ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ଆଗରେ ବସୁନ୍ଧରା

ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ଆଗରେ ବସୁନ୍ଧରା ରାଜେ ରହିଛନ୍ତି । ତାଙ୍କ ସମର୍ଥକମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରୁଛନ୍ତି ।  ରାଜସ୍ଥାନ ନିର୍ବାଚନ ଫଳ ଘୋଷଣାକୁ ଇତିମଧ୍ୟରେ ତିନି ଦିନ ବିତିଲାଣି ।  କିନ୍ତୁ ମୁଖ୍ୟମନ୍ତ୍ରୀ ଚୌକିରେ କିଏ ବସିବ ତାହା…

ବାଲିଯାତ୍ରାରେ ୧୦୦ କୋଟିର ବେପାର

କଟକ:  କଟକ ବାଲିଯାତ୍ରାରେ ଏଥର ଭଲ ବେପାର ହୋଇଛି । ବାଲିଯାତ୍ରା  ଶେଷ ହେବା ପରେ ଚଳିତ ବର୍ଷ ବାଲିଯାତ୍ରାରେ ବ୍ୟବସାୟ ପୂର୍ବର ସବୁ ରେକର୍ଡକୁ ଟପିଯାଇଥିବା ଜଣାପଡିଛି। ଲୋକ ବିଭିନ୍ନ ଷ୍ଟଲରୁ ଛୋଟବଡ଼ ସାମଗ୍ରୀ ଏକପ୍ରକାର ବୋହି ନେଇଛନ୍ତି।  ବାଲିଯାତ୍ରାରେ ଅନେକ ଷ୍ଟଲର ସବୁ ସାମଗ୍ରୀ…

ମୁଖ୍ୟମନ୍ତ୍ରୀ ମକା ମିଶନର ସମୀକ୍ଷା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମକା ମିଶନର ସମୀକ୍ଷା କଲେ 5T ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନ  । ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିଛନ୍ତି ଫାଇଭ-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ମିଶନର ପ୍ରଥମ ବର୍ଷରେ ୨୦ ହଜାର ମେଟ୍ରିକ ଟନ୍ ମକା…

ନୀତା ଅମ୍ବାନୀଙ୍କୁ ସ୍ପୋର୍ଟ୍ସ ଲିଡର-ଅଫ୍‌-ଦି-ଇୟର ପୁରସ୍କାର

ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଭାରତରେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର (ମହିଳା) ପୁରସ୍କାର ମିଳିଛି।  ନୂଆଦିଲ୍ଲୀରେ ଅନୁଷ୍ଠିତ ସିଆଇଆଇ ସ୍କୋରକାର୍ଡ଼ ୨୦୨୩ କାର୍ଯ୍ୟକ୍ରମରେ ତାଙ୍କୁ…

ଆଜିର ରାଶିଫଳ

ମେଷ: ଆପଣଙ୍କର ମନ ଭଲ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଅଫିସରେ ସହକର୍ମୀ ଆପଣଙ୍କ କାମର ପ୍ରଶଂସା କରିବେ। ଖେଳାଳିମାନଙ୍କ ଲାଗି ଦିନଟି ଭଲ। ବୃଷ: ଆପଣ ଆତ୍ମବିଶ୍ବାସରେ ପରିପୂର୍ଣ୍ଣ ରହିବେ। କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଲାଗି ସୁଯୋଗ ପାଇବେ। ପରିବାର ଲୋକଙ୍କ ସହିତ ସମ୍ବନ୍ଧ…

୧୦ ପ୍ରସ୍ତାବରେ ମୋହର ମାରିଲା ରାଜ୍ୟ କ୍ୟାବିନେଟ

ଭୁବନେଶ୍ବର: ଓଡ଼ିଶା ଜିଲ୍ଲା ଦେଓ୍ବାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ ହେବ। ମୋଟ୍ ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଂଜୁରୀ ମିଳିଛି । ଗୋପାଳପୁରରେ ହେବ ଶିଳ୍ପ କରିଡର। ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା…

ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ହେବେ କଂଗ୍ରେସ ପ୍ରଦେଶ ମୁଖ୍ୟ ରେବନ୍ତ ରେଡ୍ଡୀ

ହାଇଦ୍ରାବାଦ: ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ହେବେ କଂଗ୍ରେସ ପ୍ରଦେଶ ମୁଖ୍ୟ ରେବନ୍ତ ରେଡ୍ଡୀ । ଏନେଇ ଦଳ ନିଷ୍ପତ୍ତି ନେଇଛି ।  ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ରେବନ୍ତଙ୍କ ନାଁରେ ମୋହର ମାରିଛନ୍ତି । ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧି, ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ…

ବିବାହ କରିପାରିବେନି ବିଜୟ ଶଙ୍କର

ଭୁବନେଶ୍ବର:ବିବାହ କରିପାରିବେନି ବିଜୟ ଶଙ୍କର ।  ବିଧାୟକ ବିଜୟ ଶଙ୍କର ଦାସ ବିବାହ ବିବାଦ ମାମଲା ଆହୁରି ଜଟିଳ ହୋଇପଡ଼ିଛି। ପ୍ରତ୍ୟୁଷାଙ୍କୁ ବିଜୟ ଶଙ୍କର ଏବେ ବିବାହ କରିପାରିବେ ନାହିଁ। ମଙ୍ଗଳବାର କଟକ ବିବାହ ପଞ୍ଜିକରଣ ଅଧିକାରୀ ବିଜୟ ଶଙ୍କରଙ୍କ ବିବାହ ଆବେଦନ ଖାରଜ କରିଛନ୍ତି। ବିବାହ…

ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ଅଧ୍ୟକ୍ଷଙ୍କୁ ଗୁଳିମାରି ହତ୍ୟା

ଜୟପୁର:ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ଅଧ୍ୟକ୍ଷଙ୍କୁ ଗୁଳିମାରି ହତ୍ୟା କରାଯାଇଛି । ସିସିଟିଭିରେ କଏଦ ହୋଇଛି ତାଙ୍କ ହତ୍ୟା ବେଳର ଦୃଶ୍ୟ। ନିର୍ବାଚନ ପରେ ଏପରି ହିଂସାକୁ ନେଇ ରାଜନୀତି ଜୋର ଧରିଛି ।  ଏଥିରେ ସ୍ପଷ୍ଟ ଦେଖିବାକୁ ମିଳୁଛି ତିନି ଅଜଣା ଲୋକ ସୁଖଦେବ ସିଂ ଗୋଗାମେଡିଙ୍କ ସହ…

ପୋଢ଼ୁଆଁ ହେବେ ମହାପ୍ରଭୁ

ମାର୍ଗଶୀର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ପରିବାରର ଜ୍ୟେଷ୍ଠ ସନ୍ତାନର ଦୀର୍ଘାୟୁ କାମନା କରି ଷଷ୍ଠୀ ଦେବୀଙ୍କର ପୂଜା କରାଯିବ । ଘରେ ଘରେ ଏଣ୍ଡୁରି ପିଠା ଓ ଆରିସା ପିଠା କରି ଷଷ୍ଠୀ ଦେବୀଙ୍କ ନିକଟରେ ସମର୍ପଣ କରି ପୋଢୁଆଁଙ୍କର ଶୁଭ ମନାସାଯିବ । ସେପେଟ…