5T ସଚିବଙ୍କ ଅଚାନକ ଗଜପତି ଗସ୍ତ

ଗଜପତି: 5T ସଚିବ ଭି.କେ. ପାଣ୍ଡିଆନଙ୍କ ଅଚାନକ ଗଜପତି ଗସ୍ତ । ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ରୋଗୀଙ୍କ ସହ ଆଲୋଚନା କରିଥିଲେ । ଡାକ୍ତରଖାନା ପକ୍ଷରୁ ଦିଆଯାଉଥିବା ସୁବିଧା ଓ ରୋଗୀସେବା କିପରି ଚାଲିଛି ସେନେଇ ଉଭୟ ରୋଗୀ ଓ ଡାକ୍ତରଙ୍କୁ ପଚାରି ବୁଝିଥିଲେ ।…

ରାଷ୍ଟ୍ରପତି ଶାସନ ଲାଗୁ ହେବ କି ପଞ୍ଜାବରେ ?

ପଞ୍ଜାବରେ ଆମ୍‌ ଆଦମୀ ପାର୍ଟି (ଆପ୍‌) ସରକାର ଏବଂ ରାଜ୍ୟପାଳଙ୍କ ମଧ୍ୟରେ ବିବାଦ ତୀବ୍ର ହେବାରେ ଲାଗି ଥିବାରୁ ଆଗାମୀ ଦିନରେ ରାଷ୍ଟ୍ରପତି ଶାସନ ଲାଗୁ ହେବାର ସଂଭାବନା ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ବାରମ୍ବାର ରାଜ୍ୟପାଳଙ୍କ ନିର୍ଦେଶ ମାନୁନଥିବାରୁ  ରାଜ୍ୟପାଳ ଚେତାବନୀ ଦେଇଛନ୍ତି ଯେ…

ନିରଜ ଫାଇନାଲରେ ‌

ସ୍ବିଡେନର ବୁଡାପେଷ୍ଟରେ ଚାଲିଥିବା ବିଶ୍ବ ଆଥଲେଟିକ୍ସ ଚମ୍ପିୟାନସିପରେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି ନିରଜ ।  ନିରଜ ଜାଭେଲିନ୍ ଥ୍ରୋ ପ୍ରତିଯୋଗିତାରେ ଫାଇନାଲରେ ନିଜର ସ୍ଥାନ ବଜାୟ ରଖିଛନ୍ତି।ନିରଜ  ତାଙ୍କ ପ୍ରଥମ ପ୍ରୟାସରେ ୮୮.୭୭ ମିଟର ଜାଭେଲିନ୍ ଥ୍ରୋ କରି ଫ‌ାଇନାଲକୁ ପ୍ରବେଶ କରି…

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରି…

ଆଜିର ରାଶିଫଳ

ମେଷ: ମନ ଶାନ୍ତ ରହିବ। ଲୋକମାନଙ୍କ ସହିତ ଗୂଢ଼ କଥା ଆଲୋଚନା କରିବାର ଅବସର ପାଇବେ। ଷ୍ଟିଲ୍ ବ୍ୟବସାୟୀଙ୍କ ହାତକୁ ବଡ଼ କାମ ଆସିବ ବୃଷ: ଇଚ୍ଛା ପୂରା କରିବା ପ୍ରୟାସରେ ସଫଳ ହେବେ। ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ…

ଚନ୍ଦ୍ରଯାନ-୩’ର ବୈଜ୍ଞାନିକ ଟିମ୍‌କୁ ଭେଟିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଇସ୍ରୋ’ର ‘ଟେଲିମେଟ୍ରି ଟ୍ରାକିଙ୍ଗ୍‌ ଆଣ୍ଡ୍‌ କମାଣ୍ଡ ନେଟ୍‌ୱାର୍କ ମିସନ୍‌ କଣ୍ଟ୍ରୋଲ୍‌ କମ୍ପ୍ଲେକ୍ସ୍‌’ରେ ‘ଚନ୍ଦ୍ରଯାନ-୩ ଅଭିଯାନ’ରେ କାର୍ଯ୍ୟ କରିଥିବା ବୈଜ୍ଞାନିକମାନଙ୍କୁ ଭେଟିଛନ୍ତି। ଏହା ସହ ପ୍ରଧାନମନ୍ତ୍ରୀ ସମସ୍ତ ମହାକାଶ…

ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବ‌ନେଶ୍ବର: ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ଗାନ୍ଧୀ ବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ।…

ପ୍ରଦୀପ ପାଣିଗ୍ରାହୀଙ୍କୁ ଜୋରଦାର ବିରୋଧ

ଗୋପାଳପୁର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜୋରଦାର ବିରୋଧ କରାଯାଇଛି । ବ୍ରହ୍ମପୁରରେ ପହଞ୍ଚିବା ପରେ ଲାଗିଲା ଗୋ ବ୍ୟାକ୍ ନାରା । ବିଧାୟକଙ୍କ ଗାଡ଼ିକୁ ଅଟକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ସ୍ଥାନୀୟ ଲୋକେ। ନିଜ ନିର୍ବାଚନମଣ୍ଡଳୀ ଗସ୍ତରେ ବିରୋଧର ସାମନା କରି ହଟହଟା…

ଭୁବନେଶ୍ବର ମହାନଗର ନିଗମରେ ୪୧୬ଟି ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଏହାର ଦାୟିତ୍ବ ନିୟମିତ ଭାବେ ବଢିଚାଲିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି ।  ଭୁବନେଶ୍ବର…

ଗଞ୍ଜାମ ହେବ ଶ୍ରେଷ୍ଠ, ସମସ୍ୟାର ସମାଧାନ କରିବାକୁ ଲୋକଙ୍କ ପାଖରେ ପହଞ୍ଚିଛନ୍ତି 5T ସଚିବ

ଗଞ୍ଜାମ: ଗଞ୍ଜାମ ହେବ ଶ୍ରେଷ୍ଠ ଜିଲ୍ଲା । ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଲୋକଙ୍କ ପାଖରେ ପହଞ୍ଚିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବେଗୁନିଆପଡ଼ାରେ ପହଞ୍ଚି ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଲୋକଙ୍କଠାରୁ ଅଭିଯୋଗ ଶୁଣିଛନ୍ତି 5T ସଚିବ…