ଆସନ୍ତା ୯ ଓ ୧୦ରେ ଆନ୍ତର୍ଜାତିକ ମିଲେଟ୍‌ ସମ୍ମିଳନୀ

ଭାରତ ଏବଂ ୟୁଏଇ ମଧ୍ୟରେ ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନଭେମ୍ବର ୧ରୁ ୩ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ୟୁଏଇ ଗସ୍ତରେ ଯାଉଛନ୍ତି । ଏହି ଗସ୍ତ କାଳରେ…

ଆଜି ଦିବ୍ୟାଙ୍ଗ କ୍ରୀଡାବିତ୍‌ମାନଙ୍କ ସହ କଥାବାର୍ତ୍ତା କରିବେ ମୋଦି

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ଦିନ ଅପରାହ୍ନ ପ୍ରାୟ ସାଢେ ଚାରିଟାରେ ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମଠାରେ ପାରା ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍‌ମାନଙ୍କ ସହ କଥାବାର୍ତ୍ତା କରି ସେମାନଙ୍କୁ ସମ୍ବୋଧିତ କରିବେ । ଏସୀୟ ପାରା ଗେମ୍‌ସ-୨୦୨୨ରେ…

ଭାରତ ଓ ବାଂଲାଦେଶର ପ୍ରଧାନମନ୍ତ୍ରୀ ମିଳିତ ଭାବେ ୩ ଟି ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିବେ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ପ୍ରଧାନମନ୍ତ୍ରୀମହାମହିମ ଶେଖ ହସିନା ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧ ନଭେମ୍ବର ୨୦୨୩ପୂର୍ବାହ୍ନ ପ୍ରାୟ ୧୧ଟା ରେ ମିଳିତ ଭାବେ ତିନୋଟି ଭାରତ ଦ୍ବାରା ସହାୟତା କରାଯାଇଥିବା ବିକାଶ ପ୍ରକଳ୍ପର ଉଦଘାଟନ କରିବେ ।ଏହି ତିନୋଟି ପ୍ରକଳ୍ପ…

ଆଜିର ରାଶିଫଳ

ମେଷ: ଆପଣ ବହୁ ଦିନର କଠିନ ପରିଶ୍ରମର ଫଳ ପାଇବେ। ଭଲ ଲୋକଙ୍କ ସଂଗତିରୁ କିଛି ଶିକ୍ଷାଲାଭ କରିବେ। ବଡ଼ ଲୋକଙ୍କ କଥାକୁ ଧ୍ୟାନ ଦେଇ ଶୁଣନ୍ତୁ।‌ ବୃଷ: ଆପଣ ନିଜର ସଉକ ପୂରା କରିବା ପାଇଁ ଯଥେଷ୍ଟ ସମୟ ପାଇବେ। ଜୀବନସାଥୀ ଆପଣଙ୍କର ମନପସନ୍ଦ ଜିନିଷ ଆଣିପାରନ୍ତି। ଛାତ୍ରଛାତ୍ରୀ ନିଜର ପାଠପଢ଼ା…