଂସ୍କୃତି ଓ…

୧୮ ଓ ୧୯ରେ ଆୟୋଜିତ ହେବ ଦୁଇ ଦିନିଆ ପ୍ରତିରକ୍ଷା ପେନସନ୍ ଅଭିଯୋଗ ଶିବିର

ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ।…