ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର :ସରକାର  ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।  କୁଟୀର ଶିଳ୍ପର ବିକାଶ ପାଇଁ ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର ।  କୁଟୀର ଶିଳ୍ପର ବିକାଶ ପାଇଁ ଲକ୍ଷ ଲକ୍ଷ ଲୋକଙ୍କର ଜୀବିକାର ଉନ୍ନତି ପାଇଁ ଏପରି ଘୋଷଣା…

ଆରମ୍ଭ ହେଲା ବିଜେଡିର ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର: ପାଖେଇ ଆସୁଛି ନିର୍ବାଚନ  । ବିଜେଡି ପୁଣି ସରକାର ଗଠନ କରିବା ପାଇଁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ କରିଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ  ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର।…

ଇସ୍ରାଏଲରୁ ଉଦ୍ଧାର ହେବେ ଫସିଥିବା ଭାରତୀୟ

ଇସ୍ରାଏଲରେ ଫଶି ରହିଥିବା ଭାରତୀୟମାନଙ୍କୁ ଭାରତ ଫେରାଇ ଆଣିବାପାଇଁ  ଭାରତ ସରକାର ଆରମ୍ଭ କଲେ ଅପରେସନ ଅଜୟ । ଖୁବଶୀଘ୍ର ସେଠାରେ ଫସିରହିଥିବା ଭାରତୀୟ ସ୍ବଦେଶ ଫେରିବା ପାଇଁ ନିଷ୍ପତ୍ତି ହୋଇଛି । ସ୍ବଦେଶ ଫେରିଯିବାକୁ ଭାରତୀୟ ଦୂତାବାସରେ ନାମ ପଞ୍ଜିକରଣ କରିଥିବା ଭାରତୀୟମାନଙ୍କ ମଧ୍ୟରୁ…

ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ : ମାଲକାନଗିରିର ଏମଭି ୩ ବୁଲିଲେ ମୁଖ୍ୟମନ୍ତ୍ରୀ ନବୀନ

ମାଲକାନଗିରି:  ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା । ମାଲକାନଗିରି ଷ୍ଟାଡିୟମରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବା ପରେ ନିଜେ ବସରେ ବସି ଏମଭି-୩ ଯାଇଥିଲେ ମୁଖ୍ୟମନ୍ତ୍ରୀ । ଉଭୟ ପାର୍ଶ୍ବରେ ଶହ ଶହ ଜନତାଙ୍କୁ ହାତ…