Trending
- ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ -ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
- ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା
- ପେଟ୍ରୋଲ ଓ ଡିଜେଲକୁ ନେଇ ଟାଙ୍କିମାନଙ୍କୁ ଆସିଛି ନିର୍ଦ୍ଦେଶ,ଚାରି ଚକିଆ ବାହାନ ପାଇଁ ୪୫ ରୁ ୫୦ ଲିଟର ଦେବାକୁ ଆସିଛି ନିର୍ଦ୍ଦେଶ
- ବାଲିଅନ୍ତା ସୌମ୍ୟଙ୍କୁ ପିଟିପିଟି ହତ୍ୟା ମାମଲା, ୧୬ ଜଣ ଅଭିଯୁକ୍ତଙ୍କ ତାଲିକା ପ୍ରସ୍ତୁତ କରିଛି କ୍ରାଇମବ୍ରାଞ୍ଚ ଟିମ
- ବାଲିଅନ୍ତା ସୌମରଞ୍ଜନ ସ୍ୱାଇଁ ହତ୍ୟା ଘଟଣା,ଘଟଣାକୁ ମଧ୍ୟ ଭିଡ଼ ହିଂସା କହିହେବ ନାହିଁ -କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର
- 45 ଦିନ ମଧ୍ୟରେ ସୀମାରେ ଥିବା ଜମି ସୀମା ସୁରକ୍ଷା ବାହିନୀକୁ ହସ୍ତାନ୍ତର କରାଯିବ
- ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
- ଆଜିଠୁ ପୁଣି ଥରେ ଖୋଲିବ ବଡ଼ଦେଉଳର ରତ୍ନ ଭଣ୍ଡାର,ଏସ୍ଓପି ଆଧାରରେ ଆରମ୍ଭ ହେବ ଗଣତି ପ୍ରକ୍ରିୟା
- ଗାଡ଼ି ଅଟକାଇବାରୁ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଖଣି ମାଫିଆ
- ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜୋସେଫ ବିଜୟ
ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସମୀକ୍ଷା ବୈଠକ
ଭୁବନେଶ୍ବର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ନେଇ ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…
ଅପରାଧିକ ମାମଲାରେ ମିଡିଆ ଟ୍ରାଏଲ ଉଚିତ ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଅପରାଧିକ ମାମଲାରେ ମିଡିଆ ଟ୍ରାଏଲ ଠିକ୍ ନୁହେଁ । ଏହା ନ୍ୟାୟାଳୟ କ୍ଷେତ୍ରରେ ହସ୍ତକ୍ଷେପ କରୁଛି । ଏହାକୁ ନେଇ ଶୁଣାଣି ବେଳେ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ପୋଲିସ ମିଡିଆ ବ୍ରିଫିଂ ଉପରେ ବିସ୍ତୃତ ଗାଇଡଲାଇନ…
କେରଳରେ ନିପା ଭୟରେ ୭ ଗାଁ କଣ୍ଟେନମେଣ୍ଟ ଜୋନ୍ : କୋଝିକୋଡ଼ରେ ସମସ୍ତ ସ୍କୁଲ୍ ବନ୍ଦ
କେରଳ: କେରଳର କୋଝିକୋଡ଼ ଜିଲ୍ଲାରେ ୨ ଜଣଙ୍କ ନିପା ଭାଇରସ୍ରେ ମୃତ୍ୟୁ ହେବାପରେ ରାଜ୍ୟରେ ଲୋକମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । କୋଝିକୋଡ଼ ଜିଲ୍ଲାରେ ଜଣେ ୯ ବର୍ଷୀୟ ଶିଶୁ ସମେତ ମୋଟ୍ ୪ ଜଣ ନିପା ଭାଇରସ୍ରେ ଆକ୍ରାନ୍ତ ହେବାପରେ ସଂକ୍ରମଣ ରୋକିବା ଦିଗରେ ବ୍ୟାପକ ପଦକ୍ଷେପ…
ଅନନ୍ତନାଗରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ :୨ ଆର୍ମି ଅଫିସର, ଜଣେ ଡିଏସ୍ପି ସହିଦ
ଶ୍ରୀନଗର : ଜମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଅନନ୍ତନାଗ ଜିଲ୍ଲାର କୋକେରନାଗ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା। ସୁରକ୍ଷାକର୍ମୀ…
ତାତିଲେ ଛାତ୍ର ସଂଗଠନ, ଆନ୍ଦୋଳନ ପାଇଁ ଧମକ
ଭୁବନେଶ୍ବର: ରାଜ୍ୟ ସରକାର ଲଗାତର ଷଷ୍ଠ ବର୍ଷ ପାଇଁ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ତରରେ ହେଉଥିବା ଛାତ୍ର ସଂସଦ ନିର୍ବାଚନକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ଜାରି କରିଥିବା ଶିକ୍ଷା ବର୍ଷ କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ସୂଚନା…
ବିଭିନ୍ନ ସ୍ଥାନରେ ବର୍ଷା ଜାରି
ଭୁବନେଶ୍ବର: ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ୧୭ ଏବଂ ୧୮ ତାରିଖରେ ବର୍ଷାର ପରିମାଣ କମିବା ସହ ପୁଣି ୧୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ତେବେ ରେଡ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ…