ପଦ୍ମଶ୍ରୀ ପୁରସ୍କାର ଫେରାଇବାକୁ ନିଷ୍ପତ୍ତି ନେଲେ ପୁନିଆ

ନୂଆଦିଲ୍ଲୀ: ପଦ୍ମଶ୍ରୀ ପୁରସ୍କାର ଫେରାଇବାକୁ ନିଷ୍ପତ୍ତି ନେଲେ ପୁନିଆ । ଭାରତୀୟ କୁସ୍ତି ସଂଘ (ଡବଲ୍ୟୁଏଫ୍‌ଆଇ)ର ନିର୍ବାଚନ ପରେ ପଦ୍ମଶ୍ରୀ ପୁରସ୍କାର ଫେରସ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ | ବଜରଙ୍ଗ ପୁନିଆ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଲେଖିଥିବା…

ଟିକସ ବଂଟନ ଅତିରିକ୍ତ କିସ୍ତି ବାବଦରେ ଓଡିଶାକୁ ୩୩୦୩. ୬୯ କୋଟି ଟଙ୍କା

ଜ୍ୟ ଗୁଡ଼ିକୁ ଟିକସ ବଂଟନ ଅତିରିକ୍ତ କିସ୍ତି ବାବଦରେ କେନ୍ଦ୍ର ସରକାର ୭୨,୯୬୧.୨୧ କୋଟି ଟଙ୍କା ପ୍ରଦାନ କରିଛନ୍ତି । ଆଜି ପ୍ରଦାନ କରାଯାଇଥିବା କିସ୍ତି ୧୦ ଜାନୁଆରୀ ୨୦୨୪ରେ ରାଜ୍ୟ ମାନଙ୍କୁ ବକେୟା ଟିକସ ବଣ୍ଟନ ଏବଂ ୧୧ ଡିସେମ୍ବର ୨୦୨୩ରେ ପ୍ରଦାନ କରାଯାଇଥିବା ୭୨,୯୬୧.୨୧ କୋଟି ଟଙ୍କାର…

ଆଜିର ରାଶିଫଳ

ମେଷ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗକୁ ଢଳି ରହିବ। କୌଣସି ପାଖଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିବେ। ଭଲ ଉଦ୍ୟୋଗରୁ ସାକ୍ଷାତକାର ପାଇଁ ଖବର ଆସିବ। ବୃଷ: ଅଫିସରେ ଅଧିକ ସମୟ କାମ କରନ୍ତୁ, ଅଧୁରା କାମ ପୂରା ହୋଇଯିବ। ଦାମ୍ପତ୍ୟ ଜୀବନରେ ଭଲ ବୁଝାମଣା ରହିବ। ଭାବିଚିନ୍ତି ଖର୍ଚ୍ଚ…

ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

କଟକ : ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ  ରୋକ୍ ଲଗାଇଛନ୍ତି। ତେବେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପ୍ରକ୍ରିୟା ଜାରି ରଖିପାରିବେ ବୋଲି ହାଇକୋର୍ଟ କହିଛନ୍ତି। ହାଇକୋର୍ଟଙ୍କ ଚୂଡ଼ାନ୍ତ ରାୟ ପରେ ହିଁ ରାଜ୍ୟ ସରକାର ନୂଆ ଜିଲ୍ଲା ଘୋଷଣା…

ଗଣତନ୍ତ୍ର ଦିବସରେ ଭାରତର ଅତିଥି ହେବେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍‌

ଆସନ୍ତା ୨୦୨୪ର ଗଣତନ୍ତ୍ର ଦିବସ ଉତ୍ସବରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଠାଇଥିବା ନିମନ୍ତ୍ରଣକୁ ସେ ଗ୍ରହଣ କରିଥିବା ଜଣାପଡ଼ିଛି। ଏହାପୂର୍ବରୁ କେନ୍ଦ୍ର ସରକାର ଆମେରିକାର ରାଷ୍ଟ୍ରପତି ଜୋ…

ସାଂସଦମାନଙ୍କ ନିଲମ୍ବନକୁ ନେଇ ବର୍ଷିଲେ ମଲ୍ଲିକାର୍ଜୁନ ଖଡଗେ

ଶୀତ ଅଧିବେସନରେ ୧୪୬ ଜଣ ସାଂସଦଙ୍କ ନିଲମ୍ବନକୁ ବିରୋଧ କରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ, ଯେତେବେଳେ ଭଲ ଆଇନ ଆସେ ସେତେବେଳେ ଆମେ ସମର୍ଥନ କରିଥାଉ । ହେଲେ ସରକାର ଯାହା କରୁଛନ୍ତି ତାହା ଭଲ ନୁହେଁ । ସେ ବିଜେପି ଏବଂ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ।…

ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ : ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୁକ୍ରବାର ଯୋରନ୍ଦାଠାରେ ଏହି…

ରଜୌରୀ ଆତଙ୍କୀ ହାମ୍‌ଲା: ୫ଯବାନ ସହିଦ୍

ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲାରେ ଥିବ‌ା ରଜୌରୀରେ ଆତଙ୍କବାଦୀମାନେ ସେନାର ଏକ ଟ୍ରକ୍‌ ଉପରେ ଅତର୍କିତ ଆକ୍ରମଣ କରିଥିଲେ।  ଆକ୍ରମଣରେ ଏପର୍ଯ୍ୟନ୍ତ ୫ଜଣ ଯବାନ ସହିଦ ହୋଇଛନ୍ତି। ସେନା ପକ୍ଷରୁ କୁହାଯାଇଛି ଯେ ରଜୌରୀ ସେକ୍ଟରର ଥାନାମଣ୍ଡି ଅଞ୍ଚଳରେ ଆତଙ୍କବାଦୀମାନେ ଏକ ପାହାଡ଼ ନିକଟରେ…

ଗଳା ଯନ୍ତ୍ରଣା ହେବା ସହ କାଶ ହେଉଛି କି ?

ପ୍ରବଳ ଶୀତ ପଡିଛି । ତେବେ ଏହି ସମୟରେ ପ୍ରାୟତଃ ଲୋକମାନେ ଅନେକ ଭାଇରାଲ ରୋଗର ସମ୍ମୁଖୀନ ହେଉଛନ୍ତି । ଏହି ସମୟରେ ଅଧିକାଂଶ ଲୋକଙ୍କର ସକାଳେ ଗଳା ଯନ୍ତ୍ରଣା ହେବା ସହ ନାକ ମଧ୍ୟ ବନ୍ଦ ହୋଇଯାଏ । ବେଳେବେଳେ ଏହି ସମସ୍ୟା ଏତେ ବଢିଯାଏ ଯେ ଗଳା ଯନ୍ତ୍ରଣା ହେତୁ ଲୋକମାନଙ୍କର ବାରମ୍ବାର କାଶ…

ନୂଆ ଫିଲ୍ମ ନେଇ ଆସୁଛନ୍ତି କିଙ୍ଗ୍‌ ଖାନ୍‌

ବଲିଉଡ ସୁପରଷ୍ଟାର ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଡଙ୍କି’ ଡିସେମ୍ବର ୨୧ ତଥା ଗତ କାଲି ସିନେମା ହଲ୍‌ରେ ରିଲିଜ୍‌ ହୋଇଛି । ଏହି ଫିଲ୍ମକୁ ନେଇ ଫ୍ୟାନ୍ସ ବହୁତ ପ୍ରଶଂସା କରିଛନ୍ତି । ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରୁ ଦର୍ଶକଙ୍କ ଆଶା ବହୁତ ଅଧିକ ଥିଲା ଏବଂ…