Trending
- ଫାୟାର ଷ୍ଟେସନ ଓଭରବ୍ରିଜରେ ୩ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍, ୩ ମୃତ
- ଓଡ଼ିଶାରେ ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ
- ଦୀର୍ଘ ଦିନର ବିରତି ପରେ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ
- ଚଳଚଞ୍ଚଳ ରଥଖଳା,ଭଉଁରୀ ଉତ୍ସବରେ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ
- ଚୁପଚାପ ଏକ୍ସ ବାୟୋ ବଦଳାଇଲେ ମମତା
- ବାଲିଅନ୍ତା ଭିଡ଼ ହତ୍ୟା , ଗିରଫଦାରୀ ସଂଖ୍ୟା ୧୧କୁ ବୃଦ୍ଧି
- ବାଲିଅନ୍ତା ଭିଡ଼ ହିଂସା ଘଟଣାରେ ମୁହଁ ଖୋଲିଲେ ସୌମ୍ୟଙ୍କ ସାଙ୍ଗ ଓମ୍,ପୋଲିସ ଆଗରେ ୪୫ ମିନିଟ ଧରି ଲୋକେ ପିଟିଥିଲେ
- ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
- CDS ଭାବେ ନିଯୁକ୍ତ ହେଲେ ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି
- ଆକାଶରେ ହଠାତ ଦେଖାଗଲା ଉଜ୍ବଳ ଆଲୋକ ,କିଛି ସମୟ ପରେ ପୁଣି କେଉଁଆଡ଼େ ଉଭାନ ହୋଇଯାଇଥିଲା
ଯୁଦ୍ଧକୁ ୪୧ ଦିନ; ଆତଙ୍କବାଦୀଙ୍କୁ ଦମନ କରୁଛି ଇସ୍ରାଏଲ ସେନା
ଆତଙ୍କବାଦୀଙ୍କୁ ଦମନ କରୁଛି ଇସ୍ରାଏଲ ସେନା । ହମାସ ଆତଙ୍କବାଦୀମାନେ ସ୍କୁଲ, ହସପିଟାଲ, ଧାର୍ମିକ ସ୍ଥଳର କୋଠା ଭିତରେ ସେମାନଙ୍କ ଅସ୍ତ୍ରଶସ୍ତ୍ର ଲୁଚାଇ ରଖିଥିବା ଦାବି କରିଛି ଇସ୍ରାଏଲ ସେନା । ଏନେଇ ଭିଡିଓ ମଧ୍ୟ ସେୟାର କରୁଛି ଇସ୍ରାଏଲ ସେନା । ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧକୁ ୪୧ ଦିନ…
ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଫାଇନାଲ ମ୍ୟାଚ୍ ଦେଖିବେ ପ୍ରଧାନମନ୍ତ୍ରୀ ମୋଦୀ!
ଅହମଦାବାଦ : ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୨୦୨୩ ଆଇସିସି ବିଶ୍ୱକପ ଫାଇନାଲ ମ୍ୟାଚ୍ ଖେଳାଯିବ। ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ହେବାକୁ ଥିବା ଏହି ମ୍ୟାଚ ଦେଖିବାକୁ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମୋଦୀଙ୍କ ସହ…
ଶ୍ରମିକଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି
ଉତ୍ତରାଖଣ୍ଡ: ଉତ୍ତରକାଶୀର ସିଲକ୍ୟାରା ଟନେଲ ଦୁର୍ଘଟଣାର ଶୁକ୍ରବାର ଥିଲା ଷଷ୍ଠ ଦିନ। ଟନେଲରେ ଫସି ରହିଥିବା ୪୦ଜଣ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି। କିନ୍ତୁ ଏହା ଭିତରେ ଉଦ୍ଧାର କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ଦ୍ୱିତୀୟ ଆଗର୍ ମେଶିନ ସହିତ…
ଆଜିଠୁ ନନ୍ଦନକାନନରେ ରୋପ୍-ୱେର ମଜାନେବେ ପର୍ଯ୍ୟଟକ
ବାରଙ୍ଗ: ୧୩ ବର୍ଷ ଧରି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବନ୍ଦ ରହିଥିବା ରୋପ୍-ୱେ ସୁବିଧା ଆଜିଠାରୁ ପୁଣି ଆରମ୍ଭ ହୋଇଛି। କାଞ୍ଜିଆ ହ୍ରଦ ଉପରେ ହୋଇଥିବା ଏହି ରୋପ୍ୱେ ଜରିଆରେ ପର୍ଯ୍ୟଟକମାନେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ଯାଇ ଆସିପାରିବେ। ଏହି…
ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମିଲ ହେବ ଆଉ ୩୪୯ ନୂଆ ଆମ୍ବୁଲାନ୍ସ
ଭୁବନେଶ୍ୱର: ସ୍ବାସ୍ଥ୍ୟ ସେବାରେ ପୁଣି ଯୋଡିହେବ ୩୪୯ ନୂଆ ୧୦୮ ଆମ୍ବୁଲାନ୍ସ। ଲୋକଙ୍କ ଆବଶ୍ୟକତାକୁ ଦେଖି ନୂଆ ଆମ୍ବୁଲାନ୍ସ ସାମିଲ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୋଟ ୩୪୯ ନୂଆ ଆମ୍ବୁଲାନ୍ସ ସାମିଲ ହେବ। ପୂର୍ବରୁ ଥିବା ଆମ୍ବୁଲାନ୍ସ ସହ ଏହି ନୂଆ…
ଆଜିର ରାଶିଫଳ
ମେଷ: ନୂଆ କାମ ଶିଖିବାରେ ଆପଣଙ୍କ ମନ ଲାଗିବ। ବ୍ୟବସାୟର ବୃଦ୍ଧି ଯୋଗ ଅଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ।
ବୃଷ: ଆପଣଙ୍କ ଭାବନାକୁ ସକାରାତ୍ମକ ରଖନ୍ତୁ। ଛୋଟ ଛୋଟ କଥାକୁ ଧ୍ୟାନ ଦିଅନ୍ତୁ, ଚାକିରି ବୃତ୍ତିରେ ସଫଳତା ପାଇବେ। ଅସନ୍ତୋଷ…
ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବିରେ ମହାବନ୍ଦ ପାଳନ
ବଲାଙ୍ଗୀର: ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ପଶ୍ଚିମ ଓଡ଼ିଶାକୁ ଅବହେଳା, ବୈମାତୃକ ମନୋଭାବ, ଭାଷାକୁ ବିରୋଧ ଅଭିଯୋଗ ଆଣି ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବି କରାଯାଉଛି। ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଏବଂ କୋଶଳାଂଚଳର ଭାବାବେଗ ପ୍ରସଙ୍ଗକୁ…
ହାସ୍ୟ ଅଭିନେତା ରବି ଶତପଥୀଙ୍କ ପରଲୋକ
କୁଜଙ୍ଗ: ଯାତ୍ରା ଜଗତରେ କମେଡି କିଙ୍ଗ୍ ଆଉ ନାହାଁନ୍ତି । ହାସ୍ୟ ଅଭିନେତା ରବି ଶତପଥୀଙ୍କ ପରଲୋକ ଘଟିଛି । , ‘ଶାଗୁଣା ବସିଛି ଡେଣା ମେଲାଇ’ ନାଟକର ପଦୁ ମହାନ୍ତି, ବିଶିଷ୍ଟ ଅଭିନେତା ରବି ଶତପଥୀ (୬୫)ଙ୍କର ପରଲୋକ ଘଟିଛି। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍ ଅଗପାଳସ୍ଥିତ ବାସଭବନରେ…
ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ନିଯୁକ୍ତ
ଭୁବନେଶ୍ବର: ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ନିଯୁକ୍ତ । ରାଜ୍ୟ ସରକାର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇ୍ଆରସି) ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି। ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ…