ବସ୍‌ କର୍ମଚାରୀ ମାନଙ୍କ ସହ 5T ସଚିବଙ୍କ ଆଲୋଚନା

ଭୁବନେଶ୍ୱର: ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍ । ଏହି ଅବସରରେ ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ଫାଇଭ-ଟି ସଚିବ । ୩-ଏସ୍ ସୁରକ୍ଷା, ସୁବିଧା ଓ ସମ୍ମାନ ଉପରେ 5T ସଚିବ…

ନେଦରଲ୍ୟାଣ୍ଡସକୁ ୯୯ ରନରେ ହରାଇଲା ନ୍ୟୁଜିଲାଣ୍ଡ

ଦିନିକିଆ ବିଶ୍ୱକପର ଷଷ୍ଠ ମୁକାବିଲାରେ ନ୍ୟୁଜିଲାଣ୍ଡ ନେଦରଲ୍ୟାଣ୍ଡସକୁ ୯୯ ରନରେ ପରାଜିତ କରିଛି । ହାଇଦ୍ରାବାଦର ରାଜୀବ ଗାନ୍ଧି ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ନେଦରଲ୍ୟାଣ୍ଡସର ଅଧିନାୟକ ସ୍କଟ ଏଡୱର୍ଡସ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ ।…

୫ ରାଜ୍ୟ ପାଇଁ ଘୋଷଣା ହେଲା ନିର୍ବାଚନ ତାରିଖ

୫ ରାଜ୍ୟ ପାଇଁ ଘୋଷଣା ହେଲା ନିର୍ବାଚନ ତାରିଖ । ମଧ୍ୟପ୍ରଦେଶ ସହିତ ରାଜସ୍ଥାନ, ଛତିଶଗଡ, ତେଲେଙ୍ଗାନା ଓ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ । ମିଜୋରାମ ରେ ନଭେମ୍ବର ୭ ତାରିଖ,ମଧ୍ୟପ୍ରଦେଶ ରେ ନଭେମ୍ବର ୧୭ ତାରିଖ,ରାଜସ୍ଥାନ ରେ ନଭେମ୍ବର ୨୩…