ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବନ କଲା ଆଇସିସି

ଶ୍ରୀଲଙ୍କା ହରାଇଲା ଆଇସିସି ସଦସ୍ୟତା। ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବନ କଲା ଆଇସିସି। ଶ୍ରୀଲଙ୍କା ସରକାରଙ୍କ ହସ୍ତକ୍ଷେପ ଯୋଗୁଁ ଆଇସିସିର ପଦକ୍ଷେପ। ଆଇସିସି ବୋର୍ଡ ପକ୍ଷରୁ ଆଜି ବିସିଥିବା ଜରୁରୀକାଳିନ ବୈଠକରେ ଶ୍ରୀଲଙ୍କା କ୍ରିକେଟର ସଦସ୍ୟତା ପଦକୁ ରଦ୍ଦ କରିବାକୁ ନିଷ୍ପତ୍ତି…

ମା ମାନେ, ମାଣ୍ଡିଆକୁ ପ୍ରୋତ୍ସାହିତ କରିଥିବାରୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମିଲେଟ୍ ମାଆ। ପୁଷ୍ଟିଶସ୍ୟ ମାଣ୍ଡିଆକୁ ପ୍ରୋତ୍ସାହନ ଦେଇଥିବାରୁ ଜଣାଇଲେ କୃତଜ୍ଞତା। ଏହି ଅବସରରେ ମାଆମାନଙ୍କ କାମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। ମାଣ୍ଡିଆକୁ ପ୍ରୋତ୍ସାହନ ମିଳିବା ଦ୍ବାରା ଚାଷୀ ଓ ମାଆ ମାନେ ସଶକ୍ତ…

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କଲେ ଦୁଇ ଶିକ୍ଷକ

ନବରଙ୍ଗପୁର: ରାଇଘର ବ୍ଲକ କୁନ୍ଦେଇ ଥାନା ଅଞ୍ଚଳରେ ପଞ୍ଚମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଦୁଇ ଶିକ୍ଷକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।  ପୀଡ଼ିତାଙ୍କ ବାପା ଏତଲା ଦେବାରୁ କୁନ୍ଦେଇ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି । ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ସହ ଦୁଇ…