ଏକ ବିଭାଜିତ ବିଶ୍ୱ ମାନବତା ସମ୍ମୁଖୀନ ହେଉଥିବା ପ୍ରମୁଖ ଆହ୍ୱାନ ଗୁଡିକର ସମାଧାନ ଦେଇ ପାରିବ ନାହିଁ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ନୂଆଦିଲ୍ଲୀର ଯଶୋଭୂମି ଠାରେ ନବମ ଜି - ୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି ୨୦) କୁ ଉଦ୍‌ଘାଟନ କରିଛନ୍ତି । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ପାଇଁ ସଂସଦ' ଶୀର୍ଷକକୁ ନେଇ ଜି - ୨୦ ଅଧ୍ୟକ୍ଷତାର ବ୍ୟାପକ ଢାଞ୍ଚାରେ…

ବେଦବ୍ୟାସ ପୀଠ ପାଇଁ ପୁଣି ୧୪କୋଟି ୫୦ଲକ୍ଷ ଟଙ୍କା ଅନୁମୋଦନ

ରାଉରକେଲା : ବେଦବ୍ୟାସ ମନ୍ଦିରର ଉନ୍ନତିକରଣ ପାଇଁ ଅନୁମୋଦିତ ହୋଇଛି ଆଉ ୧୪ କୋଟି ୫୦ ଲକ୍ଷ ଟଙ୍କା । ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ଅର୍ଥରାଶି ଦେଇଥିବାରୁ ଖୁସି ପ୍ରକାଶ କରିଛନ୍ତି ଅଞ୍ଚଳବାସୀ  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଗତ ଜାନୁଆରୀ…

ସ୍ବଦେଶ ଫେରୁଛନ୍ତି ଇସ୍ରାଏଲରେ ଫସିଥିବା ଭାରତୀୟ

ନୂଆଦିଲ୍ଲୀ : ଇସ୍ରାଏଲରେ ଏବେ ଯୁଦ୍ଧ ପରିସ୍ଥିତି ।  ହମାସ ଆତଙ୍କବାଦୀମାନେ ରକେଟ ମାଡ କରୁଥିବା ବେଳେ ଗାଜାରେ ଇସ୍ରାଏଲ ସେନା ବୋମା ମାଡ଼ କରୁଛି । ସାଧାରଣ ଲୋକେ ଭୟରେ ଜୀବନ ବିତାଉଛନ୍ତି । ଏଭଳି ସମୟରେ ଇସ୍ରାଏଲରୁ ଫେରିଛନ୍ତି ୨୧୨ ଭାରତୀୟ । ଅପରେସନ ଅଜୟରେ ୨୧୨ ଜଣ ଭାରତୀଙ୍କୁ…

ଆସନ୍ତାକାଲି ଭାରତ ପାକିସ୍ତାନ ମ୍ୟାଚ: ଆଜି ମୁହାଁମୁହିଁ ହେବେ ନ୍ୟୁଜିଲାଣ୍ଡ ବାଂଲାଦେଶ

ଚେନ୍ନାଇ : ଚାଲିଛି କ୍ରିକେଟ ବିଶ୍ବକପ । ଆଜି ମୁହାଁମୁହିଁ ହେବେ ନ୍ୟୁଜିଲାଣ୍ଡ ବାଂଲାଦେଶ । ଶନିବାରର ଭାରତ ବିପକ୍ଷ ମୁକାବିଲା ପୂର୍ବରୁ ଦୁଇ ଦଳକୁ ନେଇ ଚାଲିଛି ଚର୍ଚା । ତେବେ ଆଜି ଅପରାହ୍ଣ ୨ଟାରେ ବିଶ୍ବକପ ଚେନ୍ନାଇ ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ । ନ୍ୟୁଜିଲାଣ୍ଡ ଦୁଇଟି…