ଡିଜିଟାଲ ଜୀବନ ପ୍ରମାଣପତ୍ର ଅଭିଯାନ ୨.୦ ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ

କେନ୍ଦ୍ର ସରକାରଙ୍କ ପେନସନଭୋଗୀଙ୍କ ‘ସହଜ ଜୀବନଧାରଣ’କୁ ସୁନିଶ୍ଚିତ କରିବା ପାଇଁ ପେନ୍ସନ୍ ଓ ପେନ୍‌ସନ୍‌ଭୋଗୀ କଲ୍ୟାଣ ବିଭାଗ ଡିଜିଟାଲ୍ ଲାଇଫ୍ ସାର୍ଟିଫିକେଟ୍ (ଡିଏଲସି) ଅର୍ଥାତ୍ ଜୀବନ ପ୍ରମାଣକୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରୁଛି। ୨୦୧୪ ମସିହାରେ ବାୟୋମେଟ୍ରିକ୍ ଡିଭାଇସ୍ ବ୍ୟବହାର କରି…

ଡିପ୍‌ଫେକ୍‌କୁ ଚିହ୍ନଟ କରିବା ପାଇଁ ସାମାଜିକ ଗଣମାଧ୍ୟମ ମଧ୍ୟସ୍ଥମାନଙ୍କୁ ପରାମର୍ଶ ଦେଲେ କେନ୍ଦ୍ର ସରକାର

କେନ୍ଦ୍ର ସରକାର ଆଜି ଗୁରୁତ୍ୱପୂର୍ଣ୍ଣ ସାମାଜିକ ଗଣମାଧ୍ୟମ ମଧ୍ୟସ୍ଥମାନଙ୍କୁ ଏକ ମାର୍ଗଦର୍ଶିକା ଜାରି କରି କେତେକ ଜରୁରି ପଦକ୍ଷେପ ଗ୍ରହଣ କରିବା ଲାଗି ପରାମର୍ଶ ଦେଇଛନ୍ତି ।  ଭୁଲ ସୂଚନା ଏବଂ ଡିପ୍‌ ଫେକ୍‌ (ମିଥ୍ୟା ସୂଚନା ପ୍ରସାର କରିବା ଲାଗି ଡିଜିଟାଲ ପଦ୍ଧତିରେ କୌଣସି ବ୍ୟକ୍ତିଙ୍କ…

ସହିଦଙ୍କୁ ଜନ୍ମମାଟିରେ ଗାର୍ଡ ଅଫ୍ ଅନର୍

ବାଲେଶ୍ବର: ପଞ୍ଚଭୂତରେ ବିଲୀନ ହେଲେ ବୀର ଓଡ଼ିଆ ପୁଅ ପ୍ରକାଶ ଶିଅଳ । ଜନ୍ମମାଟି ବାଲେଶ୍ବର ଜିଲ୍ଲା ବାହାନଗାର ଗୋପାଳପୁରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯାଇଛି । ପ୍ରକାଶଙ୍କ ୮ ବର୍ଷର ପୁଅ ମୁଖାଗ୍ନୀ ଦେଇଥିଲେ । ଶୋକାକୂଳ ପରିବେଶରେ ପ୍ରକାଶକୁ ବିଦାୟ ଜଣାଇଛନ୍ତି ଆତ୍ମୀୟ,…

ବଢ଼ିଲା ମହୁଆ ମୈତ୍ରଙ୍କ ଅଡ଼ୁଆ

ପ୍ରଶ୍ନ ପାଇଁ ଅର୍ଥ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କ ଅଡ଼ୁଆ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ ସୂତ୍ରରୁ ଖବର ମିଳିଛି କି, ଲୋକସଭାର ସଦାଚାର କମିଟି ମହୁଆଙ୍କୁ ସଂସଦରୁ ବହିଷ୍କାର କରିବା ପାଇଁ ସୁପାରିସ କରିଛନ୍ତି। ସଂସଦର ସଦାଚାର କମିଟି ମହୁଆଙ୍କ ମାମଲାର…

ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ

ଆଜି ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ଵାସ୍ଥ୍ୟ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ।ଘରୁ ମିଳିଲା ବିଡ଼ା ବିଡ଼ା ନୋଟ୍। ଜବତ ହୋଇଛି ୨ ଲକ୍ଷ ୧୬ ହଜାର ଟଙ୍କା ନଗଦ କ୍ୟାସ । ୬୫ ଲକ୍ଷର EPF ରେ ଜମା ରାଶି ରହିଛି। ୨ଟି ବାଇକ ଓ କାର ମଧ୍ୟ ଜବତ କରିଛି ଭିଜିଲାନ୍ସ। ବାବୁଙ୍କ ସଉକ ଥିଲା ରାସ୍ତା ସାଇଡ…