ନିଠାରୀ ହତ୍ୟାକାଣ୍ଡ: ଦୁଇ ଅଭିଯୁକ୍ତ ହେଲେ ଦୋଷମୁକ୍ତ

ନୂଆଦିଲ୍ଲୀ: ନିଠାରୀ ହତ୍ୟାକାଣ୍ଡ ମାମଲାରେ ଦୁଇ ଅଭିଯୁକ୍ତ ହେଲେ ଦୋଷମୁକ୍ତ  । ନୋଏଡାର ବହୁ ଚର୍ଚ୍ଚିତ ନିଠାରୀ ମାମଲାରେ କୋର୍ଟଙ୍କ ବଡ଼ ରାୟ ଆସିଛି। ୨୦୦୬  ଡିସେମ୍ବର ୨୯ ତାରିଖରେ ନୋଏଡାର ଗୌତମ ବୁଦ୍ଧ ନଗରର ନିଠାରୀ ଅଞ୍ଚଳରୁ ମୋନିନ୍ଦର ସିଂ ପଣ୍ଡେରଙ୍କ ଘର ପଛପଟୁ ୧୯ଟି ନରକଙ୍କାଳ…

ବୋମାମାଡ଼ ବନ୍ଦ କଲେ ଇସ୍ରାଏଲର ପଣବନ୍ଦୀମାନଙ୍କୁ ମୁକ୍ତ କରିବାକୁ ହମାସ ପ୍ରସ୍ତୁତ

ବୋମାମାଡ଼ ବନ୍ଦ କଲେ ଇସ୍ରାଏଲର ପଣବନ୍ଦୀମାନଙ୍କୁ ମୁକ୍ତ କରିବାକୁ ହମାସ ପ୍ରସ୍ତୁତ  । ଦୁଇଶହ ଇସ୍ରାଏଲ ନାଗରିକଙ୍କୁ ହମାସ ଆତଙ୍କବାଦୀମାନେ ପଣବନ୍ଦି କରି ରଖିଛନ୍ତି ।  ଯଦି ଇସ୍ରାଏଲ ଏୟାର ଷ୍ଟ୍ରାଇକ୍ ବନ୍ଦ କରେ ତେବେ ହମାସ ଇସ୍ରାଏଲୀ ପଣବନ୍ଦୀମାନଙ୍କୁ ମୁକ୍ତ କରିବାକୁ ପ୍ରସ୍ତୁତ ବୋଲି…

ସାମୁଦ୍ରିକ ସମାରୋହ ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଅକ୍ଟୋବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମଏମଆରଡିଏ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମଆଇଏସ ୨୦୨୩)ର ତୃତୀୟ ସଂସ୍କରଣକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିବେ । ବନ୍ଦର, ଜାହାଜ ଚଳାଚଳ ଏବଂ…

ଆଜିର ରାଶିଫଳ

ମେଷ: ଆପଣ ସମସ୍ତଙ୍କ ଦୃଷ୍ଟିରେ ଭଲ ହୋଇ ରହିବେ। ଘରୋଇ ସମସ୍ୟାର ସମାଧାନ ବାହାରିବ। ଘରୋଇ ଉଦ୍ୟୋଗ କର୍ମଚାରୀଙ୍କୁ ନୂଆ ପ୍ରକଳ୍ପର ଦାୟିତ୍ବ ମିଳିବ। ବୃଷ: ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ। ଡାକ୍ତରଙ୍କର ଖ୍ୟାତି ସୁଦୂର ପ୍ରସାରୀ ହେବ।…

ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା

ପୁରୀ: ବିଭିନ୍ନ ଦାବି ନେଇ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା କରାଯାଇଛି ।  ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଆଗାମୀ ୨୮ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ପୁଣି ଅନ୍ଦୋଳନ…

ଏକାମ୍ର ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ ଭି.କେ. ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଫାଇଭ-ଟି ସଚିବ ଏକାମ୍ର ପ୍ରକଳ୍ପକୁ ଯାଇ ଏହାର ଅଗ୍ରଗତି ନେଇ କରିଛନ୍ତି ସମୀକ୍ଷା । ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ଏକାମ୍ର ପ୍ରକଳ୍ପ ୨୦୧୯ରେ ରୂପରେଖ ନେଇଥିଲା ଏବଂ ଗତ ଜୁନ ୨୮ ତାରିଖରେ ଏହାର ଭିତ୍ତିପ୍ରସ୍ତର…

ତେଲେଙ୍ଗାନାରେ କଂଗ୍ରେସ ସରକାର ଗଢ଼ିଲେ ଝିଅ ବାହାଘରରେ ଦେବେ ସୁନା ଗହଣା !

ଆଗକୁ ତେଲେଙ୍ଗାନା ନିର୍ବାଚନ ଆସୁଛି । ବିଭିନ୍ନ ଦଳମାନେ ଭୋଟ ପାଇଁ ଭିନ୍ନ ଭିନ୍ନ ଘୋଷଣା କରୁଛନ୍ତି ।  କଂଗ୍ରେସ ପକ୍ଷରୁ  ଝିଅଙ୍କ ବିବାହ ସମୟରେ ୧୦ ଗ୍ରାମର ସୁନା ଗହଣା ଦେବା ନେଇ ନିର୍ବାଚନୀ ଇସ୍ତାହାରରେ ଘୋଷଣା କରାଯାଇପାରେ ବୋଲି ଚର୍ଚା ହେଉଛି । ଏହାସହ ଛାତ୍ର ଛାତ୍ରୀମାନଙ୍କୁ…

ଶ୍ରୀଲଙ୍କାକୁ ୫ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ଲକ୍ଷ୍ନୌ :  ଶ୍ରୀଲଙ୍କାକୁ ୫ ଓ୍ବିକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ । ଚଳିତ ବିଶ୍ବକପରେ ଅଷ୍ଟ୍ରେଲିଆର ଏହା ହେଉଛି ପ୍ରଥମ ବିଜୟ । ଶ୍ରୀଲଙ୍କା ଦ୍ବାରା ରଖାଯାଇଥିବା ୨୧୦ ରନର ବିଜୟ ଲକ୍ଷ୍ୟକୁ ଅଷ୍ଟ୍ରେଲିଆ ୩୫.୧ ଓଭରରେ ହାସଲ କରିନେଇଥିଲା । ଦଳ ପକ୍ଷରୁ ଜସ୍ ଇଂଗଲିସ୍ ୫୮ ରନ କରିଥିବାବେଳେ…