ଚନ୍ଦ୍ରର ପ୍ରଥମ ଫଟୋ ପଠାଇଲା ଚନ୍ଦ୍ରଯାନ-୩

ଚନ୍ଦ୍ରଯାନ-୩  ଚନ୍ଦ୍ରର ପ୍ରଥମ ଫଟୋ ପଠାଇଛି। ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ ଚନ୍ଦ୍ରଯାନ ୩ ପ୍ରଥମ ଥର ପାଇଁ ଏକ ସ୍ପଷ୍ଟ ଚିତ୍ର ପଠାଇଛି । ଆଗକୁ ଆହୁରି ସ୍ପଷ୍ଟ ଚିତ୍ର ସହିତ ଅଧିକ ତଥ୍ୟ ପଠାଇବ ବୋଲି ଆଶା ପ୍ରକାଶ କରିଛନ୍ତି ବୈଜ୍ଞାନିକ । ଏଯାଏ ଚନ୍ଦ୍ରଯାନ-୩ର ସମସ୍ତ ପର୍ଯ୍ୟାୟ…

ନୂଆ ରୂପ ପାଇବ ଓଡ଼ିଶାର ୨୫ ଷ୍ଟେସନ୍‌

ଭୁବନେଶ୍ବର: ‘ଅମୃତ ଭାରତ ଷ୍ଟେସନ୍‌ ଯୋଜନା’ରେ ସାରା ଦେଶରେ ୫୦୮ଟି ରେଳଷ୍ଟେସନ୍‌ର ବିକାଶ କରାଯିବ। ଏହା ମଧ୍ୟରେ ଓଡ଼ିଶାର ରହିଛି ୨୫ଟି ଷ୍ଟେସନ୍‌। ଓଡ଼ିଶାରେ ମୋଟ୍‌ ୫୭ଟି ରେଳ ଷ୍ଟେସନ୍‌ର ଆଧୁନିକୀକରଣ କରାଯିବାକୁ ସ୍ଥିର ହୋଇଥିଲା ବେଳେ ପ୍ରଥମ ପର୍ଯ୍ୟାୟରେ ୨୫ଟି ‌ଷ୍ଟେସନ୍‌କୁ…

ରାଶିଫଳ

ମେଷ ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ବୃଷ…

ଭାରତକୁ ୨ ୱିକେଟ୍‌ରେ ପରାସ୍ତ କଲା ୱେଷ୍ଟଇଣ୍ଡିଜ୍‌

ପ୍ରଭିଡେନ୍ସ: ଦ୍ବିତୀୟ ଟ୍ବେଣ୍ଟି-୨୦ ମ୍ୟାଚ୍‌ରେ ଭାରତକୁ ୱେଷ୍ଟଇଣ୍ଡିଜ୍‌ ରୋମାଞ୍ଚକ ଭାବେ ୨ ୱିକେଟ୍‌ରେ ପରାସ୍ତ କରିଛି।  ଭାରତ ମାତ୍ର ୧୫୨ ରନ୍‌ କରିଥିବାବେଳେ ୱେଷ୍ଟଇଣ୍ଡିଜ୍‌ ୭ ବଲ୍‌ ପୂର୍ବରୁ ୮ ୱିକେଟ୍ ହରାଇ ୧୫୫ ରନ୍‌ ସଂଗ୍ରହ କରି ନେଇଥିଲା। ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ…

ଜ୍ଞାନବାପୀ ସର୍ଭେ ୪ ସପ୍ତାହରେ ଶେଷ ହେବ

ବାରଣାସୀ : ଜ୍ଞାନବାପୀ ମସଜିଦରେ  ସର୍ଭେ କାର୍ଯ୍ୟ ଜାରି ରହିଛି। ସର୍ଭେର  ଭିଡିଓ ରେକର୍ଡ କରାଯାଇଛି।  ଏଥିରେ ତ୍ରୀଶୁଳ, ସ୍ବସ୍ତିକ , ଫୁଲ ପରି ଚିହ୍ନ ସବୁ ଦେଖିବାକୁ ମିଳିଛି।  ମସଜିଦ କାନ୍ଥ ଏବଂ ପିଲାର୍‌ରେ ଏସବୁ ଚିହ୍ନ ଦେଖିବାକୁ ମିଳିଛି।  ପ୍ରଥମ ଦିନରେ ୭ ଘଣ୍ଟା‌ ସର୍ଭେ ହୋଇଥିଲା।…

ବନ୍ଧୁ ପାଇଁ ଦିନ ଟିଏ: ଆଜି ଫ୍ରେଣ୍ଡସିପ୍ ଡେ

ଆଜି ଫ୍ରେଣ୍ଡସିପ୍ ଡେ’ । ବନ୍ଧୁ ପାଇଁ ଦିନ ଟିଏ । ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍‌ ବାନ୍ଧି ସେଲିବ୍ରେଟ୍‌ କରୁଛନ୍ତି ଯୁବ ପିଢି। ଆଜି ବିଶ୍ୱ ବନ୍ଧୁତ୍ୱ ଦିବସ, ବନ୍ଧୁ ପାଇଁ ଦିନ ଟିଏ । ଏହି ଅବସରରେ ସାଙ୍ଗ ସାଥୀମାନେ ପରସ୍ପର ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍‌ ବାନ୍ଧିବା ସହ…

ମହାପ୍ରଭୁଙ୍କ ଦର୍ଶନ କରି ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ

ପୁରୀ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସରସଂଘ ଚାଳକ ମୋହନ ଭାଗବତ  ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଶ୍ରୀ ଭାଗବତ କହିଛନ୍ତି, ସନାତନ ଧର୍ମର ଯେଉଁ ନିୟମ ରହିଛି, ଭାଗବତରେ ତାକୁ କର୍ମକାଣ୍ଡ କୁହାଯାଉଛି। ଏଥିରୁ ଜୀବନରେ ଅନୁଶାସନ ଆସୁଛି। ଏଣୁ ଏହାକୁ ଶ୍ରଦ୍ଧାର ସହ…

ଆଜିର ରାଶିଫଳ

ମେଷ ରବି ଓ ଶନି ଷଡ଼ାଷ୍ଟକ ହେତୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା ହେତୁ ଚିନ୍ତିତ ହେବେ। ଯାତ୍ରା ସମୟରେ ସତର୍କ ନ…

ରାଜ୍ୟରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ଅବ୍ୟବସ୍ଥା ସମ୍ପର୍କରେ ଲୋକଙ୍କୁ ସଚେତନ କର: ଶାହ

ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଅମିତ ଶାହ ଶନିବାର ଦଳୀୟ କର୍ମୀଙ୍କୁ ମନ୍ତ୍ର ଦେଇଛନ୍ତି। ଭୁବନେଶ୍ବରସ୍ଥିତ ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ସେ କର୍ମୀଙ୍କୁ କହିଛନ୍ତି,  ଲଢେଇ…

ଫିରିଙ୍ଗିଆ ଥାନା ଜାଳିଦେଲେ ଉତ୍ତ୍ୟକ୍ତ ଜନତା

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୁଲିସ ଉପରେ ଜନତା ଆକ୍ରୋଶ ଦେଖାଯାଇଛନ୍ତି।  ନିକଟରେ ଜବତ ହୋଇଥିବା ଗଞ୍ଜେଇକୁ ଏହି ଥାନାର ଆଇଆଇସି ବିକ୍ରି କରୁଥିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ଶନିବାର ଅପରାହ୍‌ଣରେ ଥାନାରେ ନିଆଁ ଲଗାଇଦେଇଛନ୍ତି। ଲୋକମାନଙ୍କ ଅଭିଯୋଗ ରହିଛି କି ଏହି ଥାନା ଅଧୀନରେ ଯେତେ…