ଦୁଇ ଦିନିଆ ପୁରୀ ଗସ୍ତରେ ଯାଇ ଗ୍ରାଉଣ୍ଡରେ ବିକାଶ କାର୍ଯ୍ୟରେ ସମୀକ୍ଷା କରିଛନ୍ତି 5T ସଚିବ

ପୁରୀ: ପୁରୀ ଜିଲ୍ଲାର ବିକାଶ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି 5ଟି ସଚିବ । ପୁରୀର ରୂପାନ୍ତରଣ ପାଇଁ ଗ୍ରାଉଣ୍ଡରେ ଅନୁଧ୍ୟାନ କରି ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପିପିଲି ଚାନ୍ଦୁଆ ଶିଳ୍ପକୁ ବାହାରେ ପରିଚୟ ପାଇଁ ଏବଂ  ଏହାର ବିକାଶ ପାଇଁ ଡିପିଆର ପ୍ରସ୍ତୁତ…

୨ ରନରେ ଜିତିଲା ଟିମ୍ ଇଣ୍ଡିଆ

ଡବଲିନ: ଭାରତ-ଆୟରଲ୍ୟାଣ୍ଡ ପ୍ରଥମ ଟି-୨୦ ବର୍ଷା ପାଇଁ ଦୁଇ ରନରେ ଜିତିଛି ଭାରତ ।  ପ୍ରଥମ ଟି-୨୦ ମ୍ୟାଚରେ ଡକୱର୍ଥ ଲୁଇସ୍ (ଡିଏଲଏସ) ପଦ୍ଧତିରେ ୨ ରନରେ ପରାଜିତ କରିଛି ।  ପ୍ରଥମେ ବ୍ୟାଟିଂ କରି ଆୟରଲ୍ୟାଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ୍ ହରାଇ ୧୩୯ରନ କରିଥିଲା । ଆୟରଲ୍ୟାଣ୍ଡ…

ଦେବାଳିଆ ହେଲା ଚୀନର ସବୁଠୁ ବଡ଼ ରିଅଲ ଇଷ୍ଟେଟ କମ୍ପାନି

ଚୀନର ସବୁଠୁ ବଡ଼ ରିଅଲ ଇଷ୍ଟେଟ କମ୍ପାନି ଏଭରଗ୍ରାଣ୍ଡ୍‌ ଏବେ ଦେବାଳିଆ ।  ଚୀନର ରିଅଲ ଇଷ୍ଟେଟ ବଜାରରେ ଭୂମିକମ୍ପ ହୋଇଛି । ଚୀନ ମାର୍କେଟ ଡାଉନ ହୋଇଛି । ବଜାରରେ କାରବାର ବଡ଼ ସଂକଟ ସୃଷ୍ଟି ହୋଇଛି। ୨୦୨୧ ମସିହାରେ ଉକ୍ତ କମ୍ପାନି ଏହାର ବିପୁଳ ପରିମାଣର ଋଣ ପରିଶୋଧ କରିବା ପାଇଁ…

ଜି-୨୦ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି। https://www.youtube.com/watch?v=CpW5VDtwzGE ପ୍ରଧାନମନ୍ତ୍ରୀ କହିଛନ୍ତି ଗାନ୍ଧୀଜୀ ସ୍ୱାସ୍ଥ୍ୟକୁ ଏପରି ଏକ…

ଆଜିର ରାଶିଫଳ

ମେଷ: ବେପାରରେ ଅଚାନକ ଧନଲାଭ ହେବା ଯୋଗୁଁ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଅଫିସରେ କାମ ନିର୍ଦ୍ଧାରିତ ସମୟରେ ପୂରା କରିନେବେ। କାମ ଓ ପରିବାର ମଧ୍ୟରେ ତାଳମେଳ ରଖନ୍ତୁ। ବୃଷ: କୌଣସି ବନ୍ଧୁଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଯିବେ। ଅଫିସ କାମରେ ଦୂର ସ୍ଥାନକୁ ଯାଇପାରନ୍ତି। ଶିକ୍ଷକଙ୍କ…

ହାତୀ ଚଳପ୍ରଚଳ କରୁଥିବା ସମ୍ବେଦନଶୀଳ ସ୍ଥାନରେ ଅନୁପ୍ରବେଶ ଚିହ୍ନଟ ପ୍ରଣାଳୀ ସ୍ଥାପନ କରିବ ରେଳବାଇ

ହାତୀ ଚଳପ୍ରଚଳ କରୁଥିବା ସମ୍ବେଦନଶୀଳ ସ୍ଥାନରେ ଅନୁପ୍ରବେଶ ଚିହ୍ନଟ ପ୍ରଣାଳୀ ସ୍ଥାପନ କରିବ ରେଳବାଇ । ପୂର୍ବ ତଟ ରେଳପଥ ଏହାର ଅଧୀନରେ ଥିବା ରେଳ ଲାଇନରେ ହାତୀ ମୃତ୍ୟୁକୁ ହ୍ରାସ କରାଇବା ପାଇଁ ବିଶେଷ କରି ଖୋର୍ଦ୍ଧା ରୋଡ୍ ଏବଂ ସମ୍ବଲପୁର ରେଳ ମଣ୍ଡଳ ପରିସୀମା ମଧ୍ୟରେ ହାତୀ ଗତିବିଧିର…

ଭୁବନେଶ୍ୱରରେ ଓଡ଼ିଶାର ସର୍ବପ୍ରଥମ ସିଏନଜି ଗ୍ୟାସ ଚାଳିତ ‘ଶବଦାହ ଗୃହ’ ଲୋକାର୍ପିତ

ଭୁବନେଶ୍ୱର: ଭୁବନେଶ୍ୱର ଖଣ୍ଡଗିରି ଧର୍ମବିହାର ଠାରେ ଗେଲ୍ ଇଣ୍ଡିଆ ଲିମିଟେଡର ସିଏସଆର୍ ଅଧୀନରେ ରାଜ୍ୟର ସର୍ବପ୍ରଥମ ପ୍ରାକୃତିକ ଗ୍ୟାସ ଆଧାରିତ ‘ଶବଦାହ ଗୃହ’ର ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ।  କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଗେଲ୍ ୧୬ କୋଟି ୩୭ ଲକ୍ଷ…

ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି

କଟକ: ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ । ବିଧାୟକ ସାଂସଦଙ୍କ ମାମଲା ଶୁଣାଣି ପାଇଁ ହାଇକୋର୍ଟରେ ସ୍ୱତନ୍ତ୍ର ଖଣ୍ଡପୀଠ ରହିଛନ୍ତି । ସେହି ଖଣ୍ଡପୀଠରେ ସେଭଳି ମାମଲା ରୁଜୁ ପାଇଁ ନିର୍ଦ୍ଦେଶ…

ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ହେଲେ ପ୍ରଫେସର ସବିତା ପ୍ରଧାନ

ଭୁବନେଶ୍ୱର: ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସବିତା ପ୍ରଧାନ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ସେ ‌ଏଠାରେ ଦୁଇ ବର୍ଷ…

ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଲେଖାକୁ ନେଇ ଚର୍ଚା

ଭୁବନେଶ୍ବର: ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ସଂପାଦକୀୟ ଲେଖାକୁ ନେଇ ରାଜନୀତି ଜୋର ଧରିଛି । ତାଙ୍କ ଲେଖା ମାଧ୍ୟମରେ ସେ ବିଜେଡି, ମୁଖ୍ୟମନ୍ତ୍ରୀ, ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କୁ ନେଇ ଟାର୍ଗେଟ କରିଛନ୍ତି । ଦଳ ଏବେ ସଚିବଙ୍କ ଉପରେ ନିର୍ଭରଶୀଳ ଥିବା ତାଙ୍କ ଲେଖାରେ ଦର୍ଶାଇଛନ୍ତି…