ଚାଷୀ ପାଇଲେ କାଳିଆ ସହାୟତା

ଭୁବନେଶ୍ଵର:  ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ…

ଲୋକସଭାରେ ଗୃହୀତ ହେଲା ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ : ଲୋକସଭାରେ ଗୃହୀତ ହେଲା ମହିଳା ସଂରକ୍ଷଣ ବିଲ୍ । ମହିଳାମାନଙ୍କୁ ବିଧାନସଭା ଓ ଲୋକସଭାରେ ସଂରକ୍ଷଣ  ପ୍ରଦାନ କରୁଥିବା ‘ନାରୀ ଶକ୍ତି ବନ୍ଦନା ବିଲ୍’ ଦୁଇ ତୃତୀୟାଂଶ ସଦସ୍ୟଙ୍କ ସମର୍ଥନ ସହ ଲୋକସଭାରେ ଗୃହୀତ ହୋଇଛି । ଏହି ବିଲର ସମର୍ଥନରେ ୪୫୪ଟି ଭୋଟ ପଡ଼ିଥିବାବେଳେ ବିପକ୍ଷରେ…

ବାଚସ୍ପତି ପ୍ରାର୍ଥୀ ହେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ଯାଜପୁର ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି | ନୂଆଁଖାଇ ପାଇଁ ୨୧ ପରିବର୍ତ୍ତେ ୨୨ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ୨୧ ତାରିଖରେ ନାମାଙ୍କନ ଦାଖଲ ହେବାକୁ ଥିବା…

ସାଧାରଣତନ୍ତ୍ର ଦିବସରେ ଅତିଥି ହେବେ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ: ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପାଇଁ ଆମେରିକା ରାଷ୍ଟ୍ରପତିଙ୍କୁ ଅତିଥି କରିବାକୁ ଚାହୁଁଛି ଭାରତ । ଏନେଇ ନିମନ୍ତ୍ରଣ ମଧ୍ୟ ପଠାଇଛି ଭାରତ । ଯଦି ଜୋ ବାଇଡେନ ରାଜି ହୁଅନ୍ତି ତେବେ ଆସନ୍ତା ସାଧାରଣତନ୍ତ୍ରୀ ଦିବସରେ ମୁଖ୍ୟ ଅତିଥି ହେବେ ବାଇଡେନ ।  ଏସମ୍ପର୍କରେ ଆମେରିକା…