ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଘାରିଛି ଗିରଫ ଭୟ

କଟକ: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର  ହାଇକୋର୍ଟରେ କରିଛନ୍ତି ଆଗୁଆ ଜାମିନ ଆବେଦନ । ୨୦୨୨ ଓ ୨୦୨୩ରେ ଦୁଇଟି ଘଟଣାରେ ଜୟନାରାୟଣ ମିଶ୍ରଙ୍କ ବିରୋଧରେ ସମ୍ବଲପୁରରେ ଦୁଇଟି ମାମଲା ହୋଇଥିଲା । ଏହି ଦୁଇଟି ମାମଲାରେ ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ୨୦୨୨ ଫେବୃଆରୀରେ…

ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ଓଡ଼ିଶାର ରାଜ୍ୟପାଳ ହେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଓଡ଼ିଶାର…

ଜମିଜମା ସମସ୍ୟାର ତୁରନ୍ତ ସମାଧାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସଂପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ…

ସଂଧ୍ୟା ଦଳେଇ ହେଲେ ମିସେସ୍‌ ଏସିଆ ୱାର୍ଲଡ-୨୦୨୩

ରାୟଗଡାର ଝିଅ ଡ.ସଂଧ୍ୟା ଦଳେଇ ଥାଇଲାଣ୍ଡର ବ୍ୟାଙ୍ଗକକ୍‌ରେ ଅନୁଷ୍ଠିତ ମିସେସ ଏସିଆ ୱାର୍ଲଡ-୨୦୨୩ ପ୍ରତିଯୋଗିତାରେ ବିଜୟିନୀ ହୋଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁମ୍ବାଇ ଗ୍ଲୋବାଲ ଇଣ୍ଟରନେସନାଲ ବ୍ୟୁଟି ପେଜିଏଣ୍ଟ ତରଫରୁ ଆୟୋଜନ କରାଯାଇଥିଲା। ଡ.ସଂଧ୍ୟା ଦିଲ୍ଲୀରେ ଅନୁଷ୍ଠିତ ଚୟନ…

ଆଜିର ରାଶିଫଳ

ମେଷ: ପାରିବାରିକ ଜୀବନରେ ପରିବର୍ତ୍ତନ ହୋଇପାରେ। ଆପଣ ବନ୍ଧୁ ଠାରୁ ଭଲ ପରାମର୍ଶ ପାଇବେ। ସମାଜରେ ମାନ ସମ୍ମାନ ବଢ଼ିବ। ସରକାରୀ ଚାକିରିଆ କାମରେ ବ୍ୟସ୍ତ ରହିବେ। ବୃଷ: ବ୍ୟବସାୟରେ ଯଥେଷ୍ଟ ଅଭିବୃଦ୍ଧି ହେବ। ଚାକିରିରେ ପଦୋନ୍ନତି ମିଳିବା ଯୋଗୁଁ ପ୍ରସନ୍ନ ରହିବେ। ରାଜନୀତିରେ ସକ୍ରିୟ…

ଚକଡ଼ା ପୋକ ମୁକାବିଲା ପାଇଁ ଏକର ପିଛା ୪ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ରାଶିର ବ୍ୟବସ୍ଥା

ଭୁବନେଶ୍ବର: ଚକଡ଼ା ପୋକ ମୁକାବିଲା ପାଇଁ ଆକ୍ସନ ମୋଡରେ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ରାଜ୍ୟ ସରକାର ।  ପୋକ ଦାଉରୁ ସମ୍ପୂର୍ଣ୍ଣ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କ ପାଇଁ ନିୟମ ଅନୁସାରେ ବିହନ ମାଗଣାରେ ଯୋଗାଇ ଦେବେ ରାଜ୍ୟ ସରକାର । ଏଥିସହ ସାର ଓ କୀଟନାଶକ ପାଇଁ ଏକର ପିଛା ୪ ହଜାର ଟଙ୍କା…