ଆଜି ବିଶ୍ବ ମଧୁମେହ ଦିବସ

ଭୁବନେଶ୍ବର: ଆଜି ବିଶ୍ବ ମଧୁମେହ ଦିବସ । ବିଶ୍ବର ପ୍ରାୟ ୪୦ କୋଟି ଲୋକ ମଧୁମେହରେ ପୀଡିତ ଥିବାବେଳେ ଏହି ଦିବସ ସଚେତନତା ଲାଗି ବାର୍ତ୍ତା ଦେଇଛି । ଉଚ୍ଚ ରକ୍ତ ଶର୍କରା କାରଣରୁ ଏହାର ପ୍ରଭାବ ଶରୀର ଉପରେ ପଡିଥାଏ । ସଚେତନ ନହେଲେ ଦୃଷ୍ଟିହୀନତା, ଅଙ୍ଗଛେଦନ, ହୃଦଘାତ, କିଡନୀ ରୋଗ ଆଦିର…

ଆଜିର ରାଶିଫଳ

ମେଷ: ଧୈର୍ଯ୍ୟପୂର୍ବକ କାମ କଲେ ଲାଭ ହେବ। ବ୍ୟାଙ୍କରେ କାମ କରୁଥିବା ଲୋକଙ୍କ ଲାଗି ଦିନଟି ଭଲ। ପଦୋନ୍ନତିର ଯୋଗ ରହିଛି। ମୁସ୍କିଲ ପରିସ୍ଥିତିରେ ବନ୍ଧୁର ସାହାଯ୍ୟ ପାଇବେ। ‌ ବୃଷ: କଠିନ ପରିଶ୍ରମ ଫଳଦାୟୀ ସିଦ୍ଧ ହେବ। ଆପଣଙ୍କର ଆକର୍ଷକ ବ୍ୟକ୍ତିତ୍ବ ଅନ୍ୟମାନଙ୍କୁ ଆପଣଙ୍କ ଆଡ଼କୁ…

ଦୁଇ ଗୁଣ ବଢିଲା ପାର୍କିଂ ମୂଲ୍ୟ

ରାଜଧାନୀରେ ବଢିଲା ଗାଡ଼ି ପାର୍କିଂ ମୂଲ୍ୟ । ପ୍ରଦୂଷଣ ବୃଦ୍ଧି ହେତୁ, ନୂଆଦିଲ୍ଲୀ ମ୍ୟୁନିସିପାଲିଟି ପରିଷଦ ପାର୍କିଂ ଚାର୍ଜକୁ ଦୁଇଗୁଣ କରିବାକୁ ନିଷ୍ପତ୍ତି ନେଇଛି ଯାହା ନିଜସ୍ୱ କର୍ମଚାରୀଙ୍କ ମାଧ୍ୟମରେ ଏନଡିଏମସି ଦ୍ୱାରା ପରିଚାଳିତ ପାର୍କିଂ ପାଇଁ ଘରୋଇ ପରିବହନକୁ ପ୍ରୋତ୍ସାହିତ କରିବ ।…

ଅଭିନେତ୍ରୀ ମୌସୁମୀ ନାୟକ ଗିରଫ

ଭୁବନେଶ୍ବର : ଅଭିଯୋଗ ପରେ ଅଭିନେତ୍ରୀ ମୌସୁମୀ ନାୟକ ଗିରଫ ହୋଇଛନ୍ତି। ମୌସୁମୀଙ୍କୁ ଗିରଫ କରିଛି ଇନଫୋସିଟି ଥାନା ପୁଲିସ । ଲେଖିକା ବନସ୍ମିତା ପତି ତାଙ୍କ ନାମରେ ଥାନାରେ ମାମଲା କରିଥିଲେ । ଅଭିଯୋଗ ଆଧାରରେ ମୌସୁମୀଙ୍କୁ ଗିରଫ କରାଯାଇଛି। ଗିରଫ ପରେ ମୌସୁମୀଙ୍କୁ କୋର୍ଟଚାଲାଣ…

ଉତ୍ତରକାଶୀରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗ

ଉତ୍ତରାଖଣ୍ଡ ଉତ୍ତରକାଶୀର ସିଲ୍‌କ୍ୟାରାରୁ ଦାଣ୍ଡଲଗାଓଁ ପର୍ଯ୍ୟନ୍ତ ନିର୍ମାଣାଧୀନ ଏକ ସୁଡ଼ଙ୍ଗର ଏକ ଅଂଶ ଭୁଶୁଡ଼ି ପଡ଼ିବାରୁ ଅନେକ ଲୋକ ତା’ମଧ୍ୟରେ ଫସି ରହିଥିବା ଆଶଙ୍କା କରାଯାଉଛି। ସେଥିରେ ପାଞ୍ଚ ଜଣ ଓଡ଼ିଆ ଶ୍ରମିକ ମଧ୍ୟ ରହିଥିବା କୁହାଯାଉଛି । ଉତ୍ତରକାଶୀ ଜିଲ୍ଲା ନିୟନ୍ତ୍ରଣ କକ୍ଷରୁ…

ରାଶିଫଳ

ମେଷ: ସୁଖସମ୍ପଦ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି । ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ । ଜୀବନରେ କିଛି ସକାରାତ୍ମକ ପରିବର୍ତ୍ତନ ଆସିପାରେ । କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକ ଦୃଷ୍ଟିରୁ ଏହି ସମୟ ଆପଣଙ୍କ ପାଇଁ ଅନୁକୂଳ । ଅଟକି ରହିଥିବା ଟଙ୍କା…

ନେଦରଲାଣ୍ଡସକୁ ୧୬୦ ରନରେ ହରାଇଲା ଭାରତ

ବାଙ୍ଗାଲୋର: ଶେଷ ଲିଗ୍ ମ୍ୟାଚରେ ନେଦରଲାଣ୍ଡସକୁ ୧୬୦ ରନରେ ପରାସ୍ତ କରିଛି  ଭାରତ ।  ନେଦରଲାଣ୍ଡସ ଆଗରେ ୪୧୧ ରନର ବିଶାଳ ଲକ୍ଷ୍ୟ ରହିଥିବାବେଳେ ୨୫୦ ରନରେ ଅଲଆଉଟ ହୋଇଛି ଦଳ ।  ଭାରତ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ପାଇଁ ପାଳି ଆରମ୍ଭ କରିଥିଲେ ଅଧିନାୟକ ରୋହିତ…

ଦୁର୍ବଳ ହେଲା ଟଙ୍କା

ଭାରତୀୟ ଟଙ୍କା ପୁଣି ଦୁର୍ବଳ ହୋଇପଡ଼ିଛି । ଏକ ଡଲାର କିଣିବା ଲାଗି ୮୩ ଟଙ୍କା ୩୪ ପଇସା ଗଣିବାକୁ ପଡ଼ିଛି । ଡଲାର ତୁଳନାରେ ଏହା ଟଙ୍କାର ସର୍ବକାଳୀନ ଦୁର୍ବଳ ସ୍ଥିତି । ଟଙ୍କା ସ୍ଥିତିରେସୁଧାର ଆଣିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ହସ୍ତକ୍ଷେପ କରିବାରେ ବୋଲି କୁହାଯାଉଛି । ଏଭଳି ସଙ୍କଟ…