ଜାନୁଆରି ୨୨ରେ ହେବ ଅଯୋଧ୍ୟା ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା

ଜାନୁଆରି ୧୪ରେ ମକର ସଂକ୍ରାନ୍ତି ପରେ ରାମଲଲାଙ୍କ ପୂଜା ପ୍ରକ୍ରିୟା ଆରମ୍ଭ କରିବା ଏବଂ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ୧୦ ଦିନିଆ ରୀତିନୀତି ପାଳନ କରିବାକୁ ମନ୍ଦିର ଟ୍ରଷ୍ଟ ନିଷ୍ପତ୍ତି ନେଇଛି। ଅଯୋଧ୍ୟାରେ ରାମଲଲାଙ୍କ ମୂର୍ତ୍ତିରେ ‘ପ୍ରାଣପ୍ରତିଷ୍ଠା’ ପରେ ଜାନୁଆରି ୨୪ରେ ଭକ୍ତଙ୍କ ପାଇଁ…

ବିଧାନସଭାରେ ଅଚଳାବସ୍ଥା ଜାରି

ଚଳିତ  ଅଧିବେଶନରେ ମୋଟ୍‌ ୮ଟି କାର୍ଯ୍ୟ ଦିବସ ରହିଛି  । କିନ୍ତୁ ୩ ଦିନ ଧରି ଗୃହ ଠିକ୍‌ ଭାବେ ଚାଲିପାରିନାହିଁ । ଗୋଟିଏ ଦିନ ବିଧାନସଭା ଚାଲିଲେ ପ୍ରାୟ ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି  । ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିଜେପି ବିଧାୟକମାନେ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିବାରୁ…

୩ୟ ଦିନିକିଆ ପାଇଁ ଟିମ ଇଣ୍ଡିଆ ପହଁଚିଲା ରାଜକୋଟରେ

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆସନ୍ତାକାଲି  ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ୍   ରାଜକୋଟରେ ଖେଳାଯିବ। ସମସ୍ତ ଖେଳାଳି ଆଜି ପ୍ରାକ୍ଟିସ କରିଥିବା ବେଳେ କିଛି ଖେଳାଳି ବିଶ୍ରାମ ନେଇପାରନ୍ତି । ପ୍ରଥମ ଦୁଇଟି ମ୍ୟାଚରେ ବିଶ୍ରାମ ନେଇଥିବା  ଅଧିନାୟକ ରୋହିତ ଶର୍ମା ଓ ତାରକା…

ହରଡ଼ ଓ ବିରି ଡାଲି ଷ୍ଟକ୍ ସୀମା ହ୍ରାସ କରି ୫୦ ମେଟ୍ରିକ୍ ଟନ୍ କରାଗଲା

ନୂଆଦିଲ୍ଲୀ: ଡାଲି ଦର ବୃଦ୍ଧିକୁ ନେଇ ଜନସାଧାରଣ ଅସନ୍ତୋଷ ପ୍ରକାଶ କରିବା ପରେ କେନ୍ଦ୍ର ସରକାର କଡା ନିର୍ଦେଶ ଜାରି କରିଛନ୍ତି । ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୨୦୨୩ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ହରଡ଼ ଓ ବିରି ଡାଲି ପାଇଁ ଷ୍ଟକ୍ ସୀମା ଧାର୍ଯ୍ୟ କରାଯାଇଛି । ହୋଲସେଲର…

ପ୍ରଭାତ ବିଶ୍ୱାଳଙ୍କ ନାଁରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍

ସିସୋର ଚିଟଫଣ୍ଡ ଠକେଇ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ନାଁରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ ହୋଇଛି । ଭୁବନେଶ୍ୱର ପିଏମଏଲଏ କୋର୍ଟରେ ଚାର୍ଜସିଟ ଦାଖଲ ହୋଇଛି । କଟକ-ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ବିରୋଧରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ ହୋଇଥିବାରୁ ତାଙ୍କ ପାଇଁ…

ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ

ମାହାଙ୍ଗା ଡବଲ ମର୍ଡର ଘଟଣାରେ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ବଢିଲା ଅଡୁଆ । ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର ଜେଏମଏଫସି କୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଜାନୁୟାରୀ ୨୦୨୧ରେ ମାହାଙ୍ଗାରେ ଘଟିଥିଲା ଡବଲ୍ ମର୍ଡର । ଏହି ଘଟଣାରେ କୁଳମଣି ବରାଳ ଏବଂ ଦିବ୍ୟସିଂହ…