ଧର୍ମେନ୍ଦ୍ର ବି ପରିବାରବାଦ ରାଜନୀତିରୁ ଆସିଛନ୍ତି

ପରିବାରବାଦକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନକୁ ନେଇ ସମାଲୋଚନା କରିଛି ବିଜେଡି । ପରିବାରବାଦ ଉପରେ ଧର୍ମେନ୍ଦ୍ରଙ୍କ ମନ୍ତବ୍ୟ ହାସ୍ୟାସ୍ପଦ କହିଲା ବିଜେଡି । ଧର୍ମେନ୍ଦ୍ର ବି ପାରିବାରିକ ରାଜନୀତିରୁ ଆସିଛନ୍ତି ଏବଂ ରାଜନୈତିକ ପରିବାରର ସୁବିଧାକୁ ଉପଭୋଗ କରିଛନ୍ତି ।…

ଆଜି ସ୍ବାୟତ୍ତ ଶାସନ ଦିବସ

ଭୁବନେଶ୍ବର: ଆଜି ସ୍ବାୟତ୍ତ ଶାସନ ଦିବସ  । ଏହି ଦିବସ ପାଳନ କରିବାକୁ ବିଏମ୍‌ସି ଜୋରଦାର ପ୍ରସ୍ତୁତି ଚଳାଇଛି। ବିଏମ୍‌ସି-ଆଇସିଓଏମ୍‌ସି କୋଠାକୁ ରଙ୍ଗୀନ ଆଲୋକମାଳାରେ ସଜା ଯାଇଥିବା ବେଳେ ପରିସରକୁ ସଫା କରିଛି । ଆଜି ୮ଟା ବେଳେ ଏଠାରେ ପତାକା ଉତ୍ତୋଳନ ହେବ। ବିଏମ୍‌ସିକୁ ଆସିଥିବା ନୂଆ…

ଆଜିର ରାଶିଫଳ

ମେଷ: ଆପଣଙ୍କୁ ଉନ୍ନତିର କୌଣସି ନୂଆ ସାଧନ ମିଳିବ। ଆତ୍ମବିଶ୍ବାସ ବଢ଼ିବ। ବୈବାହିକ ଜୀବନ ସୁଖଦ ହେବ। ବ୍ୟବସାୟ ସୁରୁଖୁରୁରେ ଚାଲିବ। ପରୀକ୍ଷାରେ ଭଲ କରିବେ। ବୃଷ: ସ୍କୁଲ ଜୀବନର ସାଙ୍ଗ ଠାରୁ ଫୋନ ଆସିବ। ମନ ଚାହୁଁଥିବା କାମରେ ସଫଳତା ପାଇବେ। ପୁତ୍ର ପକ୍ଷରୁ ଖୁସି ଖବର ପାଇବେ।…

ଲଞ୍ଚପ୍ୟାଡରେ PSLV-C57 ରକେଟ୍ ପ୍ରସ୍ତୁତ

ଶନିବାର ଉତକ୍ଷେପଣ ହେବ ଆଦିତ୍ୟ-L1 । ଲଞ୍ଚପ୍ୟାଡରେ PSLV-C57 ରକେଟ୍ ପ୍ରସ୍ତୁତ ।  ଆଦିତ୍ୟ-L1 ଆସନ୍ତା ଶନିବାର ଦିନ ୧୧ଟା ୫୦ ରେ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଉତକ୍ଷେପଣ ହେବାକୁ ଥିବା ବେଳେ, ଗତରାତିରେ ୨ ନମ୍ବର ଲଞ୍ଚପ୍ୟାଡକୁ ନିଆଯାଇଛି ଏହି ବିଶାଳ ରକେଟ୍ । …

ସୂର୍ଯ୍ୟ ମିଶନର ଫଟୋ ଜାରି କଲା ଇସ୍ରୋ,ସବୁଠି ଉତ୍ସାହ

ଶ୍ରୀହରିକୋଟା: ସୂର୍ଯ୍ୟ ମିଶନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି । ଟ୍ବିଟର ପେଜରେ ଇସ୍ରୋ ପୋଷ୍ଟ କରିଛି ଏହାର ପ୍ରଥ ଫଟୋ । ଆସନ୍ତା ୨ ତାରିଖରେ ଲଞ୍ଚିଂ ଥିବା ବେଳେ ଇସ୍ରୋ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ଦ୍ବିତୀୟ ଲଞ୍ଚ ପ୍ୟାଡରୁ ଦିନ ୧୧ଟା ୫୦ରେ…

ଅଶାନ୍ତ ହୋଇଛି ମଣିପୁର ଗୁଳିମାଡ଼ରେ ଦୁଇ ଜଣଙ୍କ ମୃତ୍ୟୁ

ମଣିପୁର: ଅଶାନ୍ତ ହୋଇଛି ମଣିପୁର । ବିଷ୍ଣୁପୁର-ଚୁରାଚାନ୍ଦପୁର ସୀମାରେ ହୋଇଛି ଗୁଳିମାଡ଼ । ଗୁଳିମାଡ଼ରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ନରଣସୈନା ଗାଁର କିଛି ଚାଷୀ ଜମିରେ କାମ କରୁଥିବା ବେଳେ ହଠାତ୍ ୭ ଜଣ…

କେତେବେଳେ ରାକ୍ଷୀ ବାନ୍ଧିଲେ ଶୁଭ

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଜ୍ୟୋତିଷ ଶାସ୍ତ୍ର ଅନୁସାରେ କାଲି ଶ୍ରୀମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳନ ହେବ ।  ଶ୍ରୀମନ୍ଦିର ରୀତିନୀତି ସ୍ୱତନ୍ତ୍ର ହୋଇଥିବାରୁ କାଲି ସୂର୍ଯ୍ୟ ଉଦୟ ପରେ ପୂର୍ଣ୍ଣମୀ ତିଥି ରହିଥିବାରୁ  ମହାପ୍ରଭୁଙ୍କର ରକ୍ଷାବନ୍ଧନ ନୀତି ସମ୍ପନ୍ନ ହେବ । ତେବେ…

ଆଜିର ରାଶିଫଳ

ମେଷ: ଆପଣଙ୍କ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ବନ୍ଧୁଙ୍କ ପରାମର୍ଶ ନେବା ଲାଭପ୍ରଦ ହେବ। ରାଜନେତା ସମାରୋହକୁ ଯିବାର ମଉକା ପାଇବେ। ‌ ବୃଷ: ଧର୍ମକାର୍ଯ୍ୟରେ ମନ ଲାଗିବ। ଅଫିସ କାମରେ ଦୂର ସ୍ଥାନକୁ ଯାଇପାରନ୍ତି। ପରିବାରରେ ସବୁ ଲୋକ ଆପଣଙ୍କ ଉପରେ ଖୁସି ରହିବେ।…

ମଲ୍ଲିକାର୍ଜୁନ ଖଡ଼ଗେ ହୋଇପାରନ୍ତି ଇଣ୍ଡିଆ ମେଣ୍ଟର ସଂଯୋଜକ

ଲୋକସଭା ନିର୍ବାଚନରେ ​​ବିଜେପିକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ୨୬ଟି ଦଳ  ଇଣ୍ଡିଆନ ନ୍ୟାସନାଲ ଡେମୋକ୍ରାଟିକ ଇନ୍କଲୁସିଭ ଆଲାଏନ୍ସ (ଇଣ୍ଡିଆ) ଗଠନ କରିଛନ୍ତି | ବିରୋଧୀ ଦଳର ପ୍ରଥମ ବୈଠକ ୨୩ ଜୁନ୍ ଦିନ ପାଟନାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

ଚନ୍ଦ୍ରରେ ସଲଫର ସହ ଅକସିଜେନ ରହିଛି

ଚନ୍ଦ୍ରର ଦକ୍ଷିଣ ମେରୁରେ ବିଚରଣ କରୁଥିବା ରୋଭର ପ୍ରଜ୍ଞାନ ସଲଫର ସହିତ ଆଲୁମିନିୟମ, କ୍ୟାଲସିୟମ, ଫେରସ, କ୍ରୋମିୟମ, ଟିଟାନିୟମ, ମାଙ୍ଗାନିଜ, ସିଲିକନ ଓ ଅକ୍ସିଜେନର ସନ୍ଧାନ କରିଛି । ରୋଭର ପ୍ରଜ୍ଞାନରେ ଲାଗିଥିବା LIBS ନାମକ ଏକ ଯନ୍ତ୍ର ଏହା ସ୍ପଷ୍ଟ କରିଛି । ଚନ୍ଦ୍ରରେ ହାଇଡ୍ରୋଜେନ୍‌…