ଆଜିଠୁ ଆରମ୍ଭ ହେଉଛି ଓ୍ବାର୍ମଅପ ମ୍ୟାଚ୍ : ପ୍ରଥମ ଦିନରେ ୩ଟି ମ୍ୟାଚ୍

ଆଜିଠୁ ଆରମ୍ଭ ହେଉଛି ଓ୍ବାର୍ମଅପ ମ୍ୟାଚ୍  ।  ପ୍ରଥମ ଦିନରେ ୩ଟି ମ୍ୟାଚ୍   । ଦିନିକିଆ କ୍ରିକେଟ ବିଶ୍ବକପ ପାଇଁ ଆରମ୍ଭ ହୋଇଗଲାଣି କାଉଣ୍ଟଡାଉନ୍  । ଭାରତୀୟ ଦଳ ଦୁଇଟି ଓ୍ବାର୍ମ ଅପ୍ ମ୍ୟାଚ୍ ଖେଳିବ। ଶୁକ୍ରବାର ନ୍ୟୁଜିଲାଣ୍ଡ ସହିତ ଓ  ଅକ୍ଟୋବର ୩ରେ ନେଦରଲ୍ୟାଣ୍ଡ ବିପକ୍ଷରେ ଖେଳିବ…

ଆଜିର ରାଶିଫଳ

ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ। ବୃଷ: ପାରିବାରିକ ସମସ୍ୟା ଦେଖା ଦେବ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ…

୧୦ ମିଟର ଏୟାର ପିସ୍ତଲ ଦଳକୁ ସ୍ବର୍ଣ୍ଣ

ହାଙ୍ଗଝୌ: ଚଳିତ ଏସୀୟ କ୍ରୀଡ଼ାରେ ଭାରତ ପଦକ ତାଲିକାରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ, ରୌପ୍ୟ ଓ କାଂସ୍ୟ ଯୋଡ଼ି ହୋଇଛି। ଭାରତକୁ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଦଳ ଗୁରୁବାର ସ୍ବର୍ଣ୍ଣ ଭେଟି ଦେଇଛି। ସରାବଜୋତ ସିଂହ, ଅର୍ଜୁନ ସିଂହ ଚୀମା ଓ ଶିବ ନରୱାଲଙ୍କୁ ନେଇ ଗଠିତ ଭାରତୀୟ ଦଳ ୧୭୩୪…

ଆଇସିସି ବିଶ୍ବକପ ପାଇଁ ଭାରତୀୟ ଦଳ

ଭାରତ ଦ୍ୱାରା ଆୟୋଜିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍ ୨୦୨୩ର ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ୫ରୁ ଏହି ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ। ଭାରତୀୟ ଦଳକୁ ବିଶ୍ୱକପ ପୂର୍ବରୁ ୨ଟି ଅଭ୍ୟାସ ମ୍ୟାଚ୍ ଖେଳିବାକୁ ପଡିବ। ସେପ୍ଟେମ୍ବର ୩୦ରେ ଦଳକୁ ଗୌହାଟୀରେ ଇଂଲଣ୍ଡ ବିପକ୍ଷରେ ପ୍ରଥମ…

ମଣିପୁରରେ ତେଜିଲା ହିଂସାତ୍ମକ ଆନ୍ଦୋଳନ

ଇମ୍ପାଲ: ମଣିପୁରରେ ୨ ଛାତ୍ରଙ୍କ ହତ୍ୟା ଘଟଣାକୁ ବିରୋଧ କରି ପୁଣିଥରେ ହିଂସା ଓ ଆନ୍ଦାଳନ ତେଜିଛି। ବିଭିନ୍ନ ଛାତ୍ର ସଂଗଠନ ଦ୍ବାରା ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯାଉଛି। ଗତରାତିରେ ଆନ୍ଦୋଳନକାରୀମାନେ ଉରିପକ୍‌, ୟେସକୁଲ, ସାଗୋଲବନ୍ଦ୍‌ ଏବଂ ତେରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ସହ ସଂଘର୍ଷ…