ଆଇଟି ହବ୍ ହେବ ରାଉରକେଲା

ଆଇଟି ହବ୍ ହେବ ରାଉରକେଲା । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଖର୍ଚ୍ଚ କରାଯିବ ୨୫୦ କୋଟି ଟଙ୍କା । ରାଉରକେଲା ସହରର ପାନ୍ଥନିବାସ ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ମାଣ ହେଵ ୧୧ ମହଲାର ଆଇଟି ଟାଓ୍ବାର । ରାଜ୍ୟ ସରକାର ଅର୍ଥ ମଞ୍ଜୁର କରିବା ସହ ଇଡକୋ ଜରିଆରେ ନିର୍ମାଣ କାର୍ଯ୍ୟ…

ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଜାନୁଆରୀ ୬ରୁ ଆରମ୍ଭ ହେବ ପଞ୍ଜିକରଣ

ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ ବିଏସକେଓ୍ବାଇନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ କରାଯିବ ।  ଜାନୁୟାରୀ ୧୬ ତାରିଖ ଅନ୍‌ଲାଇନ୍‌ ପଞ୍ଜୀକରଣର ଶେଷ ତାରିଖ ହୋଇଥିବାରୁ ଯେଉଁମାନେ ଚାହୁଁଛନ୍ତି ସେମାନେ ଆବେଦନ କରିପାରିବେ । ବିଏସକେଓ୍ବାଇରୁ ବାଦ୍‌ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର…

ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍‌ପିଟାଲ୍‌ରେ ହେଲା ଏକୋଇଶିଆ

ସମ୍ବଲପୁର :  ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି।  ଡାକ୍ତରଖାନା ପକ୍ଷରୁ ତା’ର ଏକୋଇଶିଆ ପାଳନ କରାଯାଇଥିଲା। ଏଥିରେ…

ନୂଆ ଆଶା ନୂଆ ଉତ୍ସାହ ନେଇ ଆସିଲା ୨୦୨୪

ନୂଆବର୍ଷକୁ ସ୍ବାଗତ କଲେ ବିଶ୍ବବାସୀ । ମଧ୍ୟରାତ୍ରୀରେ ଆକାଶରେ ଝଲସି ଉଠିଥିଲା ଖୁସିର ରଙ୍ଗ ବେରଙ୍ଗ ଦୃଶ୍ୟ । ମଧୁମୟ ସ୍ମୃତିକୁ ମନେ ପକାଇ ଓ କିଛି ତିକ୍ତ ଅନୁଭୂତି ଭୁଲିଯାଇ ସ୍ବାଗତ ହେଲା ନୂଆବର୍ଷ । ନୂଆ କିଛି କରିବା ପାଇଁ ସଂକଳ୍ପ ନେଇ ଆରମ୍ଭ ହୋଇଛି ୨୦୨୪ । ଜିରୋ ନାଇଟ୍ ସେଲିବ୍ରେସନ…

ଆଜି କଟକ-ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଆଜି କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଐତିହାସିକ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ହେବ ଶିଳାନ୍ୟାସ ଉତ୍ସବ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ଯାଏଁ ମେଟ୍ରୋ…

କମିଲା ଏଲପିଜି ସିଲିଣ୍ଡର ମୂଲ୍ୟ

ଆଜି ୧ ଜାନୁଆରୀ ୨୦୨୪ ରୁ ଏଲପିଜି ସିଲିଣ୍ଡର ଶସ୍ତା ହୋଇଛି । ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନଥିବା ବେଳେ ଆଜି ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଆସିଛି ।୨୦୨୪ ଅର୍ଥାତ୍ ଚଳିତ ବର୍ଷ ଲୋକସଭା ନିର୍ବାଚନ ହେବାକୁ ଯାଉଛି । ନିର୍ବାଚନ ବର୍ଷ…

ଗୁପ୍ତଚର ଉପଗ୍ରହ ଲଞ୍ଚ୍ କରିବ ଉତ୍ତର କୋରିଆ

ଉତ୍ତର କୋରିଆ ନିଜର ସେନାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ନୂଆ ବର୍ଷ 2024 ରେ ଆଉ ତିନୋଟି ଗୁପ୍ତଚର ଉପଗ୍ରହ ଉତକ୍ଷେପଣ କରିବାକୁ ଘୋଷଣା କରିଛି । ଗତ ମାସରେ ଉତ୍ତର କୋରିଆ ମହାକାଶକୁ ଏକ ଗୁପ୍ତଚର ଉପଗ୍ରହ ପଠାଇଥିଲା। ପରେ ସେ ଦାବି କରିଥିଲେ ଯେ ଉପଗ୍ରହଟି ଆମେରିକା ଏବଂ ଦକ୍ଷିଣ କୋରିଆ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନିଯୁକ୍ତି

ନୂଆବର୍ଷ ପୂର୍ବରୁ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନେକ ପଦରେ ଭର୍ତ୍ତି ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ୨୯ ପ୍ରକାର ପଦରେ ନିଯୁକ୍ତି ଦିଆଯିବ । ସିଷ୍ଟମ ଆନାଲିଷ୍ଟ, ହିନ୍ଦି ଅଫିସର, କନିଷ୍ଠ ବିଭାଗ କିରାଣୀ (ଏଲଡିସି), ବରିଷ୍ଠ ବିଭାଗ କିରାଣୀ (ୟୁଡିସି),…

ଆଜିଠାରୁ ଶ୍ରୀମନ୍ଦିରରେ ଲାଗୁହେଲା ନୂଆ ନିୟମ

ନୂଆବର୍ଷ ୨୦୨୪ରେ ପୁରୀ ଶ୍ରୀମନ୍ଦିରରେ ନୂଆ ନିୟମ ଲାଗୁ ହୋଇଛି । ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଏହି କଟକଣା ଲାଗୁ କରିବା ପାଇଁ ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ସୂଚନା ଦେଇଥିଲେ । ଶ୍ରୀମନ୍ଦିର ଭିତରେ କେହି ପାନ, ଗୁଟଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ । ନିୟମ…

ନବବର୍ଷ ଉପଲକ୍ଷେ ଦେଶବାସୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଇଂରାଜୀ ନବବର୍ଷ ୨୦୨୪ ଉପଲକ୍ଷେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବବର୍ଷ ବାର୍ତ୍ତାରେ ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, ନବବର୍ଷର ଆନନ୍ଦମୟ ଅବସରରେ ମୁଁ ଭାରତ ଓ ବିଦେଶରେ ଥିବା ସମସ୍ତ ଭାରତୀୟଙ୍କୁ ଆନ୍ତରିକ…