ପ୍ରତି ପଞ୍ଚାୟତରେ ଖୋଲିବ ଆମ ବ୍ୟାଙ୍କ

ଭୁବନେଶ୍ବର:   ପ୍ରତି ଗ୍ରାମପଞ୍ଚାୟତରେ ବ୍ୟାଙ୍କିଂ ସେବା ଯୋଗାଇ ଦେବାକୁ ଆଜି ଐତିହାସିକ ଆମ ବ୍ୟାଙ୍କ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଅର୍ଥ ଓ ପଞ୍ଚାୟତିରାଜ ବିଭାଗର ଉଦ୍ୟମରେ ଆମ ବ୍ୟାଙ୍କ ସେବା ମିଳିବ । ବ୍ୟାଙ୍କ ନଥିବା ୪ ହଜାର ୩୭୩…

ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ

ପୁରୀ: ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ ହୋଇଛି। ପ୍ରଥମେ ରତ୍ନଭଣ୍ଡାରର ବାହାର ପାର୍ଶ୍ବ କାନ୍ଥର ଲେଜର୍‌ ସ୍କାନିଂ ହେବ। ଆବଶ୍ୟକ ପଡ଼ିଲେ, ରତ୍ନଭଣ୍ଡାର ଭିତରପାର୍ଶ୍ବ କାନ୍ଥର ଲେଜର୍‌ ସ୍କାନିଂ ହେବ। ଏଥିସହ ଶ୍ରୀମନ୍ଦିର ପାର୍ଶ୍ବ ଦେବବେଦୀ ମନ୍ଦିର…

ଶୀତଦିନରେ ଗରମ ପାଣିରେ ଗାଧୋଇବା ଉଚିତ୍ କି ଥଣ୍ଡା ପାଣିରେ ?

ଶୀତଋତୁ ଆରମ୍ଭ ହୋଇସାରିଛି। ଏବଂ ତାପମାତ୍ରା କ୍ରମାଗତ ଭାବରେ ହ୍ରାସ ପାଇବାରେ ଲାଗିଛି । ଶୀତଦିନରେ ଅଧିକାଂଶ ଲୋକ ଗାଧୋଇବା ପାଇଁ ଗରମ ପାଣିର ବ୍ୟବହାର କରିଥାନ୍ତି। ଆଉ କିଛି ଲୋକ ଥଣ୍ଡା ପାଣିରେ ଗାଧୋଇବାକୁ ପସନ୍ଦ କରିଥାନ୍ତି। ତେବେ ପ୍ରଶ୍ନ ଉଠୁଛି କି, ଶୀତ ଦିନରେ କେଉଁ ପାଣିରେ…

 ବଢାଇଲା ଏଫ୍‌ଡି ଉପରେ ସୁଧହାର

ୟେସ୍ ବ୍ୟାଙ୍କ ଏହାର ଗ୍ରାହକଙ୍କୁ ଦେଇଛି ବଡ ଉପହାର । ବ୍ୟାଙ୍କ ଏଫ୍‌ଡି ଉପରେ ସୁଧହାର ବୃଦ୍ଧି କରିଛି । ବ୍ୟାଙ୍କ ୨ କୋଟିରୁ କମ୍ ଏଫ୍‌ଡି ଉପରେ ସୁଧହାର ବୃଦ୍ଧି କରିଛି । ବ୍ୟାଙ୍କ ୭ ଦିନରୁ ଆରମ୍ଭ କରି ୧୦ ବର୍ଷ ମଧ୍ୟରେ ମାଚ୍ୟୁର ହେଉଥିବା ଏଫ୍‌ଡି ଉପରେ ସୁଧହାର ବୃଦ୍ଧି କରି ଏହାକୁ…