ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । କଟକ, ଭୁବନେଶ୍ବରରେ ମଧ୍ୟ ବର୍ଷା ହେଉଛି  । ଆସନ୍ତା ତିନି ଦିନ ପୁଣି ବର୍ଷା ହେବ । ଦୁଇଦିନ ପରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ନେଇ ୧୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି…

ବୁମରାହଙ୍କ ନେତୃତ୍ବରେ ଭାରତ ଶୃଙ୍ଖଳା ଜିତିଲା

ଡବଲିନ୍: ଅଧିନାୟକ ବୁମରାହଙ୍କ ନେତୃତ୍ବରେ ଆୟର୍ଲାଣ୍ଡ୍‌ ବିପକ୍ଷ ଦ୍ବିତୀୟ ଟ୍ବେଣ୍ଟି-୨୦ରେ ଭାରତ ୩୩ ରନ୍‌ରେ ବିଜୟୀ ହୋଇଛି।  ଭାରତ ୩ ମ୍ୟାଚ୍‌ ଶୃଙ୍ଖଳାକୁ ୨-୦ରେ ଆଗୁଆ ଜିତି ନେଇଛି। ତୃତୀୟ ମ୍ୟାଚ୍‌ ବୁଧବାର ଖେଳାଯିବ।   ଭାରତ ପ୍ରଥମ ପାୱାର ପ୍ଲେ ଭିତରେ ୪୭ ରନ୍‌ ସଂଗ୍ରହ କରି…

ସୀମା ଡ଼ିଅନ୍ତୁ ନାହିଁ କି କ୍ଷମତାକୁ ଦୁରୁପଯୋଗ କରନ୍ତୁ ନାହିଁ: ବିଜୟ

ରାଜ୍ୟ ସରକାରଙ୍କ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ୍‌ଙ୍କୁ  କଂଗ୍ରେସ ନେତା ଟାର୍ଗେଟ କରିଛନ୍ତି ।  କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ସିନିୟର ଅଫିସର ତଥା ବଡ଼ ଭାଇ ହିସାବରେ ପରାମର୍ଶ ଲଷ୍ମଣ ରେଖା ଭିତରେ ରହି କାମ…

ବିଶ୍ୱ ବରିଷ୍ଠ ନାଗରିକ ଦିବସ

ଅଗଷ୍ଟ ୨୧ରେ ପାଳନ କରାଯାଉଛି “ବିଶ୍ୱ ବରିଷ୍ଠ ନାଗରିକ ଦିବସ”  । ଅନେକ ପରିବାରରେ ଏହି ଦିନ ପାଳନ କରାଯାଉଛି  ଯୁକ୍ତରାଷ୍ଟ୍ର ଆମେରିକାରେ। ଆମ ଦେଶରେ କମ ପାଳନ ହେଉଛି । ଆମେରିକାରେ  ୧୯୯୧ରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିଲା ଏହି ଦିବସ । ରାଷ୍ଟ୍ରପତି ରୋନାଲ୍ଡ ରେଗାନଙ୍କ ଅଧ୍ୟକ୍ଷତାରେ…

କାର୍ ମାଡ଼ିଯିବାରୁ ୨ କାଉଡ଼ିଆଙ୍କ ମୃତ୍ୟୁ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈରେ ନିକଟ ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍। ଦୁଇ ମୃତ,୧୩ ଆହତ ହୋଇଛନ୍ତି । ଆହତ ଓ ମୃତକମାନେ ବୁଗୁଡ଼ା ବ୍ଳକ ଅରଖପୁର ଗ୍ରାମର। ଦୁଇ ମୃତକଙ୍କ ମଧ୍ୟରେ ଜଣେ…

ଆଜିର ରାଶିଫଳ

ମେଷ: ଘରର ନୂଆ ଦାୟିତ୍ବ ସମ୍ଭାଳିବେ। ବେପାରୀଙ୍କୁ ଲାଭ ମିଳିବ। ଜୀବନସାଥୀଙ୍କ ସହିତ ସମୟ ବିତାଇବେ। ବିରୋଧୀମାନେ ଆପଣଙ୍କ ଠାରୁ ଦୂରତ୍ବ ବଜାୟ ରଖିବେ। ବୃଷ: ଅଫିସରେ କାମ କରିବା ପାଇଁ ପରିବେଶ ଭଲ ରହିବ। ବ୍ୟବସାୟରେ ଧନଲାଭ ହେବ। ଆପଣଙ୍କର ସକାରାତ୍ମକ ଭାବନା ବୃଦ୍ଧି ହେବ। କୃଷକଙ୍କ…

ଲଦାଖରେ ଖାଇକୁ ଖସିପଡ଼ିଲା ସେନା ଗାଡ଼ି : ୯ ଯବାନ ସହିଦ

ଲଦାଖ:  ଗଭୀର ଖାଇକୁ ସେନାର ଏକ ଗାଡ଼ି ଖସିପଡ଼ିବା ଫଳରେ ଜଣେ ଜେସିଓ ଏବଂ ୮ ଜଣ ଯବାନ ସହିଦ ହୋଇଯାଇଛନ୍ତି। ଲେହଠାରୁ ୧୫୦ କିମି ଦୂର କ୍ୟାରୀ ସହର ଦେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ହୋଇଛି। ଦୁର୍ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି ବୋଲି ଲେହ ପ୍ରତିରକ୍ଷା ପିଆର୍‌ଓ ଲେପ୍ଟନାଣ୍ଟ କର୍ନେଲ…

ଚନ୍ଦ୍ରପୃଷ୍ଠରେ ଖସିପଡ଼ିଲା ଲୁନା-୨୫: ଲ୍ୟାଣ୍ଡର ୨୩ ତାରିଖ ସଂଧ୍ୟା ୬ଟା ୪ ମିନିଟ୍ ରେ ସଫ୍ଟ ଲ୍ୟାଣ୍ଡିଂ କରିବ

ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାକୁ ଯାଇଥିବା ରୁଷର ଚନ୍ଦ୍ର ମିଶନ୍ ଲୁନା-୨୫ ଯାନ୍ତ୍ରିକ ତ୍ରୁଟି ଫଳରେ ଚନ୍ଦ୍ରପୃଷ୍ଠରେ ଖସିପଡ଼ିଛି । ରୁଷର ମହାକାଶ ସଂସ୍ଥା ରସକସମସ୍ ଏନେଇ ସ୍ପଷ୍ଟ କରିଛି । ରୁଷ୍ ଅଗଷ୍ଟ ୧୧ ରେ ଲୁନା-୨୫ ଲଞ୍ଚ କରିଥିଲା ଓ ତାହା ଅଗଷ୍ଟ ୨୧ରେ ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାର ଥିଲା ।…

ଘୋଷଣା ହେଲା କଂଗ୍ରେସ କାର୍ଯ୍ୟକାରୀ କମିଟିରେ ୩୯ ଜଣଙ୍କୁ ସାମିଲ

ନୂଆଦିଲ୍ଲୀ: କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟି(ସିଡବ୍ଲ୍ୟୁସି)ର ତାଲିକା ପ୍ରକାଶ ପାଇଛି ଯେଉଁଥିରେ ମୋଟ ୩୯ ଜଣଙ୍କୁ ସାମିଲ କରାଯାଇଛି।  ସିଡବ୍ଲ୍ୟୁସିରେ ମଲ୍ଲିକାର୍ଜୁନ ଖଡ଼ଗେ, ସୋନିଆ ଗାନ୍ଧୀ, ମନମୋହନ ସିଂ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ଏ.କେ ଆଣ୍ଟୋନି, ଅମ୍ବିକା ସୋନି,…

ଲଦାଖ ଗସ୍ତ କଲେ ରାହୁଲ, ଧନ୍ୟବାଦ ଜଣାଇଲେ କେନ୍ଦ୍ର ମନ୍ତ୍ରୀ ରିଜଜୁ

ଶ୍ରୀନଗର: କଂଗ୍ରେସ ନେତା ରାହୁଲ ଗାନ୍ଧି ଏବେ ଲଦାଖ ଏବଂ ଲେହ ଗସ୍ତରେ ଯାଇଥିବା ବେଳେ ଲଦାଖର ଚେହେରା କେତେ ବଦଳିଛି ତାହା କହିଛନ୍ତି କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ । ଜମ୍ମୁକଶ୍ମୀର ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ ହେବାପରେ ଏହା ରାହୁଲଙ୍କ ପ୍ରଥମ ଲଦାଖ ଗସ୍ତ। ତେବେ କଂଗ୍ରେସ ନେତା…