ଗମ୍ଭୀର ରୋଗକୁ ନେଇ ସଂଘର୍ଷ କରୁଛନ୍ତି ବଡ଼ ବଡ଼ ସେଲିବ୍ରିଟି

ବଲିଉଡ ଷ୍ଟାରମାନେ ସେମାନଙ୍କ ଆକ୍ଟିଙ୍ଗର ଯାଦୁ ଦେଖାଇ ଫ୍ୟାନ୍ସଙ୍କ ହୃଦୟ ଜିତନ୍ତି । କିନ୍ତୁ ସେମାନଙ୍କୁ ଦେଖିଲେ ଲାଗେନି ଯେ ସେମାନେ ବି ଅନେକ ସମସ୍ୟାର ଶିକାର ହୋଇଥିବେ । ଦର୍ଶକଙ୍କୁ ଆକର୍ଷିତ କରିବା ପାଇଁ ତାଙ୍କ ମୁହଁରେ ସବୁବେଳେ ହସ ଥାଏ । କିନ୍ତୁ ଆପଣ ଜାଣିଛନ୍ତି କି ବଲିଉଡ…

୨ଟି SUV ଭାରିଆଣ୍ଟରେ ମିଳୁଛି ଦମଦାର ଡିସକାଉଣ୍ଟ

ଭାରତରେ କାରର ଚାହିଦା ବଢ଼ୁଥିବାରୁ ଅନେକ ନୂଆ କାର ଲଞ୍ଚ ହେଉଛି । ସେହିପରି ଅନେକ କାରରେ ଡିସକାଉଣ୍ଟ ମଧ୍ୟ ଦିଆଯାଉଛି । ଯାହା ଦ୍ୱାରା କାର ପ୍ରେମୀମାନେ କାର କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ତେବେ ଏହାକୁ ନଜରରେ ରଖି ଦୁଇଟି କମ୍ପାନୀ ନିଜ ନିଜ କାରରେ ଡିସକାଉଣ୍ଟ ଦେଉଛନ୍ତି । ୨୦୨୩…

ରାଘବଙ୍କ ନିଲମ୍ବନ ପ୍ରତ୍ୟାହାର କଲେ ରାଜ୍ୟସଭା ଅଧ୍ୟକ୍ଷ

ଆମ୍ ଆଦମୀ ପାର୍ଟି ସାଂସଦ ରାଘବ ଚଢ଼ାଙ୍କ ନିଲମ୍ବନକୁ ପ୍ରତ୍ୟାହାର କଲେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖର। ୧୧୫ଦିନ ପରେ  ରାଘବଙ୍କ ନିଲମ୍ବନ ପ୍ରତ୍ୟାହାର କରାଯାଇଛି।ଆପ୍‌ ସାଂସଦ ରାଘବ ଚଢ଼ାଙ୍କୁ ରାଜ୍ୟସଭାରୁ ଗତ ଅଗଷ୍ଟ ୧୧ ତାରିଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ନିଲମ୍ବିତ କରାଯାଇଥିଲା।…

ଅର୍ଚ୍ଚନା ନାଗଙ୍କୁ ଆଶ୍ୱସ୍ତି : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ୍

ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ପକ୍ଷରୁ ମିଳିଛି ଜାମିନ୍ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ମିଳିସାରିଛି । ସମସ୍ତ ୩ଟି ମାମମଲାରେ ଜାମିନ୍ ମିଳିଥିବାରୁ ଖୁବଶୀଘ୍ର ଅର୍ଚ୍ଚନା ନାଗ ଜେଲକୁ ମୁକୁଳିପାରନ୍ତି । ପୂର୍ବରୁ ନୟାପଲ୍ଲୀ ଥାନା ମାମଲା ଓ ଖଣ୍ଡଗିରି ଥାନା ମାମଲାରେ…

ଆଜି ସରୁଛି ବାଲିଯାତ୍ରା

ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ୮ ଦିନିଆ ମହାମେଳାର ଆଜି ଶେଷଦିନ। ଆଜି ଶେଷଦିନରେ ବାଲିଯାତ୍ରାରେ ଅସମ୍ଭବ ଭିଡ଼ ହେବାର ଆଶଙ୍କା ରହିଛି । ଗତ ଦୁଇଦିନ ହେଲା ବାଲିଯାତ୍ରାରେ ଜନସମୁଦ୍ର ପରିସ୍ଥିତି ସୃଷ୍ଟି ହେଉଛି । ଉପର ଓ ତଳ ବାଲିଯାତ୍ରା ପଡିଆରେ ଲୋକଙ୍କର ଖଚାଖଚ ଭିଡ଼ ଲାଗୁଛି ।…

ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ  ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ୫ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ମଧ୍ୟାନ୍ନ ଧୂପ ଉଠିବାପରେ ଦଇତାପତିମାନେ…

ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ

ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ । ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରୁଥିବାବେଳେ ଭାଜପା ମଧ୍ୟ ତିନୋଟି ରାଜ୍ୟରେ ଜିତିବା ପରେ କଂଗ୍ରେସ ଉପରେ ଆକ୍ରମଣକାରୀ ଆଭିମୁଖ୍ୟ ଗ୍ରହଣ କରିପାରିବ। ଆଜି ପାର୍ଲାମେଣ୍ଟର ଅଧିବେଶନ ସମୟରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ…

ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳ

ମିଜୋରାମ ବିଧାନସଭା ନିର୍ବାଚନ ଭୋଟ୍‌ ଗଣନା ଚାଲିଥିବା ବ‌େଳେ ପ୍ରାପ୍ତ ସଦ୍ୟତମ ସୂଚନା ଅନୁସାରେ, ସମୁଦାୟ ୪୦ଟି ଆସନରୁ ‘ଜୋରାମ୍‌ ପିପୁଲ୍‌ସ୍‌ ‌ମୁଭ୍‌ମେଣ୍ଟ୍‌’ (ଜେଡ୍‌ପିଏମ୍‌) ସଂଖ୍ୟାଗରିଷ୍ଠ ସୀମା ଅତିକ୍ରମ କରି ୨୧ଟି ଆସନରେ ବିଜୟୀ ହୋଇଛି ବୋଲି ଗଣମାଧ୍ୟମ ରିପୋର୍ଟରୁ…

ପୋଢୁଆଁ ହେବେ ମହାପ୍ରଭୁ ଜଗନ୍ନାଥ

ମାର୍ଗଶୀର ଅଷ୍ଟମୀ ତିଥିରେ ଶ୍ରୀଜଗନ୍ନାଥଙ୍କ ପୋଢୁଆଁ । ପ୍ରଥମାଷ୍ଟମୀ ପୂର୍ବଦିନ ଅର୍ଥାତ ସୋମବାର ସପ୍ତମୀ ତିଥିରେ ଠାକୁରଙ୍କ ମାମୁଁ ଘର ଶ୍ରୀମାଧବଙ୍କ ପୀଠରୁ ଶ୍ରୀକ୍ଷେତ୍ରକୁ ପୋଢୁଆଁ ଭାର ଯାତ୍ରା ବାହାରିଛି । ଶ୍ରୀଜିଉଙ୍କ ପାଇଁ ପାଟବସ୍ତ୍ର ଓ ଅନ୍ୟାନ୍ୟ ପୋଢୁଆଁ ସାମଗ୍ରୀ ପଠାଯାଉଛି ।…