ପ୍ରତିଥର ନୂଆ ମୁହଁ

ଗଞ୍ଜାମ ଜିଲ୍ଲାରେ ସଂସଦୀୟ କ୍ଷେତ୍ର ଦୁଇଟି, ବ୍ରହ୍ମପୁର ଏବଂ ଆସିକା। ରାଜନୈତିକ ଦୃଷ୍ଟିରୁ ଆସିକା ଲୋକସଭା କ୍ଷେତ୍ରର ଏକ ସ୍ବତନ୍ତ୍ର ପରିଚୟ ରହିଛି। କାରଣ ଏହି ଲୋକସଭା ଆସନରୁ ସ୍ବର୍ଗତ ବିଜୁ ପଟ୍ଟନାୟକ ସାଂସଦ ହୋଇଥିଲେ। ସେହିପରି ବିଜୁ ବାବୁଙ୍କ ଦେହାନ୍ତ ପରେ ତାଙ୍କର ପୁତ୍ର ତଥା…

ଜାପାନରେ ଭୂକମ୍ପ

ଜାପାନରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ବେଳେ ଏବେ ପର୍ଯ୍ୟନ୍ତ ମୃତ୍ୟୁ ସଂଖ‌୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁ ସଂଖ୍ୟା ବଢ଼ି ଏବେ ସୁଦ୍ଧା ୩୦ରେ ପହଞ୍ଚିଲାଣି। ଆହୁରି ୧୫୫ ଜଣ ସେଠାରେ ଫସି ରହିଛନ୍ତି ବୋଲି ଅନୁମାନ କରାଯାଉଛି।୨୦୨୪ର ପ୍ରଥମ ଦିନରେ ଘଟିଥିବା ଏହି ବଡ଼ ଭୂକମ୍ପରେ ବଞ୍ଚିଥିବା…

ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଲକ୍ଷରୁ ଅଧିକ ଭକ୍ତ

ପୁରୀ: ନୂଆ ବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରେକର୍ଡ ୫ ଲକ୍ଷରୁ ଅଧିକ ଭକ୍ତ ।  ଆସନ୍ତା ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବାକୁଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦେଖିବା ସହ ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି  ୧୨ଟା ପୂର୍ବରୁ…

ଗ୍ୟାଙ୍ଗଷ୍ଟାର ଗୋଲ୍ଡି ଆତଙ୍କବାଦୀ ଘୋଷିତ

ପଞ୍ଜାବର ପ୍ରଖ୍ୟାତ ଗାୟକ ସିଦ୍ଧୁ ମୋସେଓ୍ବାଲା ହତ୍ୟା ଘଟଣାରେ ଜଡିତ ଥିବା ଗୋଲ୍ଡି ଆତଙ୍କବାଦୀ ଘୋଷିତ।  ବେଆଇନ କାର୍ଯ୍ୟକଳାପ ନିରାକରଣ ଆଇନ ବା UAPA ଅନୁସାରେ ଗୋଲ୍ଡିକୁ ଆତଙ୍କବାଦୀ ଘୋଷଣା କଲା କେନ୍ଦ୍ର ଗୃହ ମନ୍ତ୍ରାଳୟ । ବେଆଇନ ଘୋଷିତ ଖଲିସ୍ତାନୀ ସଂଗଠନ ବାବର ଖଲସା ଇଣ୍ଟରନ୍ୟାସନାଲ…

ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ବର: ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀଉଦ୍ୟାନ  । ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଥିବାବେଳେ ଗତକାଲି ନୂଆବର୍ଷ ଥିବାରୁ ଏହାକୁ ଖୋଲା ରଖାଯାଇଥିଲା । ଏଣୁ ତା ପରିବର୍ତ୍ତେ ଆଜି ନନ୍ଦନକାନନକୁ ବନ୍ଦ ରଖାଯାଇଛି । ଏନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା…

ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ବର: ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠୁ ପରୀକ୍ଷା ଆରମ୍ଭ ହୋଇ ଫେବ୍ରୁଆରୀ ୧୨ ତାରିଖରେ ଶେଷ ହେବ । ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ପ୍ରାକ୍ଟିକାଲ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରତିଦିନ ଗୋଟିଏ ସିଟିଂରେ ଦିନ ୧୦ ଟା…

ରାଶିଫଳ

ମେଷ- ଅନନ୍ୟ ପ୍ରତିଭା ସମ୍ପନ୍ନ ହୋଇପାରନ୍ତି। ବ୍ୟବସାୟରୁ ପ୍ରଚୁର ଲାଭ ମିଳପାରେ। ସ୍ବୟଂସିଦ୍ଧ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସ୍ନେହ, ମମତାପୂର୍ଣ୍ଣ ହେବ। ଚଞ୍ଚଳ ପ୍ରକୃତିର କନ୍ୟା ରତ୍ନ ମିଳିପାରେ। ବୃଷ- କୃଷି କ୍ଷେତରୁ ଆୟ ଆଶାନୁରୂପ ହେବ। ଯାନବାହନ ସୁଖ ମିଳିବ। ଗୃହ ପରିବେଶ ଉତ୍ତମ…

ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ

ଭୁବନେଶ୍ବର: ଶେଷରେ  ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦାମଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି ।  ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମ ରାଉତ। ବହିଷ୍କାର ପରେ ବିଜେପିରେ ଯୋଗ ଦେଇ  ୨୦୧୯ ନିର୍ବାଚନରେ ବିଜେପି…

କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ୪ବର୍ଷରେ ସରିବ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ କାମ । ରାଜ୍ୟବାସୀ ପାଇବେ ମେଟ୍ରୋ ଟ୍ରେନ୍ ସୁବିଧା । ରାଜ୍ୟ ବିକାଶ ଇତିହାସରେ ଆଜି ଏକ ସ୍ବତନ୍ତ୍ର ଦିବସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରିବହନ…

ପିକନିକ୍ ପାଇଁ SOP ଜାରି

ଭୁବନେଶ୍ବର: ଦୁର୍ଘଟଣାକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏହି କ୍ରମରେ ଶୀତଦିନେ  ପିକ୍‌ନିକ୍ ପାଇଁ ଏସ୍‌ଓପି ଜାରି କଲା ରାଜ୍ୟ ପରିବହନ ବିଭାଗ । ପିକ୍‌ନିକ୍ ସମୟରେ ଦୁର୍ଘଟଣା ରୋକିବା ପାଇଁ ଏପରି ମାର୍ଗଦର୍ଶିକା ଜାରି କରାଯାଇଛି । ଏସଓପି ଅନୁସାରେ ମଦ୍ୟପାନ…