ମିଲେଟ ସମ୍ବନ୍ଧୀୟ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହେବ

ଭୁବନେଶ୍ୱର :ଭୁବନେଶ୍ବର ଜନତା ମିଇଦାନରେ ନଭେମ୍ବର ୯ ଓ ୧୦ ତାରିଖରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିରଣ ବିଭାଗ ଦ୍ଵାରା ମିଲେଟ ସମ୍ବନ୍ଧୀୟ ଏକ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହେବ। ଏହି ଆନ୍ତର୍ଜାତୀୟ ସମ୍ମିଳନୀ  ଗତ ବର୍ଷ ଠାରୁ ନଭେମ୍ବର ୧୦ ତାରିଖକୁ ରାଜ୍ୟରେ…

ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ନାଁରେ ନାମିତ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ

କଳାହାଣ୍ଡି :  କଳାହାଣ୍ଡି ୟୁନିଭର୍ସିଟି ନାଁ ବଦଳିଛି। କଳାହାଣ୍ଡି ୟୁନିଭର୍ସିଟି ନାଁ ମା’ମାଣିକେଶ୍ୱରୀ ୟୁନିଭର୍ସିଟି ନାଁରେ ନାମିତ ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନ୍ୟପଟେ କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ମଧ୍ୟ ଉଦଘାଟନ…

ଆସନ୍ତା ୭ ମାସ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ମନା

ପାରାଦୀପ :  ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ର କୂଳଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କ ପାଇଁ କଟକଣା ଜାରି କରିଛି ବନ ବିଭାଗ । ଆସନ୍ତା ୭ ମାସ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ ଲାଗିଛି କଟକଣା । ତେବେ ଗଭୀର ସମୁଦ୍ରରେ ମାଛ ଧରିବା ପାଇଁ ଆବଶ୍ୟକୀୟ ସାଧନ…

ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଲେ କମଲ ହାସନ

5T ଓ ନବୀନ ଓଡ଼ିଶାର ନବନିଯୁକ୍ତ ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ, ଶୁଭେଛା ଜଣାଇଲେ ସାଉଥ ସୁପରଷ୍ଟାର ତଥା ରାଜନେତା କମଲ ହାସନ  । ଜଣେ ଆଇଏଏସ୍ ଅଧିକାରୀ ଭାବରେ ପ୍ରଶାସନିକ ସେବାରେ  ପରିଶ୍ରମ ଓ ସଚ୍ଚୋଟତା ଯୋଗୁଁ  ସେ ଏତେ ସଫଳତା ପାଇଛନ୍ତି ତେଣୁ କମଳ ହାସନ ପ୍ରଶଂସା କରିଛନ୍ତି ।  ଆଗାମୀ…