ଭୋପାଳରେ ହେବାକୁ ଥିବା INDIA ମେଣ୍ଟର ରାଲି ରଦ୍ଦ

ଭୋପାଳ: ସନାତନ ଧର୍ମକୁ ନେଇ ବିରୋଧୀ ମେଂଟରେ ଫାଟ ।  ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ହେବାକୁଥିବା ଇଣ୍ଡିଆ ମେଣ୍ଟର ପ୍ରଥମ ରାଲି ରଦ୍ଦ କରିବା ଘୋଷଣା କରିଛନ୍ତି କମଲନାଥ । କମଲନାଥ କହିଛନ୍ତି ଭୋପାଳରେ ହେବାକୁ ଥିବା ବୈଠକ ରଦ୍ଦ ହୋଇଯାଇଛି । କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ…

କଟକରେ ୩୪୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ: କଟକ ବିକାଶରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ୩୪୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ୨ଶହ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକାର୍ପିତ ହୋଇଛି ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ । ନେତାଜୀ…

ଠିକା ନିଯୁକ୍ତି ନେଇ ବିଜେଡିର କଡ଼ା ଜବାବ

ଭୁବନେଶ୍ବର: ବିଜେପି ଏବଂ କଂଗ୍ରେସକୁ କଡା ଜବାବ ଦେଇଛି ବିଜେଡି ।  ଠିକା ନିଯୁକ୍ତି ନେଇ ରାଜ୍ୟ ବିଜେପି ଓ କଂଗ୍ରେସଯେଉଁ କଥା କହୁଛନ୍ତି ଅନ୍ୟ ରାଜ୍ୟରେ କିନ୍ତୁ ତାହା ପାଳନ କରୁନାହାଁନ୍ତି ।  ଉଭୟ ଦଳକୁ ଟାର୍ଗେଟ୍ କଲେ ବିଜେଡି ସାଂସଦ ସସ୍ମିତ ପାତ୍ର । ଠିକା ନିଯୁକ୍ତି ପାଇଁ ଗୁଜରାଟ…

ଗଠନ ହେଲା ବିଜୁ ଶ୍ରମିକ ସାମ୍ମୁଖ୍ୟ

ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ବିଜୁ ଶ୍ରମିକ ସାମ୍ମୁଖ୍ୟ । ପ୍ରଣବ ପ୍ରକାଶ ଦାସଙ୍କୁ ସାମ୍ମୁଖ୍ୟର ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ଦେଲେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ସେହିଭଳି ଉପଦେଷ୍ଟା ଭାବେ ଦେବାଶିଷ ସାମନ୍ତରାୟ ଏବଂ ପ୍ରଭାସ କୁମାର ସିଂଙ୍କୁ ନିଯୁକ୍ତି ପ୍ରଦାନ…

ବିଜୁ ପଟ୍ଟନାୟକଙ୍କ କନ୍ୟା ଗୀତା ମେହେଟ୍ଟାଙ୍କ ପରଲୋକ

ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟାଙ୍କର  ୮୦ ବର୍ଷ ବୟସରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ସେ ହେଉଛନ୍ତି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କନ୍ୟା । ସେ…