ଶୀତଦିନେ ପିଅନ୍ତୁ ଗାଜର ଜୁସ

ଗାଜର ସାଧାରଣତଃ ସ୍ୱାସ୍ଥ୍ୟ ପାଇଁ ବେଶ୍ ହିତକର ହୋଇଥାଏ । ତେଣୁ ଡାକ୍ତର ମଧ୍ୟ ସକାଳୁ ଗାଜର ଖାଇବାକୁ ପରାମର୍ଶ ଦେଇଥାନ୍ତି । ହେଲେ କଞ୍ଚା ଗାଜର ଖାଇବା ଠାରୁ ଗାଜର ଜୁସ୍ ଅଧିକ ଲାଭଦାୟକ ହୋଇଥାଏ । ଖାସ୍ କରି ଶୀତଦିନେ ଗାଜର ଜୁସ୍ ପିଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଭଲ ହୋଇଥାଏ । ଗାଜର…

ସାବଧାନ!ChatGPT ବ୍ୟବହାର କରୁଥିଲେ

ଆପଣ ChatGPT ବ୍ୟବହାର କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଆପଣ ଯେଉଁ ଇ-ମେଲ୍ IDରେ ଚାଟ୍ ଜିପିଟି ବ୍ୟବହାର କରୁଛନ୍ତି ତାହା ବର୍ତ୍ତମାନ ହ୍ୟାକର୍ସମାନଙ୍କ ଟାର୍ଗେଟରେ ରହିଛି । ଇଣ୍ଡିଆନା ୟୁନିଭର୍ସିଟି ବ୍ଲୁମିଙ୍ଗଟନ୍‌ର ଏକ ଅନୁସନ୍ଧାନକାରୀ ଟିମ୍‌ ChatGPTର ସବୁଠାରୁ…

ବଢୁଛି କୁହୁଡ଼ି

ସବୁଠି ଘନ କୁହୁଡ଼ିର ଆସ୍ତରଣ । ଫଳରେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଲୋକମାନେ ଗାଡ଼ି ଲାଇଟ ଜଳାଇ ଯିବାଆସିବା କରୁଛନ୍ତି । ଘନ କୁହୁଡି ସମୟରେ ଭିଜିବିଲିଟି ୫୦ ମିଟରରୁ କମ ରହୁଛି । ଘନ କୁହୁଡ଼ି ପାଇଁ ୧୭ରୁ ଅଧିକ ସ୍ଥାନରେ ୟେଲୋ ଆଲର୍ଟ ଜାରି କରାଯାଇଛି ।ଆସନ୍ତା ୬ ଦିନ ପର୍ଯ୍ୟନ୍ତ…

ଆସାମରେ ଭୂକମ୍ପ ଝଟକା

ସକାଳୁ ଆସାମର ତେଜପୁର ଜିଲ୍ଲାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ରିପୋର୍ଟ ଅନୁଯାୟୀ ସକାଳ ୫ଟା ୫୩ ମିନିଟରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା ଯାହାର ରିକ୍ଟର ସ୍କେଲରେ ତୀବ୍ରତା ୩.୪ ରେକର୍ଡ଼ କରାଯାଇଥିବା ବେଳେ ଭୂପୃଷ୍ଠରୁ ଗଭୀରତା ୨୦ କିମି ରହିଥିବା…

ଭାଇଜାନଙ୍କ ଜନ୍ମଦିନ

ଭାଇଜାନ ଅର୍ଥାତ ସଲମାନ ଖାନଙ୍କ ଜନ୍ମଦିନ । ନିଜ ଜନ୍ମଦିନକୁ ଖୁବ ଧୁମଧାମରେ ପାଳନ କରୁଛନ୍ତି ଭାଇଜାନ । ତେବେ ନିଜ ପ୍ରିୟ ତାରକାଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବାକୁ ଗତକାଲି ରାତିରେ ତାଙ୍କ ଘର ସାମ୍ନାରେ ପହଞ୍ଚିଥିଲେ ତାଙ୍କ ପ୍ରଶଂସକ । ଭୋର ୩ଟା ବେଳଠାରୁ ହିଁ ତାଙ୍କ ପ୍ରଶଂସକମାନେ…

ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ନିଯୁକ୍ତି ସୁଯୋଗ

କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ପ୍ରାର୍ଥୀଙ୍କୁ ଆୟକର ବିଭାଗରେ ଟ୍ୟାକ୍ସ ଆସିଷ୍ଟାଣ୍ଟ, ଏମଟିଏସ, ଷ୍ଟେନୋଗ୍ରାଫର, ଇନ୍ସପେକ୍ଟର, କ୍ୟାଣ୍ଟିନ ଆଟେଣ୍ଡାଣ୍ଟ ଆଦି ବିଭିନ୍ନ ପ୍ରକାରର ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା…

ଗଭର୍ଣ୍ଣର କାହିଁକି ପାଆନ୍ତି ନାହିଁ ପେନସନ୍?

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଗଭର୍ଣ୍ଣର ରଘୁରାମ ରାଜନ ପ୍ରକାଶ କରିଛନ୍ତି ଯେ, ଗଭର୍ଣ୍ଣର ଭାବରେ ତାଙ୍କର ଦରମା ମାତ୍ର ୪ ଲକ୍ଷ ଟଙ୍କା । ଏଥିସହ ସେ କହିଛନ୍ତି ଯେ ଆରବିଆଇ ଗଭର୍ଣ୍ଣରଙ୍କୁ ବର୍ତ୍ତମାନ କେତେ ଦରମା ମିଳୁଛି, ସେ ବିଷୟରେ ସୂଚନା ନାହିଁ । କିନ୍ତୁ ଯେତେବେଳେ ସେ…

ଡିସେମ୍ବର ୨୮ ଏବଂ ୨୯ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବଙ୍କ ତୃତୀୟ ଜାତୀୟ ସମ୍ମିଳନୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଡିସେମ୍ବର ୨୮ ଏବଂ ୨୯, ୨୦୨୩ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବମାନଙ୍କର ତୃତୀୟ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ସମବାୟ ସଂଘୀୟତାର ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣରୁ ପ୍ରେରିତ ହୋଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…

ମାଲକାନଗିରିରୁ ଉଡ଼ିବ ବିମାନ

ଭୁବନେଶ୍ବର: ମାଲକାନଗିରିରୁ ଉଡ଼ିବ ବିମାନ  । ଉପାନ୍ତ ଜିଲ୍ଲା ମାଲକାନଗିରିରୁ  ବିମାନ ଉଡିବାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଆସନ୍ତା ଜାନୁଆରୀ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ ବୋଲି ଜଣାପଡିଛି । ଯାତ୍ରୀବାହୀ ବିମାନ ସେବା…

ଆଜିଠୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ଆଜିଠୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ  । ଏନେଇ ଭିଡ଼ ଜମାଇଛନ୍ତି ପର୍ଯ୍ୟଟକ । ସ୍ଥାନୀୟ ଲୋକଙ୍କ ମଧ୍ୟରେ ମଧ୍ୟ ଖୁସି ଭରିଛି। ଆଜିଠୁ ପୁଣି ଖୋଲିବ ଶିମିଳିପାଳ ଅଭୟାରଣ୍ୟ।  ଦୀର୍ଘ ମାସେ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ପୂର୍ବରୁ କିଛି ସମସ୍ୟା ନେଇ…