ଚନ୍ଦ୍ରର ନିକଟତର ହେଉଛି ଲ୍ୟାଣ୍ଡର

ଚନ୍ଦ୍ରଠାରୁ ମାତ୍ର ୧୬୩ କିଲୋମିଟର ଦୂରରେ ରହିଛି ଚନ୍ଦ୍ରଯାନ-୩ । ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବ ।  ଚନ୍ଦ୍ରଯାନ-୩ରୁ ବିକ୍ରମ ଲ୍ୟାଣ୍ଡର  ସଫଳତାର ସହ ଅଲଗା ହୋଇଛି  । ଅଗଷ୍ଟ ୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁରେ…

ଆଜିର ରାଶିଫଳ

ମେଷ ଆଜି ଅର୍ଥଲାଭର ଯୋଗ ରହିଛି। କିନ୍ତୁ ପାଇବେ ଯେତିକି ତା’ଠାରୁ ଅଧିକ ବ୍ୟୟକରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା କରୁଥିବା କାମ ଓ ପରିବହନରେ ସଫଳତା ପାଇବେ। ଘର ଲୋକଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ।…

ସନ୍ନି ଦେଓଲଙ୍କ ’ଗଦର-୨’କୁ ଟକ୍କର ଦେଉଛି ଅକ୍ଷୟଙ୍କ ଫିଲ୍ମ

ନୂଆଦିଲ୍ଲୀ: ଧୁମ ମଚାଉଛି ଗଦର ଫିଲ୍ମ। ଗଦର-୨ ପଛକୁ ରହିଛି ଓମଜି-୨ । ଗଦର  ଦୁଇ ଶହ କୋଟି ପାର କରିଥିବା ବେଳେ ଓଏମଜି ତା ପଛକୁ ରହିଛି । ସ୍ବାଧୀନତା ଦିବସ ପୂର୍ବରୁ ରିଲିଜ୍ ହୋଇଥିବା ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ’ଓଏମଜି-୨’ ବକ୍ସ ଅଫିସରେ ଭଲ ରୋଜଗାର କରୁଛି । ସନ୍ନି ଦେଓଲଙ୍କ…

ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ

ନୂଆଦିଲ୍ଲୀ: ଆପଣ ରାଷ୍ଟ୍ରପତି ଭବନ ଉଦ୍ୟାନ ବୁଲିବାକୁ ଚାହୁଁଛନ୍ତି କି । ତେବେ ଡେରି କାହିଁକି ପ୍ଲାନ କରନ୍ତୁ  । କାରଣ  ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ସୋମବାର ବ୍ୟତୀତ ସେପ୍ଟେମ୍ବର ୧୭ ତାରିଖ ଯାଏଁ ଉଦ୍ୟାନ ଲୋକଙ୍କ ପାଇଁ ଖୋଲାରହିବ ।…

କେନ୍ଦ୍ର ସରକାର ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା

ଭୁବନେଶ୍ବର: ୨୦୪୭ ସୁଦ୍ଧା ଦେଶ ହେବ ସିକଲ ସେଲ ମୁକ୍ତ । ଏ ନେଇ କେନ୍ଦ୍ର ସରକାର ଓଡ଼ିଶାର ୨୦ ଜିଲ୍ଲାରେ ରାଜ୍ୟ ସହାଭାଗିତାରେ ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା । ତେବେ ଅନ୍ୟ ୧୦ ଜିଲ୍ଲାରେ ନିଜସ୍ୱ ଅର୍ଥରୁ ରାଜ୍ୟ ସରକାର ପରୀକ୍ଷା କରିବେ ।୨୫ ବର୍ଷ ବୟସ୍କ ପିଲାଙ୍କ ହେବ ସିକିଲ ସେଲ…

ସଫଳତାର ପାହାଚ ଚଢୁଛି ଇସ୍ରୋ

ବେଙ୍ଗାଲୁରୁ: ସଫଳତାର ପାହାଚ ଚଢୁଛି ଇସ୍ରୋ । ଆଉ ମାତ୍ର ସପ୍ତାହେ ପରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଦିନକୁ ଦିନ ଚନ୍ଦ୍ରର ଖୁବ ନିକଟତର ହେବାରେ ଲାଗିଛି ଚନ୍ଦ୍ରଯାନ-୩ । ଆଜି ହେବ ପଞ୍ଚମ ଲୁନାର ମାନୋଭର ବା କକ୍ଷ ପରିବର୍ତ୍ତନ । କାଲି ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା…

ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ପୂଣ୍ୟତିଥି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ୧୬ ଅଗଷ୍ଟ, ୨୦୧୮ରେ ଏହି ମହାନ ବରପୁତ୍ରଙ୍କର ଦେହାନ୍ତ ହୋଇଥିଲା। ଏହି ମହାନ ଜନନାୟକଙ୍କୁ…

ଅକ୍ଷୟ କୁମାରଙ୍କୁ ପୁଣିଥରେ ଭାରତୀୟ ନାଗରିକତା

ଅଭିନେତା ଅକ୍ଷୟ କୁମାରଙ୍କୁ ଏବେ ସୋସିଆଲ ମିଡିଆରେ ଚର୍ଚା ଜୋର ଧରିଛି । ତାଙ୍କ ସମର୍ଥକମାନେ ତାଙ୍କୁ ଅଭିନନ୍ଦନ ଜଣାଉଥିବା ବେଳେ ତାଙ୍କ ବିରୋଧୀ ତାଙ୍କୁ ସମାଲୋଚନା କରୁଛନ୍ତି । ଏହାର କାରଣ ହେଉଛି କି ପୁଣିଥରେ ଭାରତୀୟ ନାଗରିକତା ମିଳିଛି ତାଙ୍କୁ। ସ୍ୱାଧୀନତା ଦିବସ ଅବସରରେ ଅକ୍ଷୟ…

ଆଜିର ରାଶିଫଳ

ମେଷ ଆଜି ଆପଣ ଅନେକ ମାନସିକ ଦ୍ୱନ୍ଦ୍ୱ ଓ ଆଶା, ନିରାଶା ମଧ୍ୟରେ ବ୍ୟସ୍ତ ରହିବେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି, ଏଣୁ…

ଦେବଗଡ଼ ଜିଲ୍ଲା ରିଆମାଳରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହେଲାନାହିଁ

ଦେବଗଡ଼ ଜିଲ୍ଲା ରିଆମାଳରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇ ନାହିଁ।  ରିଆମାଳ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ ଠାରେ ବ୍ଲକ ପ୍ରଶାସନ ପକ୍ଷରୁ ଏହାକୁ ଆୟୋଜନ କରାଯାଉ ଥିବା ବେଳେ ଚଳିତ ବର୍ଷ ଏଠାରେ ଜାତୀୟ ପତାକା ମଧ୍ୟ ଉତ୍ତୋଳନ ମଧ୍ୟ କରାଯାଇ ନାହିଁ। ରିଆମାଳରେ ପ୍ରତ୍ୟେକ ବର୍ଷ…