ଟନେଲରେ ଫସିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟରେ ବାଧା: ଉଦ୍ଧାର କାର୍ଯ୍ୟ ବିଳମ୍ଭ ହେବ
ଉତ୍ତରକାଶୀ ଟନେଲରେ ଫସିଥିବା ଶ୍ରମିକଙ୍କ ଉଦ୍ଧାରକାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି । ଅଗର ମେସିନର ବ୍ଲେଡ ଭାଙ୍ଗିଯିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛିଟନେଲ ଭିତରେ ଥିବା ସବୁ ଶ୍ରମିକ ସୁସ୍ଥ ଥିଲେ ମଧ୍ୟ ମେସିନ ଖରାପ ହୋଇଯିବାରୁ ସେମାନଙ୍କୁ ଉଦ୍ଧାର କରାଯାଇପାରିନାହିଁ । …