ଆଜିର ରାଶିଫଳ

ମେଷ: ଛୋଟ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କର ସମାଜରେ ମାନ ସମ୍ମାନ ବଢ଼ିବ। ପାରିବାରିକ ସମ୍ବନ୍ଧରେ ସାମଞ୍ଜସ୍ୟ ବଜାୟ ରହିବ। ‌ ବୃଷ: ଦିନଟି ଅପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ବହୁରାଷ୍ଟ୍ରୀୟ ଉଦ୍ୟୋଗରେ ଚାକିରିର ସୁଯୋଗ ଆସିବ। ନିଜର ବଜେଟ…

ବିଶ୍ବକପରେ ଆଜି ଭାରତ, ପାକିସ୍ତାନ ମ୍ୟାଚ୍

ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମର ମୈଦାନ ପ୍ରସ୍ତୁତ  । ଭାରତ-ପାକିସ୍ତାନ ଖେଳାଳିମାନେ ପ୍ରସ୍ତୁତ । ଆଉ କିଛି ଘଣ୍ଟା ପରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ମ୍ୟାଚ ।  ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ପାକିସ୍ତାନ ଅଧିନାୟକ ବାବର ଆଜାମ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ…

ପବିତ୍ର ମହାଳୟାରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ

ଆଜି ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ଭୁବନେଶ୍ବର, ପୁରୀରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଶ୍ରାଦ୍ଧ ପାଇଁ ଲୋକେ ଶ୍ରୀମନ୍ଦିର ଉତ୍ତରଦ୍ବାର ନିକଟରେ ଶ୍ରଦ୍ଧାଳୁ ପିତୃପୁରୁଷଙ୍କୁ ଆବାହନ କରି ପିଣ୍ଡ…

‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ହେବ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ହେଉଛି ‘ଆମ ଓଡିଶା ନବୀନ ଓଡିଶା’  । ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ହେବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଦକ୍ଷତା ବିକାଶକୁ ଅଧିକ ଆକାଂକ୍ଷୀ କରିବାକୁ ହେବ

ନୂଆଦିଲ୍ଲୀ: ଦେଶ ପାଖରେ ଥିବା ସମ୍ବଳର ଉପଯୋଗ କରିବା ପାଇଁ ଯୁବ ଶକ୍ତି ଭଳି ଗୁରୁତ୍ତ୍ୱପୂର୍ଣ୍ଣ ଶକ୍ତିର ଆବଶ୍ୟକତା ରହିଛି । ଏହି ଯୁବଶକ୍ତି ଯେତେ ସଶକ୍ତ ହେବ ଦେଶର ବିକାଶ ସେତେ ଅଧିକ ହେବ ବୋଲି  ‘କୌଶଳ ଦୀକ୍ଷାନ୍ତ ସମାରୋହ-୨୦୨୩’ରେ ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ଉଦବୋଧନ ଦେଇଛନ୍ତି…

ଆଜି ଆନ୍ତର୍ଜାତୀୟ ଅଲମ୍ପିକ୍ ସମିତି ର 141ତମ ଅଧିବେଶନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ 141 ତମ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଅଧିବେଶନର ଉଦଘାଟନ କରିବେ। ଏହି ଅଧିବେଶନରେ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଭାପତି ଶ୍ରୀ ଥୋମାସ୍ ବାଚ୍ ଏବଂ ଆଇଓସିର ଅନ୍ୟ ସଦସ୍ୟମାନେ, ଭାରତୀୟ…

ଏକ ବିଭାଜିତ ବିଶ୍ୱ ମାନବତା ସମ୍ମୁଖୀନ ହେଉଥିବା ପ୍ରମୁଖ ଆହ୍ୱାନ ଗୁଡିକର ସମାଧାନ ଦେଇ ପାରିବ ନାହିଁ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ନୂଆଦିଲ୍ଲୀର ଯଶୋଭୂମି ଠାରେ ନବମ ଜି - ୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି ୨୦) କୁ ଉଦ୍‌ଘାଟନ କରିଛନ୍ତି । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ପାଇଁ ସଂସଦ' ଶୀର୍ଷକକୁ ନେଇ ଜି - ୨୦ ଅଧ୍ୟକ୍ଷତାର ବ୍ୟାପକ ଢାଞ୍ଚାରେ…