ଦାନା ବାନ୍ଧୁଛି ଲଘୁଚାପ, ୩୦ ତାରିଖରୁ ବଢ଼ିବ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।…

ବିଶିଷ୍ଟ କୃଷିବିଜ୍ଞାନୀ ଏମ.ଏସ. ସ୍ବାମୀନାଥନଙ୍କ ପରଲୋକ

ସବୁଜ ବିପ୍ଲବର ଜନକ ଏମଏସ ସ୍ବାମୀନାଥନଙ୍କ ୯୮ ବର୍ଷ ବୟସରେ  ହୋଇଛି ପରଲୋକ । ଜଣେ ଅନ୍ତର୍ଜାତୀୟ ସ୍ତରର କୃଷିଅର୍ଥନୀତିଜ୍ଞ, କୃଷି ବିଜ୍ଞାନୀ ଓ ପ୍ଲାଣ୍ଟ ଜେନେଟିସିଷ୍ଟ ଭାବେ ଖ୍ୟାତି ଅର୍ଜନ କରିଥିଲେ ସ୍ବାମୀନାଥନ । ଗହମ ଓ ଧାନକୁ ଅଧିକ ଉତ୍ପାଦନକ୍ଷମ କରିବା ଦିଗରେ ସେ ପ୍ରମୁଖ ଭୂମିକା…

ବାଚସ୍ପତିଙ୍କ ପୋଡିୟମ ଉପରକୁ ଡ଼ାଲି ପକାଇ ୨ ବିଜେପି ବିଧାୟକ ନିଲମ୍ବିତ

ଭୁବନେଶ୍ୱର : ବିଧାନସଭାରେ ଗୃହ କାର୍ଯ୍ୟ ଚାଲୁଥିବା ବେଳେ ଦୁଇ ବିଜେପି ବିଧାୟକ ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଫୋପାଡିଥିଲେ ଡ଼ାଲି । ପଲିଥିନରେ ଆଣିଥିବା ଡାଲି ଦେଖାଇ ପୋଡିୟମ ଉପରକୁ ଫିଙ୍ଗିଥିଲେ ।  ଡାଲି ଫିଙ୍ଗିଥିବା ଦୁଇ ବିଧାୟକଙ୍କୁ ନିଲମ୍ବନ କରିବାକୁ ପ୍ରସ୍ତାବ ଆସିଥିଲା । ଆଉ ଏହି…

ଚନ୍ଦନ ଓ ତାଙ୍କ ଝିଅ ବୈତରଣୀ ନଦୀକୁ ଡେଇଁବା ପରେ ପରିବାରରେ ଶୋକର ଛାୟା

ଭଦ୍ରକ: ଵାଲିପୋଖରୀ ପଞ୍ଚାୟତ ପରମାନନ୍ଦପୁର ଗାଁର ଚନ୍ଦନ ସାହୁ ଓ ତାଙ୍କ ଅଢ଼େଇ ବର୍ଷର ଝିଅ ନଦୀକୁ ଡେଁଇବାକୁ ନେଇ ତାଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି । ଫୋନ୍‌ରେ ନିଜ ଭଉଣୀକୁ ନିଜ ଝିଅକୁ ଧରି ନଦୀକୁ ଡେଇଁବାକୁ ଯାଉଛି ବୋଲି କହିଥିବା ଭିଡିଓ ଏବେ  ଭାଇରାଲ  ହେଉଛି। ବୈତରଣୀ ନଦୀର…