Trending
- ଫାୟାର ଷ୍ଟେସନ ଓଭରବ୍ରିଜରେ ୩ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍, ୩ ମୃତ
- ଓଡ଼ିଶାରେ ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ
- ଦୀର୍ଘ ଦିନର ବିରତି ପରେ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ
- ଚଳଚଞ୍ଚଳ ରଥଖଳା,ଭଉଁରୀ ଉତ୍ସବରେ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ
- ଚୁପଚାପ ଏକ୍ସ ବାୟୋ ବଦଳାଇଲେ ମମତା
- ବାଲିଅନ୍ତା ଭିଡ଼ ହତ୍ୟା , ଗିରଫଦାରୀ ସଂଖ୍ୟା ୧୧କୁ ବୃଦ୍ଧି
- ବାଲିଅନ୍ତା ଭିଡ଼ ହିଂସା ଘଟଣାରେ ମୁହଁ ଖୋଲିଲେ ସୌମ୍ୟଙ୍କ ସାଙ୍ଗ ଓମ୍,ପୋଲିସ ଆଗରେ ୪୫ ମିନିଟ ଧରି ଲୋକେ ପିଟିଥିଲେ
- ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
- CDS ଭାବେ ନିଯୁକ୍ତ ହେଲେ ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି
- ଆକାଶରେ ହଠାତ ଦେଖାଗଲା ଉଜ୍ବଳ ଆଲୋକ ,କିଛି ସମୟ ପରେ ପୁଣି କେଉଁଆଡ଼େ ଉଭାନ ହୋଇଯାଇଥିଲା
ଟନେଲ୍ ଭିତରେ ଶ୍ରମିକ : ଖାଦ୍ୟ, ପାନୀୟ, ଔଷଧ ସହ ପାଇପ ଦ୍ୱାରା ଦିଆଯାଉଛି ଅକ୍ସିଜେନ
ଉତ୍ତରକାଶୀରେ ସୁଡ଼ଙ୍ଗ ଭୁଶୁଡିବାର ତୃତୀୟ ଦିନରେ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରିଛି ଉତରାଖଣ୍ଡ ପ୍ରଶାସନ । ସୁଡ଼ଙ୍ଗ ଭିତରେ ଫସି ରହିଥିବା ୮ଟି ରାଜ୍ୟର ୪୦ରୁ ଅଧିକ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ‘ଆର୍ଥ ଅଗର’ ମେସିନ୍ ଅଣାଯାଇଛି । ଆର୍ଥ ଅଗର ମେସିନ ସାହାଯ୍ୟରେ ଡ୍ରିଲ କରି…
ସାହାରା ଗ୍ରୁପ ପ୍ରତିଷ୍ଠାତା ସୁବ୍ରତ ରାୟଙ୍କ ପରଲୋକ
ସାହାରା ଇଣ୍ଡିଆ ଗ୍ରୁପର ମୁଖ୍ୟ ସୁବ୍ରତ ରାୟଙ୍କ ପରଲୋକ ହୋଇଛି । ଆଜି ତାଙ୍କର ଶେଷକୃତ୍ୟ ହେବ । ୭୫ ବର୍ଷ ବୟସରେ ମୁମ୍ବାଇର ଏକ ହସପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ୧୯୪୮ ମସିହାରେ ବିହାରର ଆରାରିଆରେ ଜନ୍ମ ହୋଇଥିଲେ ସୁବ୍ରତ ରାୟ । ଜଣେ ପ୍ରମୁଖ…
‘ଆମ ହସ୍ପିଟାଲ’ ଯୋଜନାରେ ରୂପାନ୍ତରଣ ହେବ ରାଜ୍ୟର ୧୮୫୮ ଡାକ୍ତରଖାନା
ଆମ ହସ୍ପିଟାଲ ଯୋଜନାରେ ରୁପାନ୍ତରଣ ହେବ ରାଜ୍ୟର ୧୮୫୮ ଡାକ୍ତରଖାନା । ଫାଇଭ-ଟି ଅଧିନରେ ସରକାରୀ ଡାକ୍ତରଖାନାର ଭିତିଭୂମି ସୃଦୃଢ କରାଯିବ । ଅନୁକୁଳ ପରିବେଶରେ ରୋଗୀଙ୍କୁ ମିଳିବ ଉନ୍ନତ ସ୍ୱାସ୍ଥ୍ୟ ସେବା । ଆଉ ହସ୍ପିଟାଲରେ ଦେଖିବାକୁ ମିଳିବନି ଲମ୍ବା ଲାଇନ । ସୂୁଚନା ଦେବା ପାଇଁ ଲାଗିବ…
ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍ ଆଜି
ମୁମ୍ବାଇ: ଦିନିକିଆ ବିଶ୍ବକପ୍ ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍ ଆଜି ଖେଳାଯିବ । ସେମିଫାଇନାଲ୍ରେ ଶ୍ରେଷ୍ଠ ପ୍ରଦର୍ଶନ ଦେବାକୁ ଦୁଇ ଦଳ ଉଦ୍ୟମ କରିବେ। କେବଳ ଭାରତ ସବୁ ଲିଗ୍ ମ୍ୟାଚ୍ ଜିତି ମନୋବଳକୁ ଉଚ୍ଚ ରଖିଥିଲା ବେଳେ ନ୍ୟୁଜିଲାଣ୍ଡ ୪ ମ୍ୟାଚ୍ରେ ପରାସ୍ତ ହୋଇଛି। ଭାରତ…
ଆଜିର ରାଶିଫଳ
ମେଷ: ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। କୌଣସି ବି କାମ ତରବରିଆ ଭାବେ କରନ୍ତୁ ନାହିଁ। ପ୍ରିୟ ବନ୍ଧୁ ସହ ମିଶିବା ପାଇଁ ତାଙ୍କ ଘରକୁ ଯାଇପାରନ୍ତି।
ବୃଷ: ଯେଉଁ କାମ କରିବାକୁ ଭାବିଛନ୍ତି ତାହା ପୂରା ହୋଇଯିବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କର…
ଦୀପାବଳିରେ ଦେଶରେ ୩.୭୩ ଲକ୍ଷ କୋଟି
ଦୀପାବଳିରେ ସାରା ଦେଶରେ ୩.୭୫ ଲକ୍ଷ କୋଟି ଟଙ୍କାର ବ୍ୟବସାୟ ହୋଇଛି। ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ଏକ ରିପୋର୍ଟରେ ଏହା କୁହାଯାଇଛି । ଦୀପାବଳି ସମୟରେ ଲୋକମାନେ ସ୍ବଦେଶୀ ଜିନିଷ କିଣିବା ଉପରେ ଅଧିକ ଧ୍ୟାନ ଦେଇଥିଲେ। ସେଥିପାଇଁ ଭାରତୀୟ ଉତ୍ପାଦନ ଏଥର ଅଧିକ…
ଆସନ୍ତାକାଲି ମୁମ୍ବାଇରେ ନ୍ୟୁଜିଲାଣ୍ଡ୍ ସହ ଭାରତ ସେମିଫାଇନାଲ ମୁକାବିଲା
ଆସନ୍ତାକାଲି ଭାରତ-ନ୍ୟୁଜିଲ୍ୟାଣ୍ଡର ସେମିଫାଇନାଲ୍ ମ୍ୟାଚ୍ । ମୁମ୍ବାଇର ୱାଙ୍ଖଡେରେ ମୁହାଁମୁହିଁ ଦୁଇ ପାୱାର ହାଉସ । ୧୨ ବର୍ଷ ପରେ ପୁଣି ଟାଇଟଲ୍ ଅପେକ୍ଷାରେ ମେନ୍ ଇନ୍ ବ୍ଲୁ । ଲଗାତର ୯ଟି ମ୍ୟାଚ୍ ଜିତି ଅପରାଜେୟ ଥିବା ଟିମ୍ ଇଣ୍ଡିଆ ଧାରା ବଜାୟ ରଖି ଟାଇଟଲ୍ ରାଉଣ୍ଡରେ ପ୍ରବେଶ କରିବାକୁ…
କ୍ୟାବିନେଟ୍ ବୈଠକ: ୧୨ ପ୍ରସ୍ତାବରେ ବାଜିଲା ମୋହର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ରେ ୧୨ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ୫ବର୍ଷ ଭିତରେ ଏହି ବହୁମୁଖୀ ପ୍ରକଳ୍ପ ନିର୍ମାଣ ହେବ। ଏଥିରେ ବିଦ୍ୟୁତ ଶକ୍ତି ଉତ୍ପାଦନ ସହିତ ରାସ୍ତା ସଂଯୋଗୀକରଣ ପାଇଁ ଲକ୍ଷ୍ୟ…
ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉଦ୍ଘାଟିତ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବର ୟୁନିଟ୍-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆରମ୍ଭ ହୋଇଛି ୩ ଦନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି । ଉଦ୍ଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଭୁବନେଶ୍ଵର ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ…