ଆଜିର ରାଶିଫଳ

ମେଷ: ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ବ୍ୟବସାୟ ବଢ଼ାଇବା ଲାଗି ଆପଣଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ। ପଡ଼ୋଶୀ କୌଣସି ପ୍ରକାର ସହାୟତା ମାଗିବେ। ରାଜନୀତିରେ ସଫଳତା ପାଇବେ। ବୃଷ: ଅଫିସରେ କୌଣସି ସହକର୍ମୀଙ୍କ ସହିତ ବନ୍ଧୁତା ହେବ। ନିଜର ବାଣୀ ଉପରେ ସଂଯମ ରଖନ୍ତୁ। ଛାତ୍ରଛାତ୍ରୀଙ୍କ…

ବଲାଙ୍ଗୀରରେ ଡାକ୍ତରଙ୍କୁ ମାଡ ମାରିଲେ ଦୁର୍ବୃତ୍ତ

ବଲାଙ୍ଗୀର: ବଲାଙ୍ଗୀରରେ ଡାକ୍ତରଙ୍କୁ ମାଡ ମାରିଲେ ଦୁର୍ବୃତ୍ତ । ମହିଳା ରୋଗୀଙ୍କ ସ୍ବାମୀ ଓ କିଛି ଯୁବକ, ଡାକ୍ତରଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିଛନ୍ତି । ଡାକ୍ତର ବିଶ୍ବରଞ୍ଜନ ସ୍ବାଇଁ ମେଡିକାଲ କଲେଜ ହସ୍ପିଟାଲରୁ ଓପିଡି ସାରି ହଷ୍ଟେଲକୁ ଫେରୁଥିବା ବେଳେ ଶାନ୍ତିପଡ଼ାରେ…

ପ୍ରଥମ ଟେଷ୍ଟ ଜିତିଲା ଦକ୍ଷିଣ ଆଫ୍ରିକା

ସେଞ୍ଚୁରିଅନଠାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତକୁ ଇନିଂସ ଓ ୩୨ ରନରେ ହରାଇ ଦେଇଛି ଦକ୍ଷିଣ ଆଫ୍ରିକା । ଏହା ସହିତ ଦକ୍ଷିଣ-ଆଫ୍ରିକା ଏହି ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଯାଇଛି । ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଇନିଂସ ଏବଂ ୩୨ ରନ୍‌ରେ ବିଜୟୀ ହୋଇ ପୁଣି ପୁରୁରା…

ପାତାଳି ନଦୀରେ ବୁଡିଲା ଡଙ୍ଗା, ୫ ନିଖୋଜ

କୋରାପୁଟ: ନନ୍ଦପୁର ବ୍ଲକ ପାତାଳି ନଦୀରେ ଡଙ୍ଗା ବୁଡି ୫ ନିଖୋଜ ରହିଥିବା ବେଳେ ଜଣଙ୍କ ମୃତଦେହ ଭାସୁଛି। ନିଖୋଜ ଥିବା ବ୍ୟକ୍ତିମାନେ ହେଲେ ନନ୍ଦପୁର ବ୍ଲକ କୁଲାରସିଂ ପଞ୍ଚାୟତର ତାନସିଂ ଗ୍ରାମର ୩ ମହିଳା ଏବଂ ଦୁଇ ନାବାଳିକା। ୫ ଜଣ ଏକ ଦେଶୀ ଡଙ୍ଗାରେ ବାଡେଲା ଗ୍ରାମକୁ ଏକ ବାହାଘରରେ ଯୋଗ…

ଅଭିନେତା ବିଜୟକାନ୍ତ ଙ୍କ ପରଲୋକ

ଚେନ୍ନାଇ: ଅଭିନେତା ବିଜୟକାନ୍ତ ଙ୍କ ପରଲୋକ । ଅସୁସ୍ଥତା ହେତୁ ଅଭିନେତା  ବିଜୟକାନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ନଭେମ୍ବର ୨୦ ତାରିଖ ଦିନ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶ୍ବାସପ୍ରଶ୍ବାସଜନିତ ସଂକ୍ରମଣ ଯୋଗୁଁ ସେଠାରେ ସେ ଚିକିତ୍ସିତ ହେଉଥିଲେ। ତେବେ…

ପିଲାଙ୍କୁ ଗୁରୁମନ୍ତ୍ର ଦେଲେ 5T ଅଧ୍ୟକ୍ଷ

ଅନୁଗୁଳ: ଅନୁଗୁଳରେ ପିଲାଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଖମାରରେ ଛାତ୍ରଛାତ୍ରୀଙ୍କୁ ଭେଟିବା ଅବସରରେ ଉତ୍କଳମଣି ଗୋପବନ୍ଧୁ ମହାବିଦ୍ୟାଳୟ ସ୍ମାର୍ଟ ହେଉଛି ବୋଲି କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ୫କୋଟି ଅନୁମୋଦନ କରିଛନ୍ତି ବୋଲି ଜଣାଇଛନ୍ତି ।…

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

କୋଭିଡ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକଙ୍କ ପ୍ରତିକ୍ରିୟା। କୋଭିଡ ଟେଷ୍ଟିଙ୍ଗ ବଢିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ରୋଗୀ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ…

ନିର୍ବାଚନ ଲଢ଼ିବେ କି ମାଧୁରୀ?

ନିର୍ବାଚନ ଲଢ଼ିବେ ବଲିଉଡର ଧକଧକ ଗାର୍ଲ ମାଧୁରୀ ଦିକ୍ଷିତ। ନିକଟରେ ଏକ ଜାତୀୟ ଗଣମାଧ୍ୟମର ଟକ ସୋ’ ମାଧୁରୀ ଏବଂ ତାଙ୍କ ସ୍ବାମୀ ଯୋଗ ଦେଇଥିବାବେଳେ ୨୦୨୪ ନିର୍ବାଚନୀ ମଇଦାନରେ ପାଦ ଦେବେ କି ନାହିଁ? ,ଭଳି ପ୍ରଶ୍ନ କରାଯାଇଥିଲା । ଯାହାର ଉତ୍ତରରେ ସିଧାସଳଖ ମନା କରିଛନ୍ତି ମାଧୁରୀ । ସେ…

ଟି-୨୦ ସିରିଜ ପାଇଁ ଭାରତୀୟ ଟିମ୍

ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ଖେଳିବ ଭାରତ। ୩ ମ୍ୟାଚ ବିଶିଷ୍ଟ ଏହି ସିରିଜ ଖେଳାଯିବାକୁ ଥିବାବେଳେ ଭାରତୀୟ ଦଳ କେବେ ଘୋଷଣା ହେବ ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ତେବେ ଦଳରେ କେଉଁମାନେ ସ୍ଥାନ ପାଇବେ ତାହା ବେଶ ଗୁରୁତ୍ବବହନ କରୁଛି । ୨୦୨୪ରେ ଟି-୨୦ ବିଶ୍ବକପ ଅନୁଷ୍ଠିତ…

ସାବଧାନ! ବାସି ଭାତ ଖାଉଥିଲେ

ବାସି ଖାଇବା ଦ୍ୱାରା ପେଟ ଏବଂ ହଜମ ସମସ୍ୟା ହୋଇପାରେ। ବାସ୍ତବରେ, ଜୀବାଣୁ ବାସି ଭାତରେ ବହୁତ ବୃଦ୍ଧି କରନ୍ତି, ଯାହା ପେଟ ସଂକ୍ରମଣର କାରଣ ହୋଇପାରେ। ଏହା ବ୍ୟତୀତ ପେଟ ଯନ୍ତ୍ରଣା, ଝାଡ଼ା, ବାନ୍ତି ଭଳି ସମସ୍ୟା ମଧ୍ୟ ହୋଇପାରେ। ଏହା ହୃଦଘାତର କାରଣ ହୋଇଥାଏ । ଇଣ୍ଡିପେଣ୍ଡେନ୍ସର ରିପୋର୍ଟ…